Home Left

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩ ଜଣଙ୍କୁ ଉପ ସଭାପତି ଦାୟୀତ୍ୱ ଦେଇଛନ୍ତି। ସେମାନେ ହେଲେ ବ୍ରଜରଜନଗର ପୂର୍ବତନ ପୌରାଧ୍ୟକ୍ଷ ନନ୍ଦ…

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପାଟଣାଗଡ଼ ଥାନା ଅଧୀନ କୋଳପଡ଼ାର ସୁବାସ ମେହେର(୫୨),…

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ ହାରିବା ଯୋଗୁ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ୨୦୨୫ ଫାଇନାଲରେ ଖେଳିପାରିନଥିଲା। ଏହା…

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମର ଶିବପ୍ରସାଦ ଜେନା ସୋମବାର ରାଇପୁର ଗସ୍ତ କରିଛନ୍ତି। ସେଠାରେ ୧ରୁ ୫ତାରିଖ…

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର ନଭେମ୍ବରରେ ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଛି। ଏହି ଖବର ଆମେରିକାଠାରୁ ଚାଇନା ଏବଂ…

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି ଫେରାର ମାରିଥିବା ଦୁଇ ଲୁଟେରାଙ୍କୁ ଗିରଫ କରିବାରେ ସଫଳ ହୋଇଛି ଟାଉନ ଥାନା ପୋଲିସ…

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି ପରେ ସୋମବାର ଅପରାହ୍ନରେ ଦାରିଙ୍ଗବାଡି ଭାଜପା ମଣ୍ଡଳର ସଭାପତି ମିଟୁ ସାହୁଙ୍କ ନେତୃତ୍ୱରେ ଅନ୍ୟ…

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା ୨.୫୪ ଲକ୍ଷରେ ପହଞ୍ଚିଥିଲା, କିନ୍ତୁ ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ କିଲୋ ପିଛା ୨୧…

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଗଣେଶ୍ୱର ପୁଣି କହିଛନ୍ତି, ସବୁ ଦଳରେ ଝଡ଼ ଅଛି। କେଉଁଠି…

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ, ଏହି ସମୟରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ପାଞ୍ଚଟି ଟି୨୦ ମ୍ୟାଚ ଖେଳିବେ।…

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର ଅନ୍ନପୂର୍ଣ୍ଣା ଲେନରେ ଘର କାମ କରୁଥିବା ବେଳେ କାନ୍ଥ ପଡି ଶ୍ରମିକଙ୍କ ମୃତ୍ୟୁ ଘଟିଛି…

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର ଉତ୍ସାହରେ ଏହି ତିନୋଟି କାର୍ଯ୍ୟ ସମାପ୍ତ କରିବାକୁ ଭୁଲିଯାଇଛନ୍ତି, ତେବେ ଆଜି ହିଁ ସେଗୁଡ଼ିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri