Home Left

ଦୁଇବର୍ଷ ପରେ ହେବାକୁ ଯାଉଛି ହରିୟାଣା ମନ୍ତ୍ରିମଣ୍ଡଳର ସଂପ୍ରସାରଣ

ଚଣ୍ଡିଗଡ଼,୨୮ ।୧୨: ହରିୟାଣା ମନ୍ତ୍ରିମଣ୍ଡଳର ମେଣ୍ଟ ସରକାର ଦୁଇବର୍ଷ ପରେ ପ୍ରଥମଥର ଲାଗି ମଙ୍ଗଳବାର ସଂପ୍ରସାରଣ ହେବାକୁ ଯାଉଛି । ନୂଆବର୍ଷ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଡା. କମଲ ଗୁପ୍ତା ଓ ଜେଜେପି ବିଧାୟକ ଦେବେନ୍ଦ୍ର ବବଲିଙ୍କୁ ମନ୍ତ୍ରୀପଦର…

ଗୁଣ୍ଡାମାନେ ଗେରୁଆ ବସ୍ତ୍ର ପିନ୍ଧିଲେ ତାଙ୍କୁ ସଂନ୍ଥ କୁହାଯିବନି: ଭୁପେଶ ବଘେଲ

ରାୟପୁର,୨୮ ।୧୨: ଛତିଶଗଡ଼ର ରାଜଧାନୀ ରାୟପୁରରେ ନିକଟରେ କରାଯାଇଥିବା ଧର୍ମ ସଂସଦରେ ଧର୍ମଗୁରୁ କାଳିଚରଣ ମହାରାଜ ମହାତ୍ମା ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇଥିଲେ । ଏହାସହ ଗାନ୍ଧିଜୀଙ୍କ ହତ୍ୟାକାରୀ ନାଥୁରାମ ଗଡେସେଙ୍କର ପ୍ରଶଂସା କରିଥିଲେ । ଏହାକୁ ନେଇ ଛତିଶଗଡ଼ର…

ଭିଡିଓ ଦେଖି ଚାକିରି ଯାଚିଲେ ମହିନ୍ଦ୍ରା

ମୁମ୍ବାଇ,୨୮।୧୨: ଶିଳ୍ପପତି ଆନନ୍ଦ ମିହନ୍ଦ୍ରାଙ୍କୁ ହତବାକ୍‌ କରି ଦେଇଛନ୍ତି ଜଣେ ଶାରିରୀକ ଅକ୍ଷମ ବ୍ୟକ୍ତି। ହାତଗୋଡ଼ ନ ଥାଇ ମଧ୍ୟ ଉକ୍ତ ବ୍ୟକ୍ତି ମୋଡିଫାଏଡ୍‌ ଯାନ ଚଲାଉଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ହାତ ଗୋଡ଼ ନ…

୨୦୨୨ ଇସ୍ରୋ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ

ନୂଆଦିଲ୍ଲୀ, ୨୭ା୧୨: କୋଭିଡ୍‌ର ନୂଆ ଭାରିଆଣ୍ଟ ସଂକ୍ରମଣ ବୃଦ୍ଧି ମଧ୍ୟରେ ୨୦୨୧ ଶେଷ ହେବାକୁ ଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ନୂଆବର୍ଷରେ ଏକାଧିକ ବଡ଼ ମିଶନକୁ ଆଗେଇ ନେବାକୁ ଯୋଜନା କରିଛି। ୨୦୨୧ରେ କରୋନା କଟକଣା ଯୋଗୁ ଅନେକ…

ଉତ୍ତରପ୍ରଦେଶର ସ୍ବାସ୍ଥ୍ୟସେବା ସବୁଠୁ ଖରାପ

ନୂଆଦିଲ୍ଲୀ, ୨୭ା୧୨: ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କରିବାରେ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ କେରଳ ସର୍ବୋତ୍ତମ। ସାମଗ୍ରିକ ସ୍ବାସ୍ଥ୍ୟସେବାରେ ମଧ୍ୟ କେରଳ ସବୁଠୁ ଭଲ ପ୍ରଦର୍ଶନ କରିଛି। ଉତ୍ତରପ୍ରଦେଶରେ ଏହି ସେବା ସବୁଠାରୁ ଖରାପ ରହିଛି।…

ଘରେ ରଖିଥିଲେ ୧ ଟନ୍‌ ୩ କୁଇଣ୍ଟାଲ ଗଞ୍ଜେଇ

କୋରାପୁଟ,୨୭।୧୨(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସକୁ ସୋମବାର ବଡ ସଫଳତା ମିଳିଛି। ମାଛକୁଣ୍ଡ ପୋଲିସ ଦ୍ୱାରା ଲମତାପୁଟ ବ୍ଲକର ବାଲେଲ ଗ୍ରାମରେ ଥିବା ଏକ ବିଜୁ ପକ୍କା ଘର ଉପରେ ଚଢାଉ କରାଯାଇ ସେଠାରେ ଥିବା ପ୍ରାୟ ୧ କୋଟି ୩୫ ଲକ୍ଷ…

ବ୍ଲାକମେଲ ସହି ନ ପାରି ଆତ୍ମହତ୍ୟା କଲେ ଅଭିନେତ୍ରୀ

ମୁମ୍ବାଇ,୨୭।୧୨: ଫେକ୍‌ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଅଧିକାରୀଙ୍କ ବ୍ଲାକମେଲ ସହି ନ ପାରି ଆତ୍ମହତ୍ୟା କରିଛନ୍ତି ଜଣେ ଅଭିନେତ୍ରୀ। ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ମୁମ୍ବାଇ ପୋଲିସ। ଜଣେ ମହିଳା ତାଙ୍କ ଫ୍ଲାଟରେ ଆତ୍ମହତ୍ୟା କରିବାକୁ…

ବାପାଙ୍କ ଜୀବନ ନେଲା ନାବାଳକ ପୁଅ

ଜୟପୁର, ୨୭।୧୨ (ନି.ପ୍ର.): ପୁଅର ଛୁରା ମାଡରେ ବାପଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରୁ ଛୁରା ମାଡ଼ କରିଥିବା ନାବାଳକ ପୁଅ ଫେରାର ଅଛନ୍ତି। ମୃତକ ହେଲେ କୋରାପୁଟ ଜିଲା ଜୟପୁର ଥାନା ଅଞ୍ଚଳର ଅମିର ନାଗ (୩୫)। ପୋଲିସ ସୁଚନାନୁଯାୟୀ ଅମିର…

ବାର୍‌ହା ଫାସରେ ଗଲା ମହିଳାଙ୍କ ଜୀବନ

ବୁଗୁଡ଼ା,୨୭ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ଗୌଡିଆ ବରୋଦା ପଞ୍ଚାୟତର ଗାନ୍ଧୀ ଗ୍ରାମରେ ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାରରେ ଲାଗି ଗୁରୁତର ହୋଇଥିବା ମହିଳା ଚାଷୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ହେଲେ…

ପୁଲଓ୍ବାମାରେ ସୁରକ୍ଷା ବଳକୁ ବଡ଼ ସଫଳତା

ଶ୍ରୀନଗର,୨୭।୧୨: କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷା ବଳକୁ ସୋମବାର ବଡ଼ ସଫଳତା ମିଳିଛି। ଆତଙ୍କବାଦୀ ଗୋଷ୍ଠୀ ଜୈଶ-ଇ-ମହମ୍ମଦ (ଜେଇଏମ) ପାଇଁ କାମ କରୁଥିବା ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ଯୋଗୁ ବୁଦଗ୍ରାମ ଜିଲାରେ ଜେଇଏମ୍‌ ସଦସ୍ୟମାନେ ସକ୍ରିୟ ଥିଲେ। ପୋଲିସ…

ମଦର ଟେରେସାଙ୍କ ଚ୍ୟାରିଟି ବ୍ୟାଙ୍କ ଆକାଉଣ୍ଟ ଅଚଳ କରିଛି କେନ୍ଦ୍ର

କୋଲକାତା, ୨୭।୧୨: ମଦର ଟେରେସାଙ୍କ ଦ୍ୱାରା ପ୍ରତିଷ୍ଠିତ ମିଶନାରିଜ୍‌ ଅଫ୍‌ ଚ୍ୟାରିଟିର ସମସ୍ତ ବ୍ୟାଙ୍କ ଆକାଉଣ୍ଟକୁ କେନ୍ଦ୍ର ସରକାର ଅଚଳ କରିଦେଇଥିବା ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଆକାଉଣ୍ଟ ଅଚଳ ହେବା କାରଣରୁ ମିଶନାରିର ୨୨,୦୦୦ ରୋଗୀ…

‘ଜାଲିଆନଓ୍ବାଲା ବାଗ’ ପ୍ରତିଶୋଧ ନେବାକୁ ଆସିଛି

ସ୍କଟଲାଣ୍ଡ ୟାର୍ଡ,୨୭।୧୨: ବ୍ରିଟେନର ରାଣୀ କୁଇନ ଏଲିଜାବେଥ ପରିବାର ସହ ଖ୍ରୀଷ୍ଟମାସ ପାଳନ କରୁଥିବା ବେଳେ ଓ୍ବିଣ୍ଡସର ଦୁର୍ଗରେ ପ୍ରବେଶ କରିବାରୁ ଜଣେ ଯୁବକ ଗିରଫ ହୋଇଥିଲେ। ଏହାର ଗୋଟିଏ ଦିନ ପରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri