Home Left

ଅପରାହ୍ନରେ ୫ ରାଜ୍ୟର ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୮।୧: ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ତାରିଖ ଆଜି ଅପରାହ୍ନ ୩ଟା ୩୦ରେ ଘୋଷଣା କରାଯିବ। ତେବେ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିବେ ବୋଲି ସୂଚନା ରହିଛି। ଉତ୍ତରପ୍ରଦେଶ, ଗୋଆ, ପଞ୍ଜାବ, ମଣିପୁର ଏବଂ ଉତ୍ତରାଖଣ୍ଡରେ ନିର୍ବାଚନ…

ଆଉ ଜଣେ ଅଭିନେତ୍ରୀ କରୋନା ପଜିଟିଭ୍‌

ମୁମ୍ବାଇ: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ତେବେ ଏଥିରୁ ଅଭିନେତା ଏବଂ ଅଭିନେତ୍ରୀ ବାଦ୍‌ ପଡିନାହାନ୍ତି। ନିକଟରେ ଅଭିନେତ୍ରୀ ତ୍ରିଶା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ବର୍ତ୍ତମାନ ଏବେ ସୁସ୍ଥ…

ଚନ୍ନିଙ୍କ ପାଲଟା ଆକ୍ରମଣ: କିଛି ପଥର ବାଜିନାହିଁ, ଗୁଳି ବି ଚାଲିନାହିଁ…

ଚଣ୍ଡିଗଡ଼, ୮।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଢିଲା ପ୍ରସଙ୍ଗକୁ ନେଇ ରାଜନୀତି ସରଗରମ ରହିଛି। ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସିଧାସଳଖ ଭାବେ ପାଲଟା ଆକ୍ରମଣ କରି କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ…

ଜଗାକୁ ଦେଖିବାକୁ ଭିଡ଼: ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି

ପୁରୀ ଅଫିସ,୮।୧: ଶ୍ରୀଜିଉଙ୍କୁ ଦର୍ଶନ ଉପରେ ୧୦ ତାରିଖରୁ କଟକଣା ଲାଗିବା ପରେ ଶନିବାର ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗି ରହିଛି। ଶନିବାରରେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏ…

୧୦ ଲକ୍ଷରେ ପହଞ୍ଚିପାରେ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ,୮।୧: ଓମିକ୍ରନ୍‌ ଯୋଗୁ ଦେଶରେ କୋଭିଡ୍‌ର ତୃତୀୟ ଲହର ଆସିଛି। ଏହା ଜାନୁୟାରୀ ଶେଷ ସୁଦ୍ଧା ଶୀର୍ଷ ଛୁଇଁବ ଏବଂ ଦୈନିକ ସଂକ୍ରମଣ ୧୦ ଲକ୍ଷରେ ପହଞ୍ଚତ୍ବ ବୋଲି ଏକ ନୂଆ ମଡେଲ୍‌ ପୂର୍ବାନୁମାନ କରିଛି। ବେଙ୍ଗାଲୁରୁର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…

ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ସୋନୁଙ୍କ ବଡ ପଦକ୍ଷେପ

ନୂଆଦିଲ୍ଲୀ: ଅଭିନେତା ସୋନୁ ସୁଦ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ବଡ ପଦକ୍ଷେପ ନେଇଛନ୍ତି। ସେ ପଞ୍ଜାବ ଷ୍ଟେଟ ଆଇକନ ପଦରୁ ନିଜେ ଓହରି ଯାଇଛନ୍ତି। ଏ ସମ୍ପର୍କରେ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏସ କରୁଣା ରାଜୁ ସୂଚନା ଦେଇଛନ୍ତି।…

୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୮।୧: ଦେଶରେ ଉପରମୁହାଁ ହୋଇଛି କରୋନା ମିଟର। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୪୧ ହଜାର ୩୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ସଂଖ୍ୟା ୨୧ ପ୍ରତିଶତ ବୃଦ୍ଧି ପାଇଛି । ଗତକାଲି ୧ ଲକ୍ଷ ୧୭ ହଜାର…

ଚିନ୍ତା ବଢାଉଛି କରୋନା,ରାଜ୍ୟରେ ୩୬୭୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ ଶନିବାର  ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୧ ଜଣ ଲୋକାଲ କେସ…

ପ୍ରଧାନ ଶିକ୍ଷକଙ୍କୁ ୧ ବର୍ଷ ଜେଲ

ବାଲିଗୁଡା,୮।୧(ଡି.ଏନ.ଏ.): କନ୍ଧମାଳ ଜିଲା ବେଲଘର ଥାନା ହାଇସ୍କୁଲରେ ଅଧ୍ୟୟନରତ ୨ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଡୁକିଶୋର ସାହୁଙ୍କୁ ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଦୌରାଜଜ୍‌ ଭାସ୍କରଚନ୍ଦ୍ର…

ରାଜଧାନୀର ଆଉ ୧୧ ଅଞ୍ଚଳ ହେଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୮।୧(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ରାଜଧାନୀର ୧୧ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏକାଧିକ କୋଭିଡ ପଜିଟିଭ ବାହାରିବା ପରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଉତ୍ତର ଜୋନର ନିଳାଦ୍ରିବିହାର…

ନେଟ୍‌ଫ୍ଲିକ୍ସରେ ‘ଚଣ୍ଡିଗଡ କରେ ଆଶିକୀ’

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନ୍ନା ଏବଂ ଭାନି କପୁରଙ୍କର ଅଭିନୀତ ଫିଲ୍ମ ‘ ଚଣ୍ଡିଗଡ କରେ ଆଶିକୀ’ ଡିସେମ୍ବର ୧୦ରେ ସିନେମା ହଲ୍‌ରେ ମୁକ୍ତିଲାଭ କରିଥିଲା। ଏହି ଦୁଇ ଜଣଙ୍କ ଯୋଡିକୁ ମଧ୍ୟ ଦର୍ଶକ ଖୁବ୍‌ ପସନ୍ଦ କରିଛନ୍ତି। ତେବେ…

ନିର୍ବାଚନ ଆୟୋଗ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ବୈଠକ ଡାକିଛନ୍ତି। ତେବେ ଏହି ବୈଠକ ଶନିବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ସିଏସ୍‌, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଏହି ବୈଠକରେ ଯୋଗ ଦେବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri