Home Left

ଆଜି ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆଜି ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ଅବପାତ ଓ ଆସନ୍ତାକାଲି ସା ସୁଦ୍ଧା ବାତ୍ୟାରେ ପରିଣତ ହେବା ନେଇ ଆଶଙ୍କା ରହିଛି । ଏହା ପୂର୍ବରୁ ଆଜି ସମ୍ଭାବ୍ୟ ବାତ୍ୟା…

ଟୁଇଟର ସିଇଓ ପରାଗ ଅଗ୍ରୱାଲଙ୍କ ପତ୍ନୀ ବିନିତାଙ୍କୁ ମସ୍କ ଦେଇ ପାରନ୍ତି ବଡ ଦାୟିତ୍ୱ

କାଲିଫର୍ନିଆ,୭ ।୫: ଟୁଇଟରର ନୂଆ ମାଲିକ ହେବାକୁ ଯାଉଥିବା ଏଲନ ମସ୍କ ଏଥିରେ ୪୪ ଅରବ ଡଲାର ଡିଲ କରିଛନ୍ତି । ନ୍ୟୁଜ ଏଜେନ୍ସି ବ୍ଲୁମବର୍ଗର ସୂଚନା ଅନୁଯାୟୀ, ଏଲନ ମସ୍କଙ୍କ ସହ ଭାଗିଦାର ହୋଇ ନିବେଶ କରିବାକୁ ଇଚ୍ଛା ପ୍ରକାଶ…

ଆଖି ବୁଜିଲା ଚିକିତ୍ସାଧୀନ ମାଈ ହାତୀ

ନରସିଂହପୁର,୭ା୫(ସ୍ବ.ପ୍ର.): କଟକ ଜିଲା ନରସିଂହପୁର ପଶ୍ଚିମାଞ୍ଚଳ ବନ ବିଭାଗ ଅନ୍ତର୍ଗତ ବାଲିକିଆରୀ ରିଜର୍ଭ ଜଙ୍ଗଲର କମ୍ପାର୍ଟମେଣ୍ଟ ୭ରେ ୩ ଦିନ ଧରି ଚିକିତ୍ସାଧୀନ ଥିବା ଏକ ମାଈ ହାତୀର ଶୁକ୍ରବାର ମୃତ୍ୟୁ ଘଟିଛି। ଉକ୍ତ ସ୍ଥାନରେ ବୁଧବାର ହାତୀଟି ଅସୁସ୍ଥ ହୋଇ…

ଦୁର୍ବଳ ହେଉଛି ନଦୀବନ୍ଧ

ରଗଡି,୭ା୫(ଡି.ଏନ.ଏନ.): ରାଜସ୍ବ ସମ୍ପତ୍ତିର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ରାଜସ୍ବ ବିଭାଗକୁ କଡ଼ା ଚେତାବନୀ ଦେଇଛନ୍ତି। ଏହାର ବ୍ୟତିକ୍ରମ କରୁଥିବା ବାଲି ମାଫିଆ ଓ ଅଧିକାରୀମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ନଜିର ରହିଛି। ହେଲେ…

ତିଲେଇବଣି ବିଡିଓଙ୍କୁ ଗିରଫ କର

ଦେବଗଡ଼,୭ା୫(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ଗିରଫଦାରିର ପ୍ରତିବାଦ କରିଛି ଭାଜପା। ବିଡିଓ ଦଳପତିଙ୍କୁ ଗିରଫ ଦାବିରେ ରାଜ୍ୟ ଭାଜପାର ଆହ୍ବାନ କ୍ରମେ ଭାଜପା ପକ୍ଷରୁ ରାଜ୍ୟର…

ଭିକ୍ଟ୍ରି ଡେ’କୁ ନେଇ ପୁଟିନଙ୍କ ମାଷ୍ଟର ପ୍ଲାନ

ମସ୍କୋ,୭ ।୫: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୨ ମାସ ପୂରଣ ହୋଇ ସାରିଲାଣି । ହେଲେ ଏବେବି ରୁଷିଆ ଆକ୍ରମଣ ମୁଡରେ ଥିବା ବେଳେ ୟୁକ୍ରେନ ବି ପ୍ରତିଆକ୍ରମଣ କରିବାକୁ ପଛାଉ ନାହିଁ । ଏବେ ସଭିଙ୍କ ନଜର ମେ’ ୯ ଉପରେ…

ବୈତରଣୀରେ ଭାସିଗଲେ ଶ୍ରମିକ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ସହରର ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରେ ଏକ ବ୍ୟାରେଜ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ଶୁକ୍ରବାର ଉକ୍ତ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲାର ସୋମନାଥ…

ଫେରାର ପୂର୍ବତନ ସରପଞ୍ଚ ଗିରଫ

ଧାମନଗର,୭ା୫(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ସମୟରେ ବୁଥ୍‌ ରିଗିଂ ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେରାର ଥିବା ପଧାନୀ ପଞ୍ଚାୟତର ପୂର୍ବତନ ସରପଞ୍ଚ କ୍ଷୀରୋଦ କୁମାର ଜେନାଙ୍କୁ ଶୁକ୍ରବାର ଗିରଫ କରିଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସମର୍ଥକମାନେ ପଧାନୀ…

ଟ୍ରକ୍‌ ଚଢ଼ାଇ ପିଅନଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ଟ୍ରକ୍‌ ଜବତ

ଚଣ୍ଡିଖୋଲ,୭ା୫(ଡି.ଏନ.ଏ.): ବଡ଼ଚଣା ଥାନା ରାଧାଦେଇପୁର ପଞ୍ଚାୟତ ଅଧୀନ ବିଲିକଣା ଗ୍ରାମରେ ଟ୍ରକ୍‌ ଚଢ଼ାଇ ପଞ୍ଚାୟତ ଅଫିସ ପିଅନଙ୍କୁ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହିତ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିଛି। ଗୁରୁବାର ଟ୍ରକ୍‌ ଚଢ଼ାଇ ରାଧାଦେଇପୁର ପଞ୍ଚାୟତ…

ଶାସକ ଦଳର ନେତାଙ୍କ ପାଇଁ ଆଇନ ଅବାଟରେ ଯାଉଛି : କଂଗ୍ରେସ

ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ।…

ମାରିଉପୋଲ ଷ୍ଟିଲ ପ୍ଲାଣ୍ଟରୁ ୧୧ ଶିଶୁଙ୍କ ସମେତ ଉଦ୍ଧାର ହେଲେ ୫୦ ଜଣ

କ୍ୱିଭ,୭ ।୫: ୟୁକ୍ରେନର ମାରିଉପୋଲ ଷ୍ଟିଲ ପ୍ଲାଣ୍ଟ ସୁଡଙ୍ଗରେ ଲୁଚି ରହିଥିବା ୧୧ ଶିଶୁଙ୍କ ସମେତ ୫୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଅନ୍ୟପଟେ ବିଶାଲ ପରିସରରେ ଲୁଚି ରହି ବନ୍ଦର ସହରକୁ ମସ୍କୋ କବଜାରୁ ରକ୍ଷା କରିବାକୁ…

ଫାଟକ ସମ୍ମୁଖରେ ଲହଡ଼ି ମାରୁଛି ବର୍ଷାଜଳ

ରସୁଲପୁର,୭ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକ ସମ୍ମୁଖରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ସାମାନ୍ୟ ବର୍ଷାରେ ବିଦ୍ୟାଳୟ ସମ୍ମୁଖରେ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ମାଟ୍ରିକ ପରୀକ୍ଷା ଦେବା ପାଇଁ ଆସୁଥିବା ପରୀକ୍ଷାର୍ଥୀ ବହୁ ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?