Home Left

ବଢ଼ିବାରେ ଲାଗିଛି କୋଭିଡ୍‌ ପଜିଟିଭ୍‌ ହାର; ଆଜି କେନ୍ଦୁଝରରୁ ସର୍ବାଧିକ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପଜିଟିଭ୍‌ ହାର ଧିରେ ଧିରେ ବଢ଼ିବାରେ ଲାଗିଛି। ରବିିବାର ଚିହ୍ନଟ ହୋଇଥିବା ୨୩ ଓମିକ୍ରନ ସଂକ୍ରମିତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ସୂଚନାନୁଯାୟୀ, ଚିହ୍ନଟ ୨୩ ଆକ୍ରାନ୍ତଙ୍କ…

୬ ଘଣ୍ଟା ହେଲା ଜଳୁଛି ପାର୍ଲାମେଣ୍ଟ

କେପ ଟାଉନ,୨।୧: ଦକ୍ଷିଣ ଆଫ୍ରିକାର ହାଉସ ଅଫ୍‌ ପାର୍ଲାମେଣ୍ଟରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଦୀର୍ଘ ୬ ଘଣ୍ଟା ହେଲା ଦମକଳ ବାହାନୀ ମୁତୟନ ହୋଇଥିଲେ ମଧ୍ୟ ନିଆଁକୁ ଆୟତ୍ତ କରାଯାଇପାରି ନାହିଁ। ଘଟଣାର ପ୍ରସାରଣ କରୁଥିବା ଚ୍ୟାନେଲରେ ପାର୍ଲାମେଣ୍ଟ ବିଲ୍ଡିଂର…

ପୋଲିସ ଗାଡ଼ି ବସ୍‌ ମୁହାଁମୁହିଁ ଧକ୍କା: ୪ ଗୁରୁତର

ସିମୁଳିଆ,୨।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଠାରୁ ୫କି.ମି. ଦୂର ୧୬ନଂ ଜାତୀୟ ରାଜପଥର ଜାମୁଝାଡି ନିକଟରେ ରବିବାର ଦୁର୍ଘଟଣା ଘଟିଛି। ପୋଲିସ ଗାଡି ଓ ଏକ ବସ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୪ଜଣ ପୋଲିସ କର୍ମଚାରୀ ଗୁରୁତର ହୋଇଥିବା ବେଳେ…

୧୦ରୁ କଟକରେ ବୁଷ୍ଟର ଡୋଜ

କଟକ ଅଫିସ, ୨।୧: କଟକରେ ବୁଷ୍ଟର ଡୋଜ ଟିକାକରଣ ଆରମ୍ଭ ହେବ । ଆସନ୍ତା ୧୦ରୁ ଏହି ଟିକାକରଣ ଆରମ୍ଭ ହେବ ବୋଲି ନୋଡାଲ ଅଫିସର ଡକ୍ଟର ଉମେଶ ରାୟ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଡାକ୍ତର,…

ପଶ୍ଚିମବଙ୍ଗରେ ଆଂଶିକ ଲକଡାଉନ ଘୋଷଣା

କୋଲକତା,୨।୧:ପଶ୍ଚିମବଙ୍ଗରେ କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ମମତା ସରକାର ରବିବାର ନୂଆ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ଏହି ପ୍ରତିବନ୍ଧକଗୁଡିକ ଆଂଶିକ ଲକଡାଉନ ରୂପରେ ଦେଖାଯାଉଛି। ଆସନ୍ତାକାଲି ଅର୍ଥାତ୍‌ ସୋମବାର ପଶ୍ଚିମବଙ୍ଗରେ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ, ସ୍ପା, ସେଲୁନ,…

କୋହଲିଙ୍କୁ ନେଇ ଏମିତି କହିଲେ ଦ୍ରାଭିଡ୍‌

ସେଞ୍ଚୁରିୟନ,୨।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆସନ୍ତାକାଲି ଅର୍ଥାତ୍‌ ଜାନୁଆରୀ ୩ ରୁ ଆରମ୍ଭ ହେବ। ସେଞ୍ଚୁରିୟନରେ ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଭାରତୀୟ ଦଳ ସିରିଜରେ ୧-୦ରେ ଆଗୁଆ ରହିଛି ଏବଂ ବର୍ତ୍ତମାନ…

ଭଡ଼ାଘରୁ ୧୩ ଲକ୍ଷ ଟଙ୍କାର ଜାଲ୍‌ ନୋଟ ଜବତ: ଜଣେ ଗିରଫ

ଯାଜପୁର ଅଫିସ,୨।୧: ଯାଜପୁର ସନ୍ଥ ମହାଦେବ ନିକଟ ଏକ ଭଡ଼ା ଘରୁ ୧୩ ଲକ୍ଷ ଟଙ୍କାର ଜାଲ ନୋଟ ଜବତ ହୋଇଛି। ଜବତ ଟଙ୍କା ମଧ୍ୟରେ ଏକାଧିକ ୨ ଶହ ଟଙ୍କିଆ ନୋଟ ଓ ଶହେ ଟଙ୍କିଆ ଜାଲ ନୋଟ ରହିଥିବା…

ରାସ୍ତାକଡ଼ରେ ମକା ବିକୁଛନ୍ତି କୋହଲି!

ସାଧାରଣତଃ ଆମେମାନେ ମୁହଁ ଦେଖି ଲୋକ ଚିହ୍ନି ପାରୁ। ମାତ୍ର ଯେତେବେଳେ ଦୁଇଜଣଙ୍କ ସମାନ ଚେହେରା ଦେଖିବାକୁ ମିଳେ ସେତେବେଳେ ଚକିତ ହେବା ସହ ଦ୍ୱନ୍ଦ୍ୱରେ ପଡ଼ିଥାଉ। ନିଶ୍ଚିତ ଭାବରେ ସୋସିଆଲ ମିଡିଆରେ ନାମୀଦାମୀ ସେଲିବ୍ରିଟିଙ୍କ ଫଟୋ ଦେଖିଥିବେ। ଯାହା ଅନେକ…

ଖୁସି ଖବର ଦେଲେ କାଜଲ

ବଲିଉଡ୍‌ ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କ ପ୍ରଶଂସକଙ୍କ ପାଇଁ ନୂଆ ବର୍ଷରେ ଏକ ଖୁସି ଖବର ଦେଇଛନ୍ତି। କିଛି ଦିନ ହେବ କାଜଲଙ୍କ ବିଷୟରେ କଳ୍ପନାଜଳ୍ପନା ଚାଲିଥିଲା ସେ ଗର୍ଭବତୀ ଅଛନ୍ତି, କିନ୍ତୁ ଏବେ କାଜଲଙ୍କ ସ୍ବାମୀ ଗୌତମ କିଚଲୁ ଏହି ଖବରକୁ…

ପ୍ରବଳ ଶୀତରେ ଥରିବ ୫ ଜିଲା

ଭୁବନେଶ୍ୱର,୨।୧(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିଛି । ଅନୁଗୋଳ, ଭବାନୀପାଟଣା, ଫୁଲବାଣୀ, ଟିଟିଲାଗଡ଼, ପାରଳାଖେମୁଣ୍ଡି ଆଦି ଅଞ୍ଚଳରେ ଭୋର୍‌ ସମୟରେ ଘନ କୁହୁଡ଼ି ଦେଖାଯାଉଛି। ରବିବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ…

ଗଛକୁ ଭଲ ପାଇଲେ, ବାହା ହେଲେ

ଭଲ ପାଇବା କେବେ କାହା ସହ ହେବ କେହି ଜାଣି ନ ଥାଆନ୍ତି। ଯେମିତିକି ଇଂଲଣ୍ଡର ଜଣେ ମହିଳା ମଣିଷଙ୍କୁ ଛାଡି ଭଲ ପାଇଛନ୍ତି ଏକ ଗଛକୁ। ଆଉ ତାକୁ ବିବାହ ବି କରିଛନ୍ତି। ଉକ୍ତ ମହିଳାଙ୍କୁ ସେହି ଗଛ ଭିତରେ…

୨୦୨୨ରେ ଗୋଟିଏ ଫିଲ୍ମରେ ହେବ ୩ ଷ୍ଟାର କିଡଙ୍କ ଡେବ୍ୟୁ

ମୁମ୍ବାଇ: ଗତ ବର୍ଷ ଅର୍ଥାତ୍ ୨୦୨୧ ଚଳଚ୍ଚିତ୍ର ଜଗତ ପାଇଁ ଏତେଟା ଭଲ ନ ଥିଲା । ବର୍ଷର ଶେଷ ବେଳକୁ ସିନେମା ହଲ୍ ଗୁଡିକ ଖୋଲିବା ଆରମ୍ଭ ହୋଇଥିବା ବେଳେ ପୁଣିଥରେ ଏହା ବନ୍ଦ ହେବା ଏଣ୍ଟରଟେନମେଣ୍ଟ ଦୁନିଆ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri