Home Left

ଭାଲୁ ସହ ଯୁବକ ଲଢ଼େଇ କରି…

ପାଟଣା,୨୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡା ପାଳ ଗ୍ରାମର ଜଣେ ୪୦ ବର୍ଷ ଯୁବକ ବୁଧବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ଯୁବକଜଣକ ହେଉଛନ୍ତି ଟୁରା ମୁଣ୍ଡା। ସୂଚନାନୁଯାୟୀ, ଚାକୁଣ୍ଡାପାଳ ଗ୍ରାମର ଟୁରା ମୁଣ୍ଡା ସକାଳୁ…

‘ଆମକୁ ଭୋଟ ଦିଅ, ଆମେ ମଦ ଦେବୁ’

ହାଇଦ୍ରାବାଦ୍‌,୨୯।୧୨: ଭାରତୀୟ ଜନତା ପାର୍ଟିର ଜଣେ ନେତା ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଆନ୍ଧ୍ରପ୍ରଦେଶ ଭାଜପା ସଭାପତି ସୋମୁ ଭେରାଜୁ କହିଛନ୍ତି, ଭାଜପାକୁ ଭୋଟ ଦିଅ, ଯଦି ତାଙ୍କ ଦଳର ସରକାର ଗଠନ ହୁଏ, ତେବେ କ୍ୱାର୍ଟର ବୋତଲ…

ପରିବା ବୋଝେଇ ଗାଡ଼ି ଭିତରେ ୧ କୋଟି ଟଙ୍କାର ଗଞ୍ଜେଇ

ପାରଳାଖେମୁଣ୍ଡି:୨୯।୧୨: ଗଜପତି ଜିଲା ପାରଳାଖେମୁଣ୍ଡି ଅବକାରୀ ବିଭାଗ ମଙ୍ଗଳବାର ରାତିରେ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି । ଏଥିସହ ୩ ଜଣଙ୍କୁ ଅଟକ ରଖାଯାଇଛି। ପାଟ୍ରୋଲିଂ ବେଳେ ଗଜପତିରୁ ମହାରାଷ୍ଟ୍ର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌କୁ ଯାଞ୍ଚ କରାଯାଇଥିଲା। ଟ୍ରକ୍‌ରେ…

ଏହି ଅଭିନେତାଙ୍କ ପାଇଁ ଯୁବତୀମାନେ ରକ୍ତରେ ଲେଖୁଥିଲେ ଚିଠି

ଆଜି ହିନ୍ଦୀ ସିନେମାର ପ୍ରଥମ ସୁପରଷ୍ଟାର ରାଜେଶ ଖାନ୍ନାଙ୍କ ଜନ୍ମଦିନ। ଡିସେମ୍ବର ୨୯, ୧୯୪୨ରେ ଅମୃତସରରେ ଜନ୍ମଗ୍ରହଣ କରିଥିବା ରାଜେଶ ଖାନ୍ନା ‘ଆଖିର୍‌ ଖତ୍‌’ ଫିଲ୍ମରୁ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ୍ଏହା ପରେ ଅନେକ ସୁପରହିଟ ଫିଲ୍ମରେ କାମ କରିଥିଲେ।…

୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ

ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଡିସେମ୍ବର ୩୧ ସକାଳ ୬ରୁ ଜାନୁୟାରୀ ୨ ରାତି…

ଲିଙ୍ଗଗତ-ଭେଦଭାବ ମାମଲାରେ ୨ ହଜାର ମହିଳା କର୍ମଚାରୀଙ୍କୁ ୭୫୦ କୋଟି କ୍ଷତିପୂରଣ…

କାଲିଫର୍ନିଆ, ୨୯।୧୨: ଲିଙ୍ଗଗତ ଭେଦଭାବ ମାମଲାର ସମାଧାନ ପାଇଁ ଭିଡିଓ ଗେମ ନିର୍ମାତା ରୟଟ ଗେମ୍ସ ପକ୍ଷରୁ କମ୍ପାନୀରେ କାର୍ଯ୍ୟ କରୁଥିବା ୨,୦୦୦ ମହିଳା କର୍ମଚାରୀଙ୍କୁ ୭୫୦ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ରାଜି ହୋଇଛି। ଏବେ କମ୍ପାନୀରେ କାର୍ଯ୍ୟ କରୁଥିବା…

ରାଜ୍ୟରୁ ପୁଣି ୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୭କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ କୋରାପୁଟ ଜିଲାର। ତେବେ ଆଜି ରାଜ୍ୟରେ ୧୨୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ସିରାଜଙ୍କୁ ‘ମିନି ରୋନାଲ୍ଡୋ’ ଆଖ୍ୟା ଦେଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ସେଞ୍ଚୁରିୟନ,୨୯।୧୨: ଟିମ ଇଣ୍ଡିଆ ଆଜିକାଲି ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି। ସେଞ୍ଚୁରିଅନରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ ଖେଳାଯାଉଛି। ମ୍ୟାଚ୍‌ରେ ତୃତୀୟ ଦିନରେ ଭାରତୀୟ ଦଳ ପ୍ରଥମ ଇନିଂସରେ ୩୨୭ ରନ ସ୍କୋର କରି ଅଲଆଉଟ ହୋଇଥିଲା।…

ବନ୍ଦ କୋଠରିରୁ ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ ଜବତ

ରାୟଗଡ଼ା ଅଫିସ,୨୯।୧୨: ଗୋଟିଏ ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ…

ବୋତଲ ମାଡ଼ରେ କର୍ମଚାରୀଙ୍କ ମୁଣ୍ଡ ଫାଟିଲା

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ଡେଲ୍‌ଟା ଛକସ୍ଥିତ ବିଅର୍‌ ପାର୍ଲରରେ ମଙ୍ଗଳବାର ଜଣେ କର୍ମଚାରୀଙ୍କୁ ଆକ୍ରମଣ କରାଯାଇଛି। ଗ୍ରାହକଙ୍କ ବୋତଲ ମାଡ଼ରେ ବାର୍‌ କର୍ମଚାରୀ ଅଶୋକ ବାରିକଙ୍କ ମୁଣ୍ଡ ଫାଟିଛି। ତାଙ୍କୁ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଅଭିଯୋଗକ୍ରମେ…

‘ବଚପନ୍‌ କା ପ୍ୟାର’ ଫେମ୍‌ ସହଦେବଙ୍କ ଚେତା ଫେରିଲା…

ନୂଆଦିଲ୍ଲୀ, ୨୯।୧୨: ‘ଜାନେ ମେରୀ ଜାନେମନ, ବଚପନ୍‌ କା ପ୍ୟାର’ ଗୀତରେ ବେଶ୍‌ ପରିଚିତି ହାସଲ କରିଥିବା ସହଦେବ ଦିର୍ଦୋଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଦାର ଆସିଛି। ତାଙ୍କର ଚେତା ଫେରିଛି। କୁହାଯାଉଛି ଯେ ମଙ୍ଗଳବାର ରାତି ପ୍ରାୟ ୧୦ଟାରେ ସହଦେବଙ୍କ ଚେତା ଫେରିଛି।…

ସିମ୍ପାଞ୍ଜି ରାଖି ହେଲା ମା’

ବାରଙ୍ଗ,୨୮।୧୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ଖୁସି ଖବର। ପ୍ରଥମଥର ପାଇଁ ସିମ୍ପାଞ୍ଜି ରାଖି ମା’ ହୋଇଛି। ଗତ ଜୁନ ୨ ତାରିଖରେ ରାଖିର ରକ୍ତ ପରୀକ୍ଷା କରାଯାଇ ଗର୍ଭଧାରଣ କରିଥିବା ଡାକ୍ତରମାନେ ଜାଣିବାକୁ ପାଇଥିଲେ। ସେହିଦିନଠାରୁ ରାଖି ପ୍ରତି ସ୍ବତନ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri