Home Left

୧୦ ଲକ୍ଷ ନ ଦେଲେ ପୁଅ କଥା ଭୁଲିଯାଅ

ବରଗଡ଼ ଅଫିସ୍‌,୨।୧: ବରଗଡ଼ ସହର ଉପକଣ୍ଠ ସିମେଣ୍ଟ ନଗରରୁ ରବିବାର ସନ୍ଧ୍ୟାରେ ଜଣେ ଶିଶୁପୁତ୍ର(୫ବର୍ଷ)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁଟି ଖେଳୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଉଠାଇ ନେଇଥିବା ଜଣାପଡିଛି। ତେବେ ଅପହୃତ ଶିଶୁ ବରଗଡ଼ ସିମେଣ୍ଟ କାରଖାନାରେ…

ପିଇବା ପାଣି ପାଇଁ ମୋବାଇଲ ଟାୱାର ଉପରେ ଚଢ଼ିଲେ ଯୁବକ

ନୂଆପଡ଼ା ଅଫିସ୍‌, ୨।୧: ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଘରଧରା ଗ୍ରାମରେ ପିଇବା ପାଣି ସମସ୍ୟା ଦେଖାଦେଇଥିବାରୁ ଜଣେ ଯୁବକ ରବିବାର ମୋବାଇଲ ଟାୱାର ଉପରେ ଚଢ଼ି ପ୍ରତିବାଦ କରିଛନ୍ତି। ଗ୍ରାମରେ ୩ଟି ନଳକୂପ ରହିଛି। ୨ଟିରୁ ଫ୍ଲୋରାଇଡ୍‌ ଯୁକ୍ତ ପାଣି…

‘ଯୋଗୀ ଖାଲି ଶ୍ମଶାନ ଖୋଲିଲେ, ଆମେ ସ୍କୁଲ ଖୋଲିବୁ’

ଲକ୍ଷ୍ନୌ,୨।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ରବିବାର ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଲକ୍ଷ୍ନୌରେ ଆୟୋଜିତ ମହାରାଲିରେ ତାଙ୍କ ଅଭିଭାଷଣରେ କେଜ୍‌ରିୱାଲ କହିଛନ୍ତି ଯେ, ଯୋଗୀ ସରକାର ୫ ବର୍ଷରେ କେବଳ…

ମହାରାଷ୍ଟ୍ରରେ ପୁଣି କରୋନା ଆତଙ୍କ

ମୁମ୍ବାଇ,୨।୧:ମହାରାଷ୍ଟ୍ରରେ ରବିବାର ୧୧,୮୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କେବଳ ମୁମ୍ବାଇରେ ୮୦୬୩ ମାମଲା ଆସିଛି। ରାଜ୍ୟରେ ଗୋଟିଏ ଦିନରେ ୫୦ ଓମକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଓମିକ୍ରନ୍‌ର ବଢୁଥିବା…

୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣଙ୍କ ନାହିଁ ବିଦେଶ ଲିଙ୍କ୍‌

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ‘ଓମିକ୍ରନ’ କାୟାବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଦିନକରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚତ୍ଛି। ଏ ନେଇ ରବିବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ…

ବ୍ୟାଗ ଭିତରୁ ମିଳିଲା ନବଜାତ ଶିଶୁପୁତ୍ର

ଚମ୍ପୁଆ,୨।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ସଶାଙ୍ଗ ଗ୍ରାମ ନିକଟରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ରାସ୍ତକଡ଼ରେ ଏକ ନବଜାତ କାନ୍ଦୁଥିବା ସ୍ଥାନୀୟ ଲୋକେ ଶୁଣିବାକୁ ପାଇଥିଲେ। ଘଟଣାସ୍ଥଳକୁ ଯାଇ ଦେଖିବାରୁ ବ୍ୟାଗ ଭିତରେ ଏକ…

ସରକାରଙ୍କୁ ଖୋଲା ଧମକ ଦେଲେ କୃଷକ ନେତା

ନୂଆଦିଲ୍ଲୀ,୨।୧: କୃଷକ ନେତା ରାକେଶ ଟିକାଏତ୍‌ ପୁଣିଥରେ ସରକାରଙ୍କୁ ଧମକ ଦେଇଛନ୍ତି। ଟିକାଏତ୍‌ କହିଛି ଯେ ଜାନୁୟାରୀ ୨୬ରେ କୃଷକମାନେ ଦେଶର ବିଭିନ୍ନ ସ୍ଥାନରେ ଟ୍ରାକ୍ଟର ପଦଯାତ୍ରା କରିବେ। ଏମଏସପି ସମ୍ପର୍କରେ ସରକାର ଏପର୍ଯ୍ୟନ୍ତ କୌଣସି କମିଟି ଗଠନ କରିନାହାଁନ୍ତି କିମ୍ବା…

ବିଦେଶୀ କୋଚ୍‌ ଚାହୁଁଛନ୍ତି ବାବର, ରିଜଓ୍ବାନ

କରାଚୀ,୨।୧: ପାକିସ୍ତାନ ଦଳର ଅଧିନାୟକ ବାବର ଆଜାମ ଓ ଦଳର ଆନ୍ତରୀଣ ମୁଖ୍ୟ କୋଚ୍‌ ସାକଲିନ ମୁସ୍ତାକ ଜାତୀୟ ଦଳ ପାଇଁ ବିଦେଶୀ କୋଚ୍‌ ଚାହୁଁଛନ୍ତି। ଉଇକେଟକିପର ମହମ୍ମଦ ରିଜଓ୍ବାନ ମଧ୍ୟ ଏଥିରେ ଏକମତ ଥିବା ସ୍ପଷ୍ଟ କରିଛନ୍ତି ପାକିସ୍ତାନ କ୍ରିକେଟ…

ନିଆଁ ବଦଳରେ ପାଣିରେ ହେବ ଦେସମଣ୍ଡ ଟୁଟୁଙ୍କ ଅନ୍ତିମ ସଂସ୍କାର

କେପଟାଉନ୍‌,୨।୧:ଦକ୍ଷିଣ ଆଫ୍ରିକାରେ ଦଶନ୍ଧି ଧରି ରଙ୍ଗଭେଦ ବିରୋଧରେ ଲଢିଥିବା ଆର୍କବିଶପ ଦେସମଣ୍ଡ ଟୁଟୁଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଛି। କୁହାଯାଏ ଯେ ଟୁଟୁ ପାରମ୍ପାରିକ ଉପାୟ କରିବା ପରିବର୍ତ୍ତେ ନିଜର ଶେଷ ରୀତିନୀତିକୁ ଇକୋ-ଫ୍ରେଣ୍ଡଲି ରଖିବାକୁ ଇଚ୍ଛା ପ୍ରକାଶ କରିଥିଲେ। ତାଙ୍କ…

୧୩ ରନ୍‌ ଦୂରରେ ରେକର୍ଡ

ଜୋହାନ୍ସବର୍ଗ,୨।୧: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପାଖରେ ବର୍ତ୍ତମାନ କୋଚ୍‌ ତଥା ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କ ରେକର୍ଡକୁ ପଛରେ ପକାଇବାର ସୁଯୋଗ ଅଛି। ଦକ୍ଷିଣ ଆଫ୍ରିକାରେ ସର୍ବାଧିକ ଟେଷ୍ଟ ରନ୍‌ କରିଥିବା ଭାରତୀୟ ବ୍ୟାଟରଙ୍କ ତାଲିକାରେ କୋହଲି ତୃତୀୟ ସ୍ଥାନରେ…

୧୪ରେ ରିଲିଜ ହେବ ‘ରାଧେ ଶ୍ୟାମ’

ମୁମ୍ବାଇ: ନୂଆ ବର୍ଷରେ ନୂଆ ଝଲକ୍‌ରେ ନଜର ଆସିବେ ଅଭିନେତା ପ୍ରଭାସ ଓ ଅଭିନେତ୍ରୀ ପୂଜା ହେଗ୍‌ଡେ। ବଡ ପରଦାରେ ଆସିବ ରାଧା କ୍ରିଷ୍ଣା କୁମାରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ରାଧେ ଶ୍ୟାମ’। ଚଳିତ ମାସ ୧୪ ତାରିଖରେ ରିଲିଜ୍‌ ହେବ। କରୋନା…

ହାତକୁ ଦୁଇ ହାତ ହେଲେ ଟେଲି ପରଦାର ‘ମହାଦେବ’

ବମ୍ବେ: ହାତକୁ ଦୁଇ ହାତ ହୋଇଛନ୍ତି ଦେବୋ କେ ଦେବ ମହାଦେବ ଫେମ୍‌ ଅଭିନେତା ମୋହିତ ରାଇନା। ବେଶ ଗୋପନୀୟ ଭାବେ ଏହି ବିବାହ ସମ୍ପନ୍ନ ହୋଇଛି। ନୂଆବର୍ଷର ଖାସ ଅବସରରେ ଅଭିନେତା ନିଜର ଇନ୍‌ଷ୍ଟାଗ୍ରାମରେ ସ୍ତ୍ରୀ ଅଦିତିଙ୍କ ସହ ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri