ଶିଶୁଙ୍କ ନିକଟରେ ଅଜଣା ରୋଗ ବଢାଇଲାଣି ଚିନ୍ତା
ଜେନେଭା,୩ ।୫: ସାରା ବିଶ୍ୱରେ ୨୦ରୁ ଅଧିକ ଦେଶରେ ୨୦୦ରୁ ଊର୍ଦ୍ଧ୍ୱ ଶିଶୁ ଲିଭର ସମସ୍ୟାରେ ପୀଡିତ ହେବା ଚିନ୍ତାର କାରଣ ପାଲଟି ଯାଇଛି । ଆକ୍ରାନ୍ତ ଶିଶୁଙ୍କ ମଧ୍ୟରେ ସବୁଠାରୁ ଅଧିକ ୟୁରୋପୀୟ ଦେଶର ବୋଲି ଜଣାପଡିଛି । ଏଥିମଧ୍ୟରୁ…
ରାଜସ୍ଥାନରେ ସାମ୍ପ୍ରଦାୟିକ ହିଂସା: ଇଣ୍ଟରନେଟ୍ ସେବା ବନ୍ଦ
ଜୟପୁର,୩।୫: ରାଜସ୍ଥାନର ଯୋଧପୁରରେ ଇଦ ପୂର୍ବ ରାତିରେ ସାମ୍ପ୍ରଦାୟିକ ଉତ୍ତେଜନା ପରିସ୍ଥିତି ଉପୁଜିଛି। ଯୋଧପୁରର ଜଲୋରୀ ଗେଟ୍ ନିକଟରେ ଲାଉଡସ୍ପିକର ଏବଂ ପତାକା ଲାଗିବାକୁ ନେଇ ଦୁଇ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ସେଠାରେ ପଥର ଫିଙ୍ଗାଫିଙ୍ଗି ବେଳେ ତିନି…
ଜୁନରେ ଉତ୍ତର ପ୍ରଦେଶ ଗସ୍ତ କରିବେ ରାଜ ଠାକରେ, ବୁକ କରାଯାଇଛି ୧୨ ସ୍ପେଶାଲ ଟ୍ରେନ୍
ମୁମ୍ବାଇ,୩ ।୫: ହନୁମାନ ଚାଳିଶା ପାଠ ବାହାନାରେ ଏବେ ମହାରାଷ୍ଟ୍ରରେ ହିନ୍ଦୁତ୍ୱକୁ ନେଇ ବିବାଦ ଉପୁଜିଛି । ଏମଏନଏସ୍ ମୁଖ୍ୟ ରାଜ ଠାକରେ ଏବେ ଉତ୍ତର ପ୍ରଦେଶ ଗସ୍ତ କରିବାକୁ ସ୍ଥିର କରିଛନ୍ତି । ଜୁନ ୫ରେ ସେ ଉତ୍ତର ପ୍ରଦେଶ…
କର୍ନାଟକ ମୁଖ୍ୟମନ୍ତ୍ରୀ ବଦଳିବା ଚର୍ଚ୍ଚା
ନୂଆଦିଲ୍ଲୀ,୩।୫: ଭାଜପା ନେତା ବାସବରାଜ ବୋମାଇ କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବାର ୯ ମାସ ମଧ୍ୟରେ ଅନେକ ବିବାଦର ସମ୍ମୁଖୀନ ହୋଇଛନ୍ତି। ଆସନ୍ତାବର୍ଷ ରାଜ୍ୟ ବିଧାନସଭା ନିର୍ବାଚନ ଥିବାରୁ ଏହା ଦଳ ଉପରେ ପ୍ରଭାବ ପକାଇବା ଶାସକ ଦଳ ଆଶଙ୍କା…
ବେରୋଜଗାର ୭.୮୩%କୁ ବୃଦ୍ଧି
ନୂଆଦିଲ୍ଲୀ, ୩ା୫: ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନୋମି(ସିଏମ୍ଆଇଇ)ର ତଥ୍ୟ ଅନୁସାରେ ମାର୍ଚ୍ଚରେ ବେରୋଜଗାର ହାର ୭.୬୦% ଥିବା ବେଳେ ଏପ୍ରିଲ୍ରେ ତାହା ବୃଦ୍ଧି ଘଟି ୭.୮୩%ରେ ପହଞ୍ଚିଛି। ତଥ୍ୟ ଅନୁସାରେ ଏପ୍ରିଲରେ ସହରାଞ୍ଚଳ ବେରୋଜଗାର ହାର ବୃଦ୍ଧି ଘଟି ୯.୨୨%ରେ…
ରୁଷିଆ- ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କିଏ ଜିତିବ, ପ୍ରଧାନମନ୍ତ୍ରୀ ମୋଦି କଲେ ଖୁଲାସା
ବର୍ଲିନ,୩।୫: ତିନି ଦିନିଆ ୟୁରୋପ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଲିନରେ ଜର୍ମାନୀର ଚାନସେଲର ଓଲାଫ ସ୍କୋଲ୍ଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ସମୟରେ ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ଆଭିମୁଖ୍ୟ…
ଟୁଇଟରରୁ ବିଦା ହେବେ ପରାଗ
ଓ୍ବାଶିଂଟନ,୩।୫: ବିଶ୍ୱର ସବୁଠୁ ଧନୀ ଏଲନ ମସ୍କ ୪୪ ବିଲିୟନ ଡଲାରରେ ଟୁଇଟର କିଣିବା ପରେ ନୂଆ ସିଇଓ ସନ୍ଧାନରେ ଲାଗିପଡ଼ିଛନ୍ତି। ଫଳରେ ବର୍ତ୍ତମାନର ଟୁଇଟର ସିଇଓ ପରାଗ ଅଗ୍ରଓ୍ବାଲ ବିଦା ହେବା ନେଇ ଚର୍ଚ୍ଚା ଜୋର ଧରିଛି। ରିପୋର୍ଟ ଅନୁସାରେ…
ରମଜାନ ଇଦ୍ ପାଳନରେ ବାଧା ଦେବନି ଏମ୍ଏନ୍ଏସ୍
ମୁମ୍ବାଇ,୩।୫: ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍ ପାଳନ କରିବେ ବୋଲି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) ଅଧ୍ୟକ୍ଷ ରାଜ୍ ଠାକ୍ରେ ସୋମବାର ଘୋଷଣା କରିଛନ୍ତି। ମୁସଲମାନମାନେ ଆନନ୍ଦର ସହ ଉତ୍ସବ ପାଳନ କରନ୍ତୁ। ପୂର୍ବ ନିଷ୍ପତ୍ତି ଅନୁଯାୟୀ ଅକ୍ଷୟ ତୃତୀୟାରେ…
ତରୁଣ କପୁର ହେଲେ ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା
ନୂଆଦିଲ୍ଲୀ,୩।୫: ପୂର୍ବତନ ପେଟ୍ରୋଲିୟମ ସଚିବ ତରୁଣ କପୁରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପଦେଷ୍ଟା ଭାବେ ସୋମବାର ନିଯୁକ୍ତି ପ୍ରଦାନ କରାଯାଇଛି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ)ରେ ଉପଦେଷ୍ଟା ଭାବେ କପୁରଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ଏହି ପଦବୀ…
ଆସିବ ନୂଆ ଭୂତଳ ଜଳ ନିୟମ
ଭୁବନେଶ୍ୱର,୩ା୫(ବ୍ୟୁରୋ):ମନଇଚ୍ଛା ଆଉ ଭୂଗର୍ଭରୁ ପାଣି ଶୋଷି ହେବନି। ଏହାକୁ ନିୟନ୍ତ୍ରଣ କରିବାକୁ ସରକାର ନୂଆ ଆଇନ ଆଣିବାକୁ ଯାଉଛନ୍ତି। ତଦନୁଯାୟୀ ଭୂଗର୍ଭ ଜଳ ବ୍ୟବହାର ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହେବ। ଶିଳ୍ପ, ବ୍ୟବସାୟିକ, ଓ୍ବାଟର ପାର୍କ, ବୃହତ୍ ଓ କ୍ଷୁଦ୍ର ଶିଳ୍ପ,…
ଟର୍ବୁଲାନ୍ସରୁ ସ୍ପାଇସ୍ଜେଟ୍ର ୧୫ ଯାତ୍ରୀ ଆହତ
ନୂଆଦିଲ୍ଲୀ,୩।୫: ବଡ଼ ଧରଣର ଏୟାର ଟର୍ବୁଲାନ୍ସ ଯୋଗୁ ରବିବାର ମୁମ୍ବାଇରୁ ଦୁର୍ଗାପୁର ଯାଉଥିବା ସ୍ପାଇସ୍ଜେଟ୍ ବିମାନର ୧୨ ଯାତ୍ରୀ ଓ ୩ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଦୁଇଜଣଙ୍କୁ ଆଇସିୟୁରେ ଭର୍ତ୍ତି…
ସ୍ମାର୍ଟ ସ୍କୁଲରେ ଛାତ୍ରଙ୍କ ‘ପୁଷ୍ପା’ ଭିଡିଓ ଭାଇରାଲ
ଶେରଗଡ଼/ ହିଞ୍ଜିଳିକାଟୁ,୩ା୫(ଡି.ଏନ୍.ଏ):ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ କରି ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଆଧୁନିକ ଶୈଳୀରେ ପାଠ ପଢ଼ାଇବା ପାଇଁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଗତବର୍ଷ ରାଜ୍ୟରେ ପ୍ରଥମେ ଗଞ୍ଜାମ ଜିଲାର ଶେରଗଡ଼ ଓ ହିଞ୍ଜିଳିକାଟୁ ବ୍ଲକ ଅଧୀନ ବିଭିନ୍ନ ହାଇସ୍କୁଲ ରୂପାନ୍ତରଣ କରାଯାଇଥିଲା।…

