Home Left

ଏହି ୪ ରାଶିର ପୁଅଙ୍କ ପ୍ରେମରେ ସହଜରେ ପଡ଼ନ୍ତି ଝିଅ, ହୃଦୟ ଜିତିବା ଏମାନଙ୍କ ପାଇଁ ବାଁ ହାତର ଖେଳ

ଜ୍ୟୋତିଷଶାସ୍ତ୍ରରେ ୯ ଗ୍ରହ ଏବଂ ୧୨ ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ଏହି ରାଶି ଥିବା ଜାତକଧାରୀଙ୍କ ବ୍ୟକ୍ତିତ୍ୱ, ପସନ୍ଦ, କ୍ୟାରିୟର ଏବଂ ପ୍ରେମଜୀବନ ଭିନ୍ନ ଭିନ୍ନ ହୋଇଥାଏ। କାରଣ ସବୁ ରାଶିର ସ୍ବାମୀ ଗ୍ରହ ଅଲଗା। ଏହାର ପ୍ରଭାବ ବ୍ୟକ୍ତିର…

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୫।୧: ସେଞ୍ଚୁରିଆନ ଟେଷ୍ଟର ବିଜୟ ପରେ ଭାରତୀୟ ଖେଳାଳିଙ୍କ ମାନ୍ୟତାରେ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ୧୨୩ ରନ୍‌ ଇନିଂସ ଯୋଗୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିବା ରାହୁଲ। ସେ ପୂର୍ବ ଅପେକ୍ଷା…

ବସ୍‌କୁ ପିଟିଲା ଗ୍ୟାସ୍‌ ବୋଝେଇ ଟ୍ରକ୍‌: ଚାଲିଗଲା ୧୫ ଜୀବନ

ରାଞ୍ଚି,୬।୧: ଝାଡଖଣ୍ଡର ପାକୁର ଜିଲାରେ ବୁଧବାର ସକାଳେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ ଏବଂ ଟ୍ରକ ମଧ୍ୟରେ ମୁହାଁମୁହଁି ଧକ୍କାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିବା ଜଣାଯାଇଛି। ଅମରପଡା…

କଂଗ୍ରେସ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧: ଦେଶରେ କରୋନା ସଂକ୍ରମଣର ଗତି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଓମିକ୍ରନ ରୋଗୀଙ୍କ ସଂଖ୍ୟା ମଧ୍ୟ ପ୍ରାୟ ଦୁଇ ହଜାରକୁ ବୃଦ୍ଧି ପାଇଛି। ସପ୍ତାହରେ ୬ ଗୁଣ ସଂକ୍ରମଣ ମାମଲା ବଢିଛି। ବିପଦକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟର ସରକାର…

ରାଜଧାନୀର ୫ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ଥରେ ରାଜ୍ୟରେ ସଂକ୍ରମଣ ହଜାରେ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଦିନକରେ ୧୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ରାଜଧାନୀରେ ବି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ…

ସ୍ବାମୀଙ୍କ ନମ୍ବରକୁ ଫୋନ୍‌ରେ ଏହି ନାଁରେ ସେଭ୍‌ କରିଛନ୍ତି ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଆଜି ତାଙ୍କର ୩୬ତମ ଜନ୍ମଦିନ ପାଳନ କରୁଛନ୍ତି। ବହୁ ସେଲବ୍ରିଟିଙ୍କଠାରୁ ଆରମ୍ଭ କରି ପ୍ରଶଂସକଙ୍କ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି। ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ମଧ୍ୟରେ କେତେ ପ୍ରେମ ଅଛି ତାହା ସମସ୍ତେ…

ଶତକୀୟ ଭାଗୀଦାରି ପରେ ଭାରତକୁ ୪ ଝଟ୍‌କା

ଜୋହାନ୍ସବର୍ଗ,୫।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ନ୍ୟୁ ଇୟର ଟେଷ୍ଟରେ ଅଜିଙ୍କ୍ୟ ରାହାନେ ଓ ଚେତେଶ୍ୱର ପୂଜାରାଙ୍କ ମଧ୍ୟରେ ଶତକୀୟ ଭାଗୀଦାରି ପରେ ଲଗାତାର ୩ ଉଇକେଟ ହରାଇଛି ଟିମ୍‌ ଇଣ୍ଡିଆ। ଫଳରେ ପ୍ରଥମ ଇନିଂସରେ ୨୭ ରନ୍‌ରେ ପଛୁଆ ଥିବା…

ବୋଲ୍ଡ ହେଲେ ଏହି ଅଭିନେତ୍ରୀ, ପ୍ରଶଂସକ କହିଲେ…

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ସୋନଲ ଚୌହାନ ବର୍ତ୍ତମାନ ବଡ଼ ପରଦାରୁ ଦୂରେଇ ଯାଉଛନ୍ତି, କିନ୍ତୁ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ସୋନଲ ଏବେ ତାଙ୍କ ବୋଲ୍ଡ ଷ୍ଟାଇଲ୍‌ ପାଇଁ ଜଣାଶୁଣା। ସେ ଅଧିକାଂଶ ସମୟ ପ୍ରଶଂସକଙ୍କ ପାଇଁ ବୋଲ୍ଡ…

ରାଜ୍ୟରେ କମିବ ଶୀତ : ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ବର୍ଷା ପରେ ଶୀତ ବୃଦ୍ଧି ପାଇଥିବା ବେଳେ ଏବେ ପୁଣି ତାପମାତ୍ରା ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୭ ତାରିଖ ପରେ ରାଜ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା…

ସାଥୀର ମୃତ୍ୟୁକୁ ସହିପାରିଲାନି ମୟୂର, କଲା ଏମିତି ଯେ ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। ସେଥି ମଧ୍ୟରୁ କେତେକ ଭିଡିଓ ହୃଦୟ ଜିଣିନିଏ। ଆଜିକାଲି ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଜଣେ ବନ୍ଧୁଙ୍କ ପ୍ରତି କେତେ ବିଶ୍ୱସ୍ତ ସେ ସମ୍ପର୍କରେ…

ଇତିହାସ ରଚିଲା ବାଂଲାଦେଶ

ଅକଲାଣ୍ଡ,୫।୧: ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଂଲାଦେଶ ୮ ଉଇକେଟରେ ଜିତିଛି। ଟେଷ୍ଟ କ୍ରିକେଟରେ ପ୍ରଥମ ଥର କିୱି ଦଳ ବାଂଲାଦେଶଠାରୁ ଏକ ଟେଷ୍ଟ ମ୍ୟାଚ ହାରିଛି। ଅନ୍ୟପଟେ ବାଂଲାଦେଶ…

ସୋନୁ ନିଗମ କରୋନା ପଜିଟିଭ୍‌

ମୁମ୍ବାଇ: ବଲିଉଡର ଜଣାଶୁଣା ଗୀତିକାର ସୋନୁ ନିଗମ କରୋନା ପଜିଟିଭ୍‌ ହୋଇଛନ୍ତି। ତାଙ୍କ ସ୍ତ୍ରୀ ମଧୁରିମା ଓ ପୁଅ ମଧ୍ୟ ପଜିଟିଭ୍‌ ହୋଇଥିବା ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଏକ ଭିଡିଓ ଶେୟାର କରି ସୋନୁ କହିଛନ୍ତି, ସୁପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri