ଅଟୋ ସାହାଯ୍ୟରେ ଧାନ ଅମଳ
ଚିତ୍ରକୋଣ୍ଡା,୩୦ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ କିଛିଦିନ ତଳେ ମୋଟରସାଇକେଲ ମାଧ୍ୟମରେ ଚାଷୀ ଫସଲ ଅମଳ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏବେ ଚିତ୍ରକୋଣ୍ଡା ଉପାନ୍ତ ଅଞ୍ଚଳ ଗୁଣ୍ଠାଓ୍ବା ପଞ୍ଚାୟତ ଆର୍ଏସ୍ସି ଆଠ ଏବଂ ଆରଙ୍ଗି ଗ୍ରାମରେ ଭିନ୍ନ ଉପାୟରେ…
ନୋରାଙ୍କୁ କରୋନା
ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ପୁଣିଥରେ ହାହାକାର ହୋଇଥିବା ବେଳେ ମନୋରଞ୍ଜନ ଦୁନିଆ ବି ଏଥିରୁ ବାଦ୍ ଯାଉନି । କିଛିଦିନ ପୂର୍ବେ ନାୟିକା କରିନା କପୁର ଖାଁ ଓ ଅମୃତା ଅରୋଡା କରୋନାରେ ପୀଡ଼ିତ ହୋଇଥିବା ବେଳେ…
ଏହି ଅଭିନେତ୍ରୀଙ୍କ ଫିଲ୍ମ ଦେଖନ୍ତି ନାହିଁ ସଲମାନ
ମୁମ୍ବାଇ: ଭାଇଜାନ ଭାବେ ପରିଚିତ ସଲମାନ ଖାନ୍ ବଲିଉଡ୍ରେ ଜଣେ ଆଗଧାଡ଼ିର ଅଭିନେତା। ସେ ଅନେକ ଅଭିନେତ୍ରୀମାନଙ୍କ ସହ କାମ କରିଛନ୍ତି। ମାତ୍ର ଜଣେ ଅଭିନେତ୍ରୀଙ୍କ ଫିଲ୍ମ ସେ ଆଦୌ ଦେଖନ୍ତି ନାହିଁ। ତେବେ କାହିଁକି ଦେଖନ୍ତିନି ଜାଣନ୍ତୁ ସେ ସମ୍ପର୍କରେ……
୩ ଦିନ ବନ୍ଦ ରହିବ ବିଏମ୍ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଏମ୍ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ । ୩୧ରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଧର୍ମାନୁଷ୍ଠାନ। ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।…
ନିଜକୁ ଶାହାରୁଖଙ୍କ ପରି ଏମିତି ସଜାଇଲେ ଯୁବତୀ, କାରଣ ଜାଣିଲେ…
କିଛି ଲୋକଙ୍କ କୌଶଳ ଏତେ ଆଶ୍ଚର୍ଯ୍ୟଜନକ ଯେ ସମସ୍ତଙ୍କ ଧ୍ୟାନ ସେମାନଙ୍କ ଆଡ଼କୁ ଚାଲିଯାଏ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଜଣେ ଯୁବତୀଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ସେ ମେକଅପ୍ ସାହାଯ୍ୟରେ ନିଜକୁ ବଲିଉଡ୍ ଅଭିନେତା ଶାହାରୁଖ ଖାନଙ୍କ…
ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ
ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ଓ ବିକ୍ଷୋଭ ସମାବେଶ ହୋଇଯାଇଛି। ଜିଲା ମହିଳା କଂଗ୍ରେସ ପକ୍ଷରୁ ସରକାରଙ୍କ ରାଜନୈତିକ ସଂରକ୍ଷଣରୁ ପଛୁଆ ବର୍ଗଙ୍କୁ ବଞ୍ଚିିତ କରିବା ପ୍ରତିବାଦରେ ଏଭଳି କରାଯାଇଛି। ଏ ସମ୍ପର୍କରେ ଏକ ସ୍ମାରକପତ୍ର ଜିଲାପାଳଙ୍କ…
ବିଜୟଠାରୁ ଆଉ ମାତ୍ର ୩ ଉଇକେଟ୍ ଦୂରରେ ଭାରତ
ସେଞ୍ଚୁରିୟନ୍,୩୦।୧୨: ସେଞ୍ଚୁରିୟନ ଟେଷ୍ଟରେ ଭାରତୀୟ ଦଳ ବିଜୟଠାରୁ ମାତ୍ର ୩ଟି ଉଇକେଟ ଦୂରରେ ରହିଛି। ଯଦି ପାଗ ଭାରତର ସାଥ୍ ଦିଏ ତେବେ ଭାରତୀୟ ବୋଲରମାନେ ଆଫ୍ରିକାକୁ ଶୀଘ୍ର ଅଲଆଉଟ୍ କରି ବିଜୟ ହାସଲ କରିପାରନ୍ତି। ଏହି ଗ୍ରାଉଣ୍ଡରେ ଏହା ଭାରତର…
ନିଜ ଅବିକଳ ଚେହେରା ଦେଖି ଏମିତି କହିଲେ ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି
ନୂଆଦିଲ୍ଲୀ,୩୦।୧୨:ବିଶ୍ୱର ଏକ ନମ୍ବର ଧନୀ ତଥା ଟେସଲା ସିଇଓ ଏଲୋନ ମସ୍କ ଆଜିକାଲି ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଯଦିଓ ସେ ନିଜ କାରଣରୁ ନୁହେଁ ବରଂ ଅନ୍ୟ କାହା କାରଣରୁ ଆଲୋଚନାକୁ ଆସିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଅବିକଳ ଚେହେରାର ଜଣେ…
ଦା’ରେ ସ୍ତ୍ରୀଙ୍କ ବେକ କାଟିଦେଲେ ସ୍ବାମୀ
ପାରଳାଖେମୁଣ୍ଡି,୩୦।୧୨: ଗଜପତି ଜିଲା ଗୋଷାଣି ବ୍ଲକ ଗାରବନ୍ଧ ଥାନା ଅନ୍ତର୍ଗତ ଅଡଗାଁରେ ଏକ ଅଘଟଣ ଘଟିଛି। ସ୍ବାମୀ ଦା’ ରେ ସ୍ତ୍ରୀଙ୍କ ବେକ କାଟି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ପାରିବାରିକ କଳହରୁ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି। ସ୍ବାମୀ ଗଙ୍ଗା…
ପତଳା ହୋଇଗଲେଣି କ୍ରୁର ଶାସକ
ପ୍ୟୋଙ୍ଗୟାଙ୍ଗ୍,୩୦।୧୨: ଉତ୍ତର କୋରିଆର କ୍ରୁର ଶାସକ କିମ୍ ଜୋଙ୍ଗ ଉନ୍ ନିଜ ଅଜବ ନିୟମ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। କିଛି ଦିନ ତଳେ ୧୧ ଦିନ ପାଇଁ ଦେଶର ନାଗରିକ ହସିବା, କାନ୍ଦିବା, ଶପିଂ କରିବା ଏବଂ ମଦ ପିଇବା…
ଡ. ହୃଷୀକେଶ ମଲ୍ଲିକ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ୨୦୨୧ ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି। ତେବେ ‘ସରିଯାଇଥିବା ଅପେରା’ ପୁସ୍ତକ ପାଇଁ ଡ. ହୃଷୀକେଶ ମଲ୍ଲିକ ଏବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୂର୍ବରୁ ସେ କବିତା ପୁସ୍ତକ ‘ଧାନ…
ସାଇକେଲରେ ଘରକୁ ଫେରୁଥିଲେ ଯୁବକ, ହଠାତ୍ ହେଲା କୁଆପଥର ମାଡ଼, ଆଉ ତା’ ପରେ…
ବାଉଁଶୁଣୀ,୩୦ା୧୨(ଡି.ଏନ୍.ଏ.): ବୌଦ୍ଧ ଜିଲାରେ ବୁଧବାର ସନ୍ଧ୍ୟାରେ ହୋଇଥିବା ବର୍ଷା ସହ କୁଆପଥର ମାଡ଼ରେ ଜଣେ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । ସୂଚନାନୁଯାୟୀ, ବୌଦ୍ଧ ବ୍ଲକ ଗୋଛାପଡ଼ା ପଞ୍ଚାୟତ ଲୁମ୍ବୁରୁଜନା ଉକାବିର ଗ୍ରାମର ୩୫ ବର୍ଷୀୟ ଜୟଲାଲ ମହାକୁଡ଼…
Archives


