Home Left

ପୁଲଓ୍ବାମାରେ ସୁରକ୍ଷା ବଳକୁ ବଡ଼ ସଫଳତା

ଶ୍ରୀନଗର,୨୭।୧୨: କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷା ବଳକୁ ସୋମବାର ବଡ଼ ସଫଳତା ମିଳିଛି। ଆତଙ୍କବାଦୀ ଗୋଷ୍ଠୀ ଜୈଶ-ଇ-ମହମ୍ମଦ (ଜେଇଏମ) ପାଇଁ କାମ କରୁଥିବା ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ଯୋଗୁ ବୁଦଗ୍ରାମ ଜିଲାରେ ଜେଇଏମ୍‌ ସଦସ୍ୟମାନେ ସକ୍ରିୟ ଥିଲେ। ପୋଲିସ…

ମଦର ଟେରେସାଙ୍କ ଚ୍ୟାରିଟି ବ୍ୟାଙ୍କ ଆକାଉଣ୍ଟ ଅଚଳ କରିଛି କେନ୍ଦ୍ର

କୋଲକାତା, ୨୭।୧୨: ମଦର ଟେରେସାଙ୍କ ଦ୍ୱାରା ପ୍ରତିଷ୍ଠିତ ମିଶନାରିଜ୍‌ ଅଫ୍‌ ଚ୍ୟାରିଟିର ସମସ୍ତ ବ୍ୟାଙ୍କ ଆକାଉଣ୍ଟକୁ କେନ୍ଦ୍ର ସରକାର ଅଚଳ କରିଦେଇଥିବା ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଆକାଉଣ୍ଟ ଅଚଳ ହେବା କାରଣରୁ ମିଶନାରିର ୨୨,୦୦୦ ରୋଗୀ…

‘ଜାଲିଆନଓ୍ବାଲା ବାଗ’ ପ୍ରତିଶୋଧ ନେବାକୁ ଆସିଛି

ସ୍କଟଲାଣ୍ଡ ୟାର୍ଡ,୨୭।୧୨: ବ୍ରିଟେନର ରାଣୀ କୁଇନ ଏଲିଜାବେଥ ପରିବାର ସହ ଖ୍ରୀଷ୍ଟମାସ ପାଳନ କରୁଥିବା ବେଳେ ଓ୍ବିଣ୍ଡସର ଦୁର୍ଗରେ ପ୍ରବେଶ କରିବାରୁ ଜଣେ ଯୁବକ ଗିରଫ ହୋଇଥିଲେ। ଏହାର ଗୋଟିଏ ଦିନ ପରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଗିରଫ…

ସ୍ତ୍ରୀଙ୍କଠୁ ୨୦ ଲକ୍ଷ ଠକିନେଲେ ଅଣଓଡ଼ିଆ ସ୍ବାମୀ

ବ୍ରହ୍ମପୁର ଅଫିସ,୨୭ା୧୨: ଦିଲ୍ଲୀର ଜଣେ ଯୁବକ ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ପ୍ରେମ ବିବାହ କରିଥିଲେ। ହେଲେ ଶ୍ୱଶୁରଘର ଲୋକଙ୍କୁ ମିଛ କହି ପର୍ଯ୍ୟାୟକ୍ରମେ ପ୍ରାୟ ୨୦ ଲକ୍ଷ ଟଙ୍କା ଠକି ନେଇଥିଲେ। ଅଭିଯୋଗ ପରେ ଗୋଷାଣୀନୂଆଗାଁ ଥାନା ପୋଲିସ ଅଭିଯୁକ୍ତ ଯୁବକଙ୍କୁ…

‘ଦିନରେ ରାଲି, ରାତିରେ କର୍ଫ୍ୟୁ’

ଲକ୍ଷ୍ନୌ,୨୭।୧୨: ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଉତ୍ତରପ୍ରଦେଶରେ ବଡ଼ ବଡ଼ ରାଲି ଆୟୋଜନ କରାଯାଉଛି। ଏଥିଲାଗି ଭାଜପା ନେତୃତ୍ୱକୁ ସମାଲୋଚନା କରିଛନ୍ତି ଏମ୍‌ପି ବରୁଣ ଗାନ୍ଧୀ। “ରାତିରେ କର୍ଫ୍ୟୁ ଲଗାଯାଉଥିବା ବେଳେ ଦିନରେ ଲକ୍ଷ ଲକ୍ଷ ଲୋକଙ୍କୁ…

ଟୋଲଗେଟ୍‌ ପାଇଁ ଖୋଳା ଯାଇଥିବା ଗାତ ନେଲା ଜୀବନ

ଭଞ୍ଜନଗର,୨୭।୧୨(ଡି.ଏନ.ଏ): ଭଞ୍ଜନଗର-ଫୁଲବାଣୀ ଜାତୀୟ ରାଜପଥର ଖାରିଗୁଡ଼ା ନିକଟରେ ନିର୍ମାଣଧୀନ ଟୋଲ ଗେଟ୍‌ ଗାତରେ ପଡ଼ି ସୋମବାର ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜି.ଉଦୟଗିରି ଥାନା ବାଦଗଡ଼ର ମହିନାଥ ପ୍ରଧାନ। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ଯୌତୁକ ଲାଗି ଝିଅକୁ ମାରିଦେଲେ

ବାସୁଦେବପୁର,୨୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳରେ ଯୌତୁକ ଲାଗି ଜଣେ ବନବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗୀତା ମଲିକ। ଶ୍ୱଶୁରଘର ଲୋକେ ଝିଅଙ୍କୁ ହତ୍ୟା କରିଥିବା ନେଇ ବାପଘର ଲୋକେ ବାସୁଦେବପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି…

ଖେଳାଇ ଦେଲାନି ବର୍ଷା

ସେଞ୍ଚୁରିଆନ,୨୭।୧୨: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନ ବର୍ଷାରେ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଛି। ସୋମବାର ଦିନ ତମାମ ବର୍ଷା ଜାରି ରହିଥିଲା। ତେବେ ଦୁଇ ଥର ବର୍ଷା ବନ୍ଦ ହୋଇଥିଲା। ଉଭୟ ଥର ଅମ୍ପାୟର…

ସେହ୍ବାଗଙ୍କୁ ପଛରେ ପକାଇଲେ ରାହୁଲ

ସେଞ୍ଚୁରିଆନ,୨୭।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ସେଞ୍ଚୁରିଆନ ଟେଷ୍ଟର ପ୍ରଥମ ଦିନରେ ୧୨୨ ରନ୍‌ର ଅପରାଜିତ ପାଳି ଖେଳିଛନ୍ତି। ଦକ୍ଷିଣ ଆଫ୍ରିକା ମାଟିରେ ପ୍ରଥମ ଶତକ ସହ ରାହୁଲ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗଙ୍କୁ ପଛରେ ପକାଇ ଦେଇଛନ୍ତି। ଏହା ଟେଷ୍ଟ…

ଗୁଡ଼ି ଉଡାଳିଙ୍କୁ ଥାନାରେ ଅଟକ ରଖି ଜେରା

କଟକ ଅଫିସ,୨୭।୧୨: ରବିବାର ଜଗତପୁର ଥାନା ଅଧୀନ ପୀରବଜାର ଅଞ୍ଚଳରେ ବେକରେ ମାଞ୍ଜା ସୂତା ଲାଗି ଯୁବକଙ୍କ ମୃତ୍ୟୁ ଘଟଣାରେ ପୋଲିସ ଜଣେ ସୂତା ବିକ୍ରେତାଙ୍କୁ ଗିରଫ କରିଛି। ସେ ହେଲେ ସେଖ ଅନୱର। ସେ ମାଞ୍ଜା ସୂତା ବିକ୍ରି କରୁଥିବା…

କଳିଯୁଗର ପୁଅ: ବୀମା ରାଶି ପାଇବାକୁ ବାପାଙ୍କୁ ପିଟିପିଟି କଲେ ହତ୍ୟା

ଭରତପୁର,୨୭।୧୨: ରାଜସ୍ଥାନର ଭରତପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଭରତପୁରର ଡିଗ ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ପୁଅ ଦୁର୍ଘଟଣା ବୀମା ରାଶି ପାଇବାକୁ ତାଙ୍କର ଦୁଇ ସହଯୋଗୀଙ୍କ ସହ ମିଶି ବାପାଙ୍କୁ ଅତି ନିର୍ମମ ଭାବରେ ହତ୍ୟା…

ବ୍ୟସ୍ତ ଅଛନ୍ତି ହୁମା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ହୁମା କୁରୈଶି ଇନଷ୍ଟ୍ରାମ ଆକାଉଣ୍ଟରେ ରାଣୀ ଭାରତି ଅବତାରରେ ଏକ ସେଲ୍ଫି ଶେୟାର କରିଛନ୍ତି । ଏଥିରେ ସେ ସିଜିନ ୨ ଆଡକୁ ଇସାରା କରିଛନ୍ତି । ଏହାସହ ଭିକ୍ଟ୍ରି ସାଇନ୍ ମଧ୍ୟ ଦେଖାଇଛନ୍ତି । ହୁମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri