Home Left

ଏସବୁ ଜିନିଷ ଭୁଲ୍‌ରେ ବି ଧାର ଦିଅନ୍ତୁ ନାହିଁ, ନଚେତ…

ଅସୁବିଧାରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ହେଉଛି ମାନବିକତା। ଏଇ ଶିକ୍ଷା ଆମ ସମସ୍ତଙ୍କୁ ପିଲାଟି ବେଳୁ ଘରେ ଦିଆଯାଇଥାଏ। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କେତୋଟି ଜିନିଷ ରହିଛି, ଯାହାକୁ ଭୁଲ୍‌ରେ ମଧ୍ୟ କାହାରିକୁ ଦାନ କିମ୍ବା ଧାର୍‌…

ଶର୍ଟଲେସ୍‌ ହେଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ହ୍ୟାଣ୍ଡସମ ଏବଂ ଏନର୍ଜେଟିକ୍‌ ଅଭିନେତା ରଣବୀର ସିଂହ ନୂଆବର୍ଷର ପ୍ରଥମ ଦିନଟି ବେଶ୍‌ ଭଲରେ କାଟିଛନ୍ତି। ଲେଡି ଲଭ୍‌ ଦୀପିକା ପାଦୁକୋନଙ୍କ ସହ ସେ ନୂଆବର୍ଷ ପାଳନ କରିଥିବା ଦେଖିବାକୁ ମିଳିଛି। ପ୍ରଶଂସକମାନଙ୍କ ପାଇଁ ରଣବୀର ଏହି…

୩ ବର୍ଷର ଶିଶୁକନ୍ୟାଙ୍କୁ କ୍ଷତବିକ୍ଷତ କଲେ ୫ ବୁଲା କୁକୁର…

ଭୋପାଳ, ୨।୧ : ବୁଲା କୁକୁରଙ୍କ ଦୌରାତ୍ମ୍ୟ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୃଦ୍ଧି ପାଇବାରେ ଲାଗିଛି। ସ୍ଥାନୀୟ ବାଗସଓ୍ବେନିଆର ଅଞ୍ଜଳି ବିହାର ଫେଜ୍‌-୨ରେ ତିନି ବର୍ଷର ନିରୀହ ଶିଶୁକନ୍ୟାଙ୍କ ଉପରେ ୫ ବୁଲା କୁକୁର ଆକ୍ରମଣ କରି କ୍ଷତବିକ୍ଷତ କରିଛନ୍ତି। ଏହି…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୩କୁ ବୃଦ୍ଧି ପାଇଛି। ମୃତକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୪୨୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଜଳସେଚନ ଏବେ ବି ସ୍ଵପ୍ନ

କେନ୍ଦ୍ରାପଡ଼ା ଅଫିସ, ୨ା୧: ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳର ୧୯,୫୪୨ ହେକ୍ଟର ଜମି ଜଳସେଚିତ ହେବ। ବର୍ଷ ସାରା ଅର୍ଥଭିତ୍ତିକ କୃଷି କୃଷକଙ୍କୁ ସମୃଦ୍ଧ କରିବ। ଏପରି ସ୍ଵପ୍ନ ଗତ ୨୩ ବର୍ଷ ପୂର୍ବେ ଜିଲାର ଗରଦପୁର, ମାର୍ଶାଘାଇ ଓ ମହାକାଳପଡ଼ା ବ୍ଲକ ସମେତ…

୫ ବର୍ଷରେ ଗଲାଣି ୭ ଜୀବନ

ବେଗୁନିଆ,୨।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଓ ବ୍ଲକ ଅଞ୍ଚଳର ବେଆଇନ ଭାବେ ବାଣ ପ୍ରସ୍ତୁତ କରାଯାଉଛି। ପ୍ରସ୍ତୁତକାରୀ ଏବଂ ବ୍ୟବସାୟୀଙ୍କ ଉପରେ କଟକଣା ନ ଥିବାରୁ ଗତ ୫ବର୍ଷରେ ୭ଜଣଙ୍କ ଜୀବନ ଯାଇଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।…

ନିର୍ମାଣ ଶେଷ ପରେ ବି ମିଳୁନି ଟଙ୍କା

କଟକ ଅଫିସ,୨।୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏଓ୍ବାଇ)ରେ ୨୦୨୨ ଶେଷ ସୁଦ୍ଧା ସହରାଞ୍ଚଳରେ ସମସ୍ତ ବାସହୀନଙ୍କୁ ଘର ଯୋଗାଇବା ପାଇଁ କେନ୍ଦ୍ର ସରକାର ପରିକଳ୍ପନା କରିଥିଲେ। ଏହି ଯୋଜନା ଅନ୍ତର୍ଗତ ସିଏମ୍‌ସିର ମୋଟ ୫୯ ୱାର୍ଡରେ ୨,୭୫୪ ହିତାଧିକାରୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି।…

ଦେଶପ୍ରେମରେ ଉଦ୍‌ବୁଦ୍ଧ ହେବେ ଛାତ୍ରୀଛାତ୍ର

ଚଣ୍ଡିଖୋଲ,୨ା୧(ଡି.ଏନ.ଏ.): ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ବେଳେ ବ୍ୟବହୃତ ହୋଇଥିବା ଏକ ରୁଷ୍‌ ନିର୍ମିତ ଯୁଦ୍ଧ ଟ୍ୟାଙ୍କ ଶନିବାର ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚିଛି। ଛାତ୍ରୀଛାତ୍ରଙ୍କୁ ଦେଶ ପ୍ରେମରେ ଉଦ୍‌ବୁଦ୍ଧ ହେବା ପାଇଁ ଏହି ଟ୍ୟାଙ୍କ ପ୍ରଦର୍ଶନୀ କରାଯିବ ବୋଲି…

ପୁଣି ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୨୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୪୨୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୫୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଥିବା…

୮୭୪ କାର୍‌ରେ ନିଆଁ ଲଗାଇ ନୂଆବର୍ଷ ପାଳନ…

ପ୍ୟାରିସ୍‌, ୨।୧: ନୂଆବର୍ଷ ପାଳନ ଅବସରରେ ଫ୍ରାନ୍ସ୍‌ରେ ୮୭୪ କାର୍‌ରେ ନିଆଁ ଲଗାଯାଇଛି। ଏଭଳି ପରମ୍ପରା ଏଠାରେ ଗତ ବର୍ଷ ଧରି ପାଳିତ ହୋଇ ଆସୁଛି। ଦେଶର ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରୀ ଗେରାଲ୍ଡ ଡାର୍ମିନିନ୍‌ ଏନେଇ ସୂଚନା ପ୍ରଦାନ କରିଛନ୍ତି। ୨୦୧୯ରେ…

ମୁକେଶ ଅମ୍ବାନୀଙ୍କୁ ବିବାହ ପରେ ବି କରୁଥିଲେ ଶିକ୍ଷକତା, ମାଗଣା ମ୍ୟାଚ୍‌ ଟିକେଟ ଦେଇ ଜଣେ କହିଥିଲେ…

ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ନୀତା ଅମ୍ବାନୀ ନିଜର ଫ୍ୟାଶନ୍‌ ଏବଂ ସଉକକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ତେବେ ତାଙ୍କ ବିଷୟରେ ବହୁତ କମ୍‌ ଲୋକ ଜାଣନ୍ତି। ସେ ବିବାହ ପୂର୍ବରୁ ଜଣେ ଶିକ୍ଷୟିତ୍ରୀ ଥିଲେ। ବିବାହ ପରେ ମଧ୍ୟ…

ଚାଲିଛି କି ଖରାପ ସମୟ? ଚାଣକ୍ୟଙ୍କ ଏହି ୩ କଥାକୁ ରଖନ୍ତୁ ଧ୍ୟାନ, ଜିତିଯିବେ…

ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା କରିଥିଲେ। ଚାଣକ୍ୟ ରାଜନୀତି ସହ କୁଟନୀତିରେ ପାରଙ୍ଗମ ଥିଲେ। ସେ ଜୀବନରେ ନିଜର ଅଭିଜ୍ଞତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri