Home Left

ବିମାନ ଭଳି ସୁବିଧା ମିଳିବ ରେଳରେ, ପ୍ରସ୍ତୁତ ୫୧ ହଜାର ‘ରେଳ କର୍ମଯୋଗୀ’

ନୂଆଦିଲ୍ଲୀ,୬ ।୫: ରେଳ ଯାତ୍ରୀଙ୍କୁ ବାଧ୍ୟତାମୂଳକ ଯାତ୍ରାରୁ ବାହାର କରି ଉତ୍ସାହ ଭରା ଯତ୍ରା ଯୋଗାଇ ଦେବାକୁ ରେଳ ମନ୍ତ୍ରଣାଳୟ ମିଶନ କର୍ମଯୋଗୀ ଭଳି ଏକ ବିଶେଷ ରାସ୍ତା ବାଛିଛି । ରେଲୱେ ତା’ର ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ଏକ ଇଣ୍ଟରନାଲ…

କାର୍ତ୍ତିକଙ୍କୁ ଡେଟ୍‌ କରୁଛନ୍ତି କି କ୍ରିତି; ନିଜେ କଲେ ଖୁଲାସା

ବଲିଉଡର ଆଗଧାଡିର ଅଭିନେତ୍ରୀମାନଙ୍କ ମଧ୍ୟରୁ କ୍ରିତି ସାନନ ଅନ୍ୟତମ। ଏବେ ସେ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ପ୍ରେମରେ ପଡ଼ିଥିବା ଚର୍ଚ୍ଚା ହେଉଛି। ଉଭୟଙ୍କୁ ଅନେକ ସ୍ଥାନରେ ଏକାଠି ଦେଖିବାକୁ ମଧ୍ୟ ମିଳୁଛି। କ୍ରିତି ନିକଟରେ କାର୍ତ୍ତିକଙ୍କୁ ଡେଟ୍‌ କରୁଥିବା ନେଇ ହେଉଥିବା…

କିଣାଯିବ ୧୪ ଲକ୍ଷ ମେଟ୍ରିକ ଟନ୍‌ ରବିଧାନ

ଭୁବନେଶ୍ୱର,୬।୫(ବ୍ୟୁରୋ)ରାଜ୍ୟରେ ରବିଧାନ ସଂଗ୍ରହ ଲାଗି ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ୨୦୨୧-୨୨ ବର୍ଷରେ ମୋଟ୍‌ ୧୪ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରାଯିବ। ଏଥିଲାଗି ୨ଲକ୍ଷ ୫୮ ହଜାର ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଏହି କାର୍ଯ୍ୟରେ ୧୨୨ ସ୍ବୟଂ ସହାୟକ ଗୋଷ୍ଠୀ…

ର଼୍ୟାଗିଂରେ ସାମିଲ ଥିଲେ ଅଧ୍ୟାପକ

ବଲାଙ୍ଗୀର ଅଫିସ,୬ା୫: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ମେଡିକାଲ ଛାତ୍ର ନିଶାନ୍ତ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସାଂଘାତିକ ମୋବାଇଲ ଚାଟିଂ ଲୋକଲୋଚନକୁ ଆସିଛି। ନିଶାନ୍ତଙ୍କ ବାପା ପ୍ରଫେସର କ୍ରିଷ୍ଣ କୁମାର ଏକ ଚାଞ୍ଚଲ୍ୟକର…

ଆବଶ୍ୟକ ନ ଥାଇ ଦିଆଗଲା ୨୦ ଭାଏଲ ଆଣ୍ଟିଭେନମ୍‌

ଭୁବନେଶ୍ୱର, ୬।୫(ବ୍ୟୁରୋ): ଓଡ଼ିଶାରେ ସାପକାମୁଡ଼ା ମୃତ୍ୟୁ ବଢ଼ି ଚାଲିଥିବାରୁ ସରକାର ଚିନ୍ତାପ୍ରକଟ କରିବା ସହ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଉଛନ୍ତି। ନିକଟରେ ଲୋକସେବା ଭବନରେ ଏ ନେଇ ବୈଠକ ବସି ଆଲୋଚନା ହୋଇଥିଲା। କିନ୍ତୁ ସାପକାମୁଡ଼ା ରୋଗୀଙ୍କୁ ଚିକିତ୍ସା…

ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଆରମ୍ଭ ହେବ ଭାରତ-ରୁଷିଆ ବିମାନ ସେବା

ନୂଆଦିଲ୍ଲୀ,୬ ।୫: ରୁଷିଆ ସରକାରଙ୍କ ଦ୍ୱାରା ପରିଚାଳିତ ଏରୋଫ୍ଲୋଟ ଶୁକ୍ରବାରଠାରୁ ରୁଷିଆ-ଭାରତ ମଧ୍ୟରେ ପୁଣିଥରେ ବିମାନ ସେବା ଆରମ୍ଭ କରିବ । ଏରୋଫ୍ଲୋଟ କମ୍ପାନୀ ତା’ର ନିର୍ଦ୍ଧାରିତ ଅନ୍ତରାଷ୍ଟ୍ରୀୟ ବିମାନ ସେବାକୁ ମାର୍ଚ୍ଚ ୮ରୁ ବନ୍ଦ କରି ଦେଇଥିଲା । କାରଣ…

ଏସ୍‌ସିବି ଉନ୍ନତୀକରଣ ପାଇଁ ଅଧିକ ୯୭୪କୋଟି

କଟକ ଅଫିସ,୬।୫: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନତୀମୂଳକ କାର୍ଯ୍ୟ ଜାରି ରହିଛି। ତେବେ ଏହାର ପୁନଃବିକାଶ ଓ ବିସ୍ତାର ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମୁଦାୟ…

ପ୍ଲାଷ୍ଟିକ, ପଲିଥିନରୁ ତିଆରି ହେଉଛି ପେଟ୍ରୋଲ

ଖୋର୍ଦ୍ଧା ଅଫିସ,୬ା୫: ଦୃଢ଼ ମନୋବଳ ଓ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳିଥାଏ। ଏହାକୁ ପ୍ରମାଣିତ କରିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ ବେହେରା। ମାତ୍ର ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିବା ଅଜୟ ପ୍ଲାଷ୍ଟିକ ଓ ପଲିଥିନରୁ…

ଆଇପିଏଲ ଇତିହାସରେ ଦ୍ୱିତୀୟ

ମୁମ୍ବାଇ,୬।୫: ଆଇପିଏଲ ୨୦୨୨ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଦ୍ରୁତ ବୋଲର ଉମରାନ୍‌ ମଲିକ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ଆଇପିଏଲ ଇତିହାସରେ ଦ୍ୱିତୀୟ ଦ୍ରୁତତମ ବଲ୍‌ ବୋଲିଂ କରିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ଇନିଂସର ୨୦ତମ ଓଭରର ଚତୁର୍ଥ ବଲ୍‌ ଉମରାନ୍‌…

ଆରମ୍ଭ ହେଲା ଚାରିଧାମ ଯାତ୍ରା, କେଦାରନାଥରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସମେତ ଶହ ଶହ ଶ୍ରଦ୍ଧାଳୁଙ୍କ ଭିଡ

ଡେରାଡୁନ,୬ ।୫: ବମ ଭୋଲେ ଗୁଞ୍ଜରଣ ସହ ପୁଣିଥରେ କରୋନା ମହାମାରୀ ପରେ ଖୋଲିଛି କେଦାରନାଥର ଦ୍ୱାର । ବାବା କେଦାରନାଥଙ୍କ ପଞ୍ଚମୁଖି ଉତ୍ସବ ଡୋଲି ଗ୍ରୀଷ୍ମକାଳୀନ ପ୍ରବାସ ପାଇଁ କେଦାରନାଥ ପହଞ୍ଚିସାରିଛି । ମନ୍ଦିରର ରାଉଳ ବାବାଙ୍କର ଡୋଲି ନେଇ…

ଶିଳାନ୍ୟାସରେ ଅଟକିଛି ସାମୁଦ୍ରିକ ଆକ୍ୱାରିୟମ ପ୍ରକଳ୍ପ

ପୁରୀ ଅଫିସ,୬ା୫: ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ସହରରେ ପରିଣତ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ଏଥିଲାଗି ବିଭିନ୍ନ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ତେବେ କେତେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସରିଥିଲେ ମଧ୍ୟ ନିର୍ମାଣ ପ୍ରତି ସରକାର ଦୃଷ୍ଟି…

ଜ୍ୟାକଲିନ୍‌ଙ୍କ ବଦଳରେ ନୋରା

ସାଉଥ୍‌ ସୁପରଷ୍ଟାର ପବନ କଲ୍ୟାଣଙ୍କ ସହ ସ୍କ୍ରିନ୍‌ ଶେୟାର କରିବାକୁ ଯାଉଛନ୍ତି ନୋରା ଫତେହି। ସାଉଥ୍‌ ଫିଲ୍ମ ‘ହରି ହର ଭୀରା ମାଲୁ’ ଫିଲ୍ମରେ ପ୍ରଥମେ ଜ୍ୟାକଲିନ୍‌ ସାଇନ୍‌ କରଥିଲେ। କିନ୍ତୁ କୌଣସି କାରଣରୁ ଜ୍ୟାକଲିନ୍‌ଙ୍କ ଜାଗାରେ ନୋରାଙ୍କୁ ଚୟନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?