Home Left

ଶରୀରରେ ଏସବୁ ଲକ୍ଷଣ ଦେଖାଦେଉଛି କି? ହୋଇପାରେ…

ମହାମାରୀ କରୋନା ସମୟରେ ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୂତ ରଖିବା ପାଇଁ ଡାକ୍ତରମାନେ ପରାମର୍ଶ ଦେଉଛନ୍ତି। କାରଣ କମ୍‌ ଇମ୍ୟୁନିଟି ଥିବା ବ୍ୟକ୍ତିଙ୍କୁ କରୋନା ବିଶେଷଭାବେ ପ୍ରଭାବିତ କରୁଛି। ଏପରିକି ଲୋକଙ୍କ ପ୍ରାଣହାନୀ ମଧ୍ୟ ଘଟୁଛି। ଏଣୁ ସ୍ବାସ୍ଥ୍ୟକର ଖାଦ୍ୟ ସେବନ…

ମଜୁରି ବାବଦରେ ମିଳିଲା ନକଲି ଟଙ୍କା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ଜଣେ ଠିକାଦାର ଶ୍ରମିକଙ୍କୁ କାମ କରାଇ ମଜୁରି ବାବଦରେ ନକଲି ଟଙ୍କା ଦେଇ ଠକିଛନ୍ତି। ଏ ସମ୍ପର୍କରେ ଶ୍ରମିକମାନେ ଥାନାରେ ଅଭିଯୋଗ କରିବା ପରେ ସମ୍ପୃକ୍ତ ଠିକାଦାରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏମ୍‌ପିଭି-୭୦ ଗ୍ରାମର ରସିକ ମଣ୍ଡଳ।…

ସାଢ଼େ ୪ ବର୍ଷ ପରେ ଫେରିଲେ !

ନୂଆଦିଲ୍ଲୀ,୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଦଳକୁ ଫେରିଛନ୍ତି ଟିମ୍‌ ଇଣ୍ଡିଆର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରାୟ ସାଢେ ଚାରି ବର୍ଷ ପରେ ଅଶ୍ୱିନ ଦିନିକିଆ ଦଳକୁ ଫେରିଛନ୍ତି। ଏହାପୂର୍ବରୁ ୨୦୨୧ ଟି-୨୦…

ଭାରତୀୟ ଦଳ ପାଇଁ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହେବ ଏହି ଖେଳାଳି

ନୂଆଦିଲ୍ଲୀ,୧।୧: ଭାରତୀୟ ଟିମ୍‌ ଜାନୁୟାରୀ ୧୯ଠାରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏଥିଲାଗି ଶୁକ୍ରବାର ଦଳ ଘୋଷଣା କରାଯାଇଛି। ଏଥିରେ ଓପନର୍‌ ଭାବେ ସ୍ଥାନ ପାଇଛନ୍ତି ମହାରାଷ୍ଟ୍ରର ବ୍ୟାଟ୍ସମ୍ୟାନ୍‌ ଋତୁରାଜ ଗାୟକଓ୍ବାଡ। ତେବେ ସେ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୫୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନାରେ ୧୦,୪୪,୯୬୨ ଜଣ ସୁସ୍ଥ ହୋଇସାରିଲେଣି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୬ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୪ ଏବଂ…

ଅଧିନାୟକ ଭାବେ ଫେରିଲେ ପୋଲାର୍ଡ

ସେଣ୍ଟ. ଜୋନ୍ସ(ଆଣ୍ଟିଗୁଆ),୧।୧: ଅଧିନାୟକ ଭାବେ ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ କରିନ ପୋଲାର୍ଡ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଇଂଲଣ୍ଡ ଓ ଆୟର୍ଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜରେ ସେ ଦଳର ନେତୃତ୍ୱ ନେବେ। ଇଂଲଣ୍ଡ ସିରିଜ ପୂର୍ବରୁ ଘରୋଇ ମାଟିରେ ଓ୍ବେଷ୍ଟଇଣ୍ଡିଜ ଆୟର୍ଲାଣ୍ଡ ବିପକ୍ଷରେ…

୪ ବର୍ଷରେ ପ୍ରଥମ ଥର ହେବ ଏମିତି; କୋହଲି କଦାଚିତ୍‌ କରି ନ ଥିଲେ ଏହାର କଳ୍ପନା

ନୂଆଦିଲ୍ଲୀ,୧।୧: ନୂଆ ବର୍ଷରେ ନୂଆ ଆରମ୍ଭ କରିବାକୁ ଭାରତୀୟ ଟିମ୍‌ ପ୍ରସ୍ତୁତ। ବିସିସିଆଇ ଶୁକ୍ରବାର ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଦଳ ଘୋଷଣା କରିଛି। ନବନିଯୁକ୍ତ ଅଧିନାୟକ ରୋହିତ ଶର୍ମା ଆହତ ସମସ୍ୟାରୁ ସୁସ୍ଥ…

କ୍ଷମତାକୁ ଆସିଲେ ମାଗଣାରେ ବିଦ୍ୟୁତ୍‌

ଲକ୍ଷ୍ନୌ,୧।୧: ସମାଜବାଦୀ ପାର୍ଟି(ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଶନିବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ୨୦୨୨ ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି କ୍ଷମତାକୁ ଆସିଲେ ରାଜ୍ୟର ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ମାଗଣାରେ ୩୦୦ ୟୁନିଟ ବିଜୁଳି ଯୋଗାଇ…

ପ୍ରେମିକାଙ୍କ ସହ ନୂଆବର୍ଷ ପାଳିଲେ ଭାଇଜାନ

ମୁମ୍ବାଇ: ଇଂରାଜୀ ନବବର୍ଷ ଆଜିଠୁ ଆରମ୍ଭ ହୋଇଛି। ବଲିଉଡ୍‌ କଳାକାରମାନେ ମଧ୍ୟ ଏହିଦିନଟିକୁ କରୋନା କଟକଣା ମଧ୍ୟରେ ପାଳନ କରୁଛନ୍ତି। ଏଥିସହିତ ସୋସିଆଲ ମିଡିଆରେ ଫଟୋ ବି ଶେୟାର କରିଛନ୍ତି ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ ତଥାକଥିତ ପ୍ରେମିକା ୟୁଲିଆ ବନ୍ତୁର…

ଏଣିକି ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇଲେ, ଗାଡ଼ି ଚଢ଼ିଲେ ଗଣିବେ ଅଧିକ ଟଙ୍କା

ନୂଆଦିଲ୍ଲୀ,୧।୧: ବର୍ଷ ଆରମ୍ଭରୁ ମହଙ୍ଗା ହେଲା ସେବା । ଅନଲାଇନରେ ଖାଦ୍ୟ ଅର୍ଡରଠାରୁ ଆରମ୍ଭ କରି ଟ୍ୟାକ୍ସି ସେବା ଆଦି ଶନିବାରଠାରୁ ମହଙ୍ଗା ହୋଇଛି। ସ୍ବିଗି ଓ ଜୋମାଟୋ ଡେଲିଭରି ଆପ୍‌ରେ ଖାଦ୍ୟ ମଗାଇବା ଉପରେ ଅତିରିକ୍ତ ୫ ପ୍ରତିଶତ ଜିଏସ୍‌ଟି…

ନିୟମିତ ହେଲେ ୮ ହଜାର ୧୦୨ କନିଷ୍ଠ ଶିକ୍ଷକ, ୨୦୧୫ରେ ପାଇଥିଲେ ନିଯୁକ୍ତି

ଭୁବନେଶ୍ବର,୧।୧(ବ୍ୟୁରୋ): ୨୦୧୫ ଜାନୁୟାରୀରେ ନିଯୁକ୍ତି ପାଇଥିବା ୮ ହଜାର ୧୦୨ କନିଷ୍ଠ ଶିକ୍ଷକଙ୍କୁ ରାଜ୍ୟ ସରକାର ଶନିବାର ନିୟମିତ କରିଛନ୍ତି । ତେବେ ୬ ବର୍ଷ ୧୧ ମାସ ପରେ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି। ଏହା ଭିତରେ ୪୦ ହଜାର ୫୨…

ବ୍ରଜରାଜନଗରରେ ୬ ମାସ ମଧ୍ୟରେ ହେବ ଉପ ନିର୍ବାଚନ

ଭୁବନେଶ୍ୱର,୧।୧(ବ୍ୟୁରୋ): ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ କମିଶନ ଓ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ନେଇ ଅବଗତ କରାଯାଇଛି । ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri