ଛେଳି ଚୋରି ଘଟଣାରେ ଏଏସ୍ଆଇ ନିଲମ୍ବିତ
ବଲାଙ୍ଗୀର ଅଫିସ,୧।୧: ଛେଳି ଚୋରି ଘଟଣାରେ ପୋଲିସ ଏଏସ୍ଆଇ ନିଲମ୍ବିତ ହୋଇଛନ୍ତି। ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଏଏସ୍ଆଇ ସୁମନ ମଲ୍ଲିକଙ୍କୁ ବଲାଙ୍ଗୀର ଏସ୍ପି ନିଲମ୍ବନ କରିଛନ୍ତି। ଖବର ଅନୁଯାୟୀ, ପୋଲିସ ଏଏସ୍ଆଇ ସୁମନ ମଲ୍ଲିକଙ୍କ ନିର୍ଦ୍ଦେଶରେ ପୋଲିସ କର୍ମଚାରୀମାନେ ଏକ…
ଘରେ ଶୋଇଥିବା ବେଳେ କଚାଡ଼ି ମାରିଲା ହାତୀ
କେନ୍ଦୁଝର,୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ଦୁବୁଲାବେଡ଼ା ଗ୍ରାମରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ କ୍ଷେତ୍ରବାସୀ ମହାନ୍ତ। କ୍ଷେତ୍ରବାସୀ ରାତିରେ ଘରେ ଶୋଇଥିବା ବେଳେ ହାତୀ ଘର ଭାଙ୍ଗି ତାଙ୍କୁ ଟାଣି କଚାଡି…
ଆଡଲ୍ଟ ଚରିତ୍ରରେ ଅଭିନୟ କରି ରାତାରାତି ପ୍ରସିଦ୍ଧି ଲାଭ କରିଥିଲେ ବିଦ୍ୟା
ମୁମ୍ବାଇ: ବର୍ଷ ଆରମ୍ଭରେ ଜନ୍ମଦିନ ପାଳନ କରିଛନ୍ତି ବଲିଉଡର ଡାର୍ଟି ଗର୍ଲ ବିଦ୍ୟା ବଲାନ । ୪୩ ବର୍ଷରେ ପାଦ ଦେଇଥିବା ବିଦ୍ୟା ଡାର୍ଟି ପିକଚର, ଇସ୍କିୟା, ପା ଭଳି ଫିଲ୍ମ ଭେଟିଦେଇ ଦର୍ଶକଙ୍କ ହୃଦୟରେ ସୃଷ୍ଟି କରିଛନ୍ତି ନିଜର ଏକ…
୧୪ ବର୍ଷରେ କମିଶନରେଟ ପୋଲିସ
ଭୁବନେଶ୍ୱର,୧।୧(ବ୍ୟୁରୋ): ଆଜି ହେଉଛି କମିଶନରେଟ ପୋଲିସର ପ୍ରତିଷ୍ଠା ଦିବସ। କମିଶନରେଟ ପୋଲିସ ୧୩ ପୂରି ୧୪ ବର୍ଷରେ ପାଦ ଥାପିଛି । ୨୦୦୮ ଜାନୁୟାରୀ ୧ରେ ଦ୍ବୈତନଗରୀ ଭୁବନେଶ୍ବର-କଟକକୁ ନେଇ ଗଠିତ ହୋଇଥିଲା । ୨୦୨୨ ପୋଲିସ ପାଇଁ ବଡ଼ ଚାଲେଞ୍ଜ…
ବାଣ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ
ଚେନ୍ନାଇ,୧।୧: ତାମିଲନାଡୁ ଶିବକାଶି ଏମ ପୁଦୁପାଟ୍ଟି ଗ୍ରାମ ନିକଟରେ ଥିବା ଭାଡ଼ିଭେଲ ଫ୍ୟାକ୍ଟ୍ରିରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୪ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି । ଖବର ପାଇ ଅଗ୍ନିଶମ ବାହିନୀ…
‘୮୩’ ଫ୍ଲପ ହେବା ପରେ ବି ରଣବୀରଙ୍କ ହାତରେ ୫ ବାୟୋପିକ ଅଫର୍
ମୁମ୍ବାଇ: ବଲିଉଡ୍ ନାୟକ ରଣବୀର ସିଂ ଏବେ ଖୁବ୍ ଚର୍ଚ୍ଚାରେ । ତାଙ୍କ ଅଭିନୀତ ଫିଲ୍ମ ‘୮୩’ ୨୪ ଡିସେମ୍ବରରେ ରିଲିଜ୍ ହୋଇଛି । ଯାହା ଆଶା କରାଯାଉଥିଲା ସେହି ଅନୁଯାୟୀ ଦର୍ଶକଙ୍କ ମନ ଜିତି ପାରିଲା ନାହିଁ ଫିଲ୍ମ ।…
ଆଉ ଜଣେ ଅଭିନେତ୍ରୀ କରୋନା ଆକ୍ରାନ୍ତ
ମୁମ୍ବାଇ: କରୋନା ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ବଲିଉଡ୍ ଇଣ୍ଡଷ୍ଟ୍ରି ମଧ୍ୟ ଏଥିରୁ ବାଦ୍ ପଡ଼ିନି। ଜଣକ ପରେ ଜଣେ ସେଲିବ୍ରିଟି କରୋନାରେ ଆକ୍ରାନ୍ତ ହେଉଛନ୍ତି। ଶନିବାର ଅଭିନେତ୍ରୀ ମୃଣାଳ ଠାକୁରଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି। ସେ…
କ୍ଲାସରୁମରେ ଶିକ୍ଷକଙ୍କୁ ମୋବାଇଲ ମନା!
ଭୁବନେଶ୍ୱର,୧।୧(ବ୍ୟୁରୋ): କ୍ଲାସରୁମରେ ଶିକ୍ଷକଙ୍କୁ ମୋବାଇଲ ମନା। ଶ୍ରେଣୀକୁ ଯିବା ସମୟରେ ଶିକ୍ଷକ ମୋବାଇଲ ନେଇପାରିବେନି। ଯଦି ନେବେ ତେବେ ଫୋନ ସୁଇଚ ଅଫ କରିବେ। ପିଲାଙ୍କ ପାଠପଢ଼ା ବେଳେ ଶିକ୍ଷକଙ୍କ ମୋବାଇଲ ଫୋନ ବନ୍ଦ ରହିବ । ପିଲାଙ୍କ ପାଠପଢ଼ାକୁ ନେଇ…
ଆରମ୍ଭ ହେଉ ହେଉ ଟିକା ବୁକିଂ କଲେଣି ୪୮ ହଜାର ପିଲା
ଭୁବନେଶ୍ୱର,୧।୧(ବ୍ୟୁରୋ): ଜାନୁୟାରୀ ୧ରୁ ୧୫ରୁ ୧୮ ବୟସ ବର୍ଗଙ୍କ ଟିକାକରଣ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଛି। ଏଯାଏ କୋଓ୍ବିନରେ ୪୫ ହଜରରୁ ଅଧିକ ପିଲା ଟିକା ବୁକିଂ କଲେଣି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ୨୦୦୫ରୁ ୨୦୦୭ ମଧ୍ୟରେ…
ଅଭୟଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର,୧।୧(ବ୍ୟୁରୋ): ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ଓଡ଼ିଶା ପୋଲିସ ମୁଖିଆ ଭାବେ କର୍ତ୍ତବ୍ୟ ସମ୍ପାଦନ କରିଥିବା ଅଭୟଙ୍କୁ ରାଜ୍ୟ ସରକାର ଏସ୍ଟିଏଫ(ନାର୍କୋଟିକ୍ସ) ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ଅବସର ପରେ ଅଭୟଙ୍କୁ ମୁଖ୍ୟ ଶାସନ…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୨କୁ ବୃଦ୍ଧି ପାଇଛି। କେବଳ କଟକ ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
‘ଗୋଷ୍ଠୀ ସଂକ୍ରମଣର ପ୍ରାମାଣିକ ତଥ୍ୟ ନାହିଁ’
ଭୁବନେଶ୍ୱର,୧।୧(ବ୍ୟୁରୋ): କୋଭିଡର ଗୋଷ୍ଠୀ ସଂକ୍ରମଣ ପ୍ରାମାଣିକ ତଥ୍ୟ ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆମ ରାଜ୍ୟରେ ସଂକ୍ରମଣ ବଢୁଛି, ଏଥିପାଇଁ ସତର୍କ ରହିବାକୁ ପଡିବ। ଖୋର୍ଦ୍ଧା ଜିଲା ମେଡିକାଲ ହବ୍ ହୋଇଥିବାରୁ ଏଠି ସଂକ୍ରମଣ ଅଧିକ…
Archives


