Home Left

ଏଣିକି ଅନ୍‌ଲାଇନରେ ହେବ ପରିବହନ ବିଭାଗର ସମସ୍ତ କାମ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ) : ଜାନୁୟାରୀ ୧ରୁ ପରିବହନ ବିଭାଗର ନୂଆ ନିୟମ ଲାଗୁ ହେବ। ଏଥର ସମସ୍ତ କାମ ଅଫ୍‌ଲାଇନ ନୁହେଁ ଅନ୍‌ଲାଇନରେ ହେବ । ଡ଼ିଏଲଠୁ ଆରମ୍ଭ କରି ଗାଡି ପରିମିଟି ଭଳି ସମସ୍ତ କାର୍ଯ୍ୟ ଏଣିକି ଅନ୍‌ଲାଇନରେ ହେବ ।…

ବିକ୍ରିବେଳେ ଉଦ୍ଧାର ହେଲା ବଜ୍ରକାପ୍ତା

ବାଲିଗୁଡ଼ା,୩୧ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ କୋଟଗଡ଼ ଅଭୟାରଣ୍ୟରୁ ଏକ ବିରଳ ବଜ୍ରକାପ୍ତାକୁ ଶିକାରୀମାନେ ଧରି ବିକ୍ରି ପାଇଁ ଚକ୍ରାନ୍ତ ଚଳାଇଥିବାବେଳେ କୋଟଗଡ଼ ବନବିଭାଗ ରେଞ୍ଜର ସୂର୍ଯ୍ୟକାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ଟିମ୍‌ ଶ୍ରୀରାମପୁର ଜଙ୍ଗଲ ମାଦାଗୁଡ଼ାଠାରେ ବିକ୍ରି ପାଇଁ…

ଝିଅକୁ ଦେଖି ଖୁସିରେ ଆତ୍ମହରା କୋହଲି: ପଡିଆରୁ ହାତ….

ସେଞ୍ଚୁରିୟନ,୩୧।୧୨: ସେଞ୍ଚୁରିୟନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୧୧୩ ରନ୍‌ରେ ପରାସ୍ତ କରିଛି ଭାରତ। ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସେଞ୍ଚୁରିୟନରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚ ଜିତିବାରେ ଟିମ ଇଣ୍ଡିଆ ଏସିଆର ପ୍ରଥମ ଦଳ…

କେକ୍‌ ଖୁଆଇଲେ, କାନ୍ଧରେ ହାତ ରଖିଲେ: ରତନ ଟାଟାଙ୍କ ସହ ଥିବା ଏହି ଭାଗ୍ୟବାନ ଯୁବକ ଜଣଙ୍କ କିଏ

ବିଶ୍ୱର ଅଗ୍ରଣୀ ଶିଳ୍ପପତି ରତନ ଟାଟା ତାଙ୍କ ସାମାଜିକ କାର୍ଯ୍ୟ ପାଇଁ ସାରା ବିଶ୍ୱରେ ଜଣାଶୁଣା। ଡିସେମ୍ବର ୨୮, ୨୦୨୧ରେ ରତନ ଟାଟା ତାଙ୍କର ୮୪ ତମ ଜନ୍ମଦିନ ପାଳନ କରିଥିଲେ। ତାଙ୍କ ଜନ୍ମଦିନ ପାଳନ କରୁଥିବା ତାଙ୍କର ଏକ ଭିଡିଓ…

‘ସରିଯାଇଥିବା ଅପେରା’ ସୃଜନ ଅଭିଯାନର ଶ୍ରେଷ୍ଠ ପରିଣତିି

ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକଙ୍କୁ ତାଙ୍କର କବିତା ପୁସ୍ତକ ‘ସରିଯାଇଥିବା ଅପେରା’ ପାଇଁ ୨୦୨୧ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ନିମିତ୍ତ ମନୋନୀତ କରାଯାଇଛି। ଓଡ଼ିଆ ଭାଷାରେ ଜନସମ୍ବେଦୀ ବିଚକ୍ଷଣ ରଚନା ଶୈଳୀର ପ୍ରବର୍ତ୍ତନ ଓ ବିଷୟବସ୍ତୁର…

ଭାଜପାକୁ ଝଟ୍‌କା: ବାଜି ମାରିଲା କଂଗ୍ରେସ

ବେଙ୍ଗାଲୁରୁ,୩୧।୧୨: କର୍ନାଟକ ମ୍ୟୁନିସିପାଲିଟି ନିର୍ବାଚନରେ ଶାସକ ଭାଜପାକୁ ଏକ ବଡ ଝଟ୍‌କା ଲାଗିଛି। ୧,୧୮୪ ଆସନ ମଧ୍ୟରୁ ୫୦୧ଟି ସିଟ ଜିତି କଂଗ୍ରେସ ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି। ଏହି ନିର୍ବାଚନରେ ଭାଜପା ଦ୍ୱିତୀୟ ସ୍ଥାନରେ ରହିଛି। ଭାଜପା…

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଗୃହ

କୃଷ୍ଣପ୍ରସାଦ,୩୧ା୧୨(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିଲା। ବହୁ ପରିବାର ବାସଗୃହ ହରାଇଥିଲେ। ପକ୍କାଘର ନ ଥିବା ପରିବାରଙ୍କୁ ବାତ୍ୟା ନିରୋଧକ ବାସଗୃହ ଯୋଗାଇଦେବା ପାଇଁ ବିଶ୍ୱବ୍ୟାଙ୍କ ଅନୁମତି ପ୍ରଦାନ କରିଥିଲା। ଏନେଇ ହିତାଧିକାରୀ…

ମିଳୁନି ରତ୍ନଭଣ୍ଡାର ରେଜିଷ୍ଟର ତଥ୍ୟ

ପୁରୀ ଅଫିସ,୩୧।୧୨: ୧୯୮୫ ମସିହା ଜୁଲାଇ ୧୪ରେ ବଡ଼ଠାକୁରଙ୍କ ଶିରରେ ଲାଗିଥିବା ଚିତା ବ୍ୟବହାରଯୋଗ୍ୟ ନ ହେବା ହେତୁ ରାଜ୍ୟ ସରକାରଙ୍କ ବିଧି ବିଭାଗ ଚିଠି ନମ୍ବର- ୮୭୬୭,୧୨। ୭।୧୯୮୫ ଆଦେଶାନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ପୂର୍ବ ପରି ତାଲା ପକାଇ…

ଅନୁବନ୍ଧିତ ଦୋକାନରୁ ମିଳୁନି ସେବା

କଟକ ଅଫିସ,୩୧ା୧୨: ରାଜ୍ୟ ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଇ ଅନେକ ଯୋଜନା କରୁଛନ୍ତି। ଏପରି କି ଗରିବ ରୋଗୀଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାର ସୁଫଳ…

ଭୁବନେଶ୍ୱରରେ ବର୍ଷକରେ ୨୫୮ ଅପହରଣ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ବିଭିନ୍ନ ଥାନାରେ ଏବର୍ଷ ୨୫୮ଟି ଅପହରଣ ମାମଲା ରୁଜୁ କରାଯାଇଛି। ଏଥିମଧ୍ୟରୁ ୧୪୭ଟି ମାମଲାର ତଦନ୍ତ ଶେଷ କରାଯାଇଥିବାବେଳେ ସମ୍ପୃକ୍ତ ୪୦ଜଣ ଅଭିଯୁକ୍ତ ଗିରଫ ହୋଇଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ନୟାପଲ୍ଲୀ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୦କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ପୁଣି ଜଣେ ଧନକୁବେରଙ୍କ ଘରେ ଚଢାଉ

କନୌଜ,୩୧।୧୨: ଉତ୍ତରପ୍ରଦେଶର କନୌଜ ସହରର ସୁଗନ୍ଧ ବ୍ୟବସାୟୀଙ୍କ ସମସ୍ୟା ଥମିବାର ନାମ ନେଉନାହିଁ। ଏଠାରେ ସୁଗନ୍ଧିତ ବ୍ୟବସାୟୀ ପୀୟୁଷ ଜୈନଙ୍କଠାରୁ ମିଳିଥିବା ବିପୁଳ ନଗଦ କଳା ଟଙ୍କା ମିଳିବା ପରେ, ଏବେ ଆଇଟି ଟିମ ଏସପି ଏମଏଲସି ସୁଗନ୍ଧିତ ବ୍ୟବସାୟୀ ପୁଷ୍ପ୍‌ଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri