ଘର କିଣିଲେ ପୃଥ୍ବୀ ଶ’, ଦାମ୍ ଜାଣିଲେ…
ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ରେ ଜବରଦସ୍ତ ପ୍ରଦର୍ଶନ କରୁଥିବା ଯୁବ କ୍ରିକେଟର ପୃଥ୍ବୀ ଶ’ ନିଜର ଘର କିଣିଛନ୍ତି। ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲସ ପକ୍ଷରୁ ଖେଳୁ ଥିବା ଏହି ୨୨ ବର୍ଷୀୟ କ୍ରିକେଟର ୧୦.୫ କୋଟି ଟଙ୍କା ଦେଇ ଏହି…
୩ ପୋଲିସ କର୍ମଚାରୀ ନିଲମ୍ବିତ
ବାରିପଦା ଅଫିସ,୪ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନାର ୩ ଜଣ ପୋଲିସ କର୍ମଚାରୀଙ୍କୁ ବୁଧବାର ମୟୂରଭଞ୍ଜ ଏସ୍ପି ନିଲମ୍ବନ କରିଛନ୍ତି। ଗୋରୁ ଗାଡ଼ିରୁ ଚାନ୍ଦା ଆଦାୟ ସମ୍ପର୍କିତ ଏକ ଅଡିଓ ଭାଇରାଲ ସମ୍ପର୍କରେ ସୂଚନା ପାଇ ଏସ୍ପି ଋଷିକେଶ ଦ୍ୟାନଦେଓ ଖିଲାରୀ…
ଝାଡ଼ାବାନ୍ତିରେ ୨ ମୃୃତ, ୭ ଗୁରୁତର
ହିଞ୍ଜିଳିକାଟୁ,୪ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଖାସପା ଗ୍ରାମରେ ଗତ ୪ ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗ୍ରାମର ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ…
ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର ପାଖାପାଖି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏଠାରୁ ଆସୁଥିବା ବିମାନ ଯାତ୍ରୀଙ୍କ…
୨୭୯ ବୁଥ୍ରେ ଭୋଟ ଦେବେ ୨.୧୪ ଲକ୍ଷ ଭୋଟର
ଭୁବନେଶ୍ୱର,୪।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ମେ’ ୩୧ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଜୁନ ୩ରେ ହେବ ଭୋଟ ଗଣତି। ଏଥିନେଇ ବୁଧବାରଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ମେ ୧୧ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ।…
ପ୍ରେସ ସ୍ବାଧୀନତା: ତଳକୁ ଖସି ୧୫୦ତମ ସ୍ଥାନରେ ଭାରତ
ନୂଆଦିଲ୍ଲୀ,୪।୫: ବିଶ୍ୱରେ ପ୍ରେସ ସ୍ବାଧୀନତା ସୂଚକାଙ୍କରେ ତଳକୁ ଖସିଲା ଭାରତ। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ସୂଚକାଙ୍କରେ ଭାରତର ସ୍ଥାନ ଆହୁରି ତଳକୁ ଖସିଛି। ୨୦୨୧ରେ ଏହି ସୂଚକାଙ୍କରେ ୧୮୦ ଦେଶ ମଧ୍ୟରେ ଭାରତ ୧୪୨ତମ ସ୍ଥାନରେ ଥିଲା। ହେଲେ ୨୦୨୨ରେ…
ଟସ୍ ଜିତିଲା ଚେନ୍ନାଇ ସୁପର୍ କିଙ୍ଗ୍ସ
ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପୁଣେର ଏମସିଏ ଷ୍ଟାଡିୟମରେ ଖେଳାଯାଉଛି । ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…
ଆଇନ ଜାଲରେ ଫସିଲା ରଣବୀରଙ୍କ ‘ଜୟେଶଭାଇ ଜୋରଦାର’
ମୁମ୍ବାଇ: ଆଇନ ଜାଲରେ ଫସିଛି ଫିଲ୍ମ ‘ଜୟେଶଭାଇ ଜୋରଦାର’। ନିକଟରେ ଏହାର ଟ୍ରେଲର ରିଲିଜ ହୋଇଥିଲା । ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ ହେଁ ସେଥିରେ ଦେଖାଯାଇଥିବା କିଛି ଦୃଶ୍ୟକୁ ନେଇ ବିବାଦ ଉପୁଜିଛି। ଟ୍ରେଲରରେ ଦେଖାଯାଇଥିବା ଗର୍ଭସ୍ଥ ଶିଶୁର…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୮୨୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର
ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି ଫେରସ୍ତ କରିଛନ୍ତି। ମହାରାଷ୍ଟ୍ରର ଗୃହମନ୍ତ୍ରୀ ଜିତେନ୍ଦ୍ର ଆୱାଡ ଗତ ବର୍ଷ ବାନ୍ଦ୍ରା ଅଞ୍ଚଳରେ ସୁନୀଲ…
ପାକିସ୍ତାନରେ ପଢ଼ିଲେ ଭାରତରେ ଚାକିରି ନାହିଁ
ନୂଆଦିଲ୍ଲୀ,୪।୫: ପାକିସ୍ତାନରେ ଡାକ୍ତରୀ ଶିକ୍ଷା ଲାଭ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ନ୍ୟାଶନାଲ ମେଡିକାଲ କମିଶନ ଏବଂ ଡେଣ୍ଟାଲ କମିଶନ୍ ଅଫ୍ ଇଣ୍ଡିଆ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କୌଣସି ଭାରତୀୟ ନାଗରିକ ଅବା ପ୍ରବାସୀ ଭାରତୀୟ ପାକିସ୍ତାନର ମେଡିକାଲ କଲେଜରୁ…
ଆଇସଲାଣ୍ଡ, ସ୍ବିଡେନ୍ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି
କୋପେନହାଗେନ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଡେନମାର୍କରେ ଆଇସଲାଣ୍ଡର ପ୍ରଧାନମନ୍ତ୍ରୀ କ୍ୟାଟ୍ରିନ ଜାକୋବସଡୋତିରଙ୍କୁ ଭେଟି ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ଏଠାରେ ସ୍ବିଡେନର ପ୍ରଧାନମନ୍ତ୍ରୀ ମାଗଡାଲେନା ଆଣ୍ଡରସନ୍ଙ୍କୁ ମଧ୍ୟ ଭେଟିଥିଲେ। ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ…

