Home Left

କୁକୁର ଜନ୍ମଦିନରେ ମହିଳା ଖର୍ଚ୍ଚ କଲେ ୧୧ ଲକ୍ଷ ଟଙ୍କା

ବେଜିଂ: ସାଧାରଣତଃ ଗୃହପାଳିତ ପ୍ରାଣୀଙ୍କ ମଧ୍ୟରେ ଲୋକଙ୍କର ଅଧିକ ସ୍ନେହ ଥାଏ କୁକୁର ପ୍ରତି । ଏବେ ଏମିତି ଏକ କୁକୁରର ଜନ୍ମଦିନରେ ୧୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବା ଚର୍ଚ୍ଚାର ବିଷୟ ପାଲଟିଛି । ଚାଇନାର ଜଣେ ମହିଳା ତାଙ୍କ…

ମ୍ୟାନମାର: କାୟା ସୀମାରେ ମିଳିଲା ସେନା ଦ୍ୱାରା ନିହତ ୩୦ ଜଣଙ୍କ ପୋଡା ଯାଇଥିବା ମୃତଦେହ

ପ୍ରୁସୋ ଟାଉନ,୨୬ ।୧୨: ମ୍ୟାନମାରରେ ସଂଘର୍ଷ କରୁଥିବା ଲୋକଙ୍କ କରୁଣ କାହାଣୀ ଶେଷ ହେବାର ନାଁ ନେଉନି । ଶୁକ୍ରବାର କାୟା ସୀମାରେ ସେନା ଦ୍ୱାରା ମୃତ୍ୟୁ ହୋଇଥିବା ମହିଳା ଓ ଶିଶୁଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଜଣଙ୍କ ମୃତଦେହକୁ ପୋଡି…

ଦୁଇ ଗାଁ ମଧ୍ୟରେ ଗଣ୍ଡଗୋଳ

ବୈଶିଙ୍ଗା,୨୬।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ଗ୍ରାମ ଛକରେ ଶନିବାର ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ୩ ଗୁରୁତର ହୋଇଛନ୍ତି। ପୂର୍ବଶତ୍ରୁତାକୁ ନେଇ ଜନୈକ ସଂଖ୍ୟା ଲଘୁ ସମ୍ପ୍ରଦାୟର ଯୁବକଙ୍କ ଉପରେ ସ୍ଥାନୀୟ କେତେଜଣ ଗ୍ରାମବାସୀ…

ନିଜ ଘରେ ନିଆଁ ଲଗାଇଦେଲେ

ପାଟଣା,୨୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଧୀନ କ୍ଷୀରେଇ ଟାଙ୍ଗିରି ଅଞ୍ଚଳରେ ଶନିବାର ରାତିରେ ଜଣେ ଯୁବକ ନିଜ ଘରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ତାଙ୍କର ୨ ବଖରା ଖପର ଘର ଜଳିଯାଇଛି। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ…

କୋଟିଆରେ ମାର୍କେଟ ଷ୍ଟଲ୍‌ ନିର୍ମାଣ କାର୍ଯ୍ୟ ତଦାରଖକଲେ ସାଲୁର ବିଧାୟକ

ପଟ୍ଟାଙ୍ଗୀ,୨୫ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ସୀମାକୁ ଲାଗିଥିବା କୋଟିଆ ପଞ୍ଚାୟତକୁ ହାତେଇବା ଲାଗି ଆନ୍ଧ୍ର ବିଭିନ୍ନ ସମୟରେ କଳକୌଶଳ ପ୍ରୟୋଗ ଜାରି ରଖିଛି। ଶୁକ୍ରବାର ଓଡ଼ିଶା ସୀମାନ୍ତରେ ଅଙ୍ଗନଓ୍ବାଡି ଗୃହ ନିର୍ମାଣ କରୁଥିବା ଆନ୍ଧ୍ରକୁ କୋରାପୁଟ ଜିଲା…

‘ମହାରାଜାମାନେ ବର୍ତ୍ତମାନର ସରକାରଠାରୁ ବହୁଗୁଣରେ ଭଲ’

ଜମ୍ମୁ, ୨୫।୧୨: ଜମ୍ମୁ-କଶ୍ମୀରରେ ଗତ ଅଢ଼େଇ ବର୍ଷ ହେବ ବ୍ୟବସାୟ ଏବଂ ବିକାଶମୂଳକ କାର୍ଯ୍ୟ ଅଟକିଯାଇଛି। ଜନସାଧାରଣଙ୍କୁ ଦାରିଦ୍ର୍ୟ ମଧ୍ୟକୁ ଠେଲି ଦିଆଯାଇଛି ବୋଲି ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ କହିଛନ୍ତି। କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା…

ହଟିବ ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ

ଓ୍ବାଶିଂଟନ,୨୫ା୧୨:ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରୁ ପରଦା ହଟାଇବା ପାଇଁ ବୈଜ୍ଞାନିକମାନେ ଆଉ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ବିଶ୍ୱର ସବୁଠୁ ଶକ୍ତିଶାଳୀ ଏବଂ ବୃହତ୍ତମ ସ୍ପେସ୍‌ ଟେଲିସ୍କୋପ୍‌ ଜେମ୍ସ ଓ୍ବେବ୍‌କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ଶନିବାର ଭାରତୀୟ ସମୟ…

ଯୁବକଙ୍କୁ ଛୁରୀ ଭୁସି ହତ୍ୟା, କାରଣ ଖୋଜୁଛି ପୋଲିସ

କେନ୍ଦୁଝର, ୨୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଧୀନ ପଦ୍ମପୁର ପଞ୍ଚାୟତ ଅଧୀନ ବନାଯୋଡି ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଛୁରୀ ଭୁସି ନୃଶଂସ ଭାବେ ହତ୍ୟା କରାଯାଇଛି। ପୋଲିସ ଶନିବାର ଯୁବକଙ୍କ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।…

ଟେଷ୍ଟରେ ଡେବ୍ୟୁ କରିବେ ଏହି ଦ୍ରୁତ ବୋଲର

ମେଲବୋର୍ନ,୨୫।୧୨: ହାଇପ୍ରୋଫାଇଲ ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ୍‌ ରବିବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ବକ୍ସିଂ ଡେ ଟେଷ୍ଟ ଇଂଲଣ୍ଡ ଓ ଘରୋଇ ଅଷ୍ଟ୍ରେଲିଆ ପାଇଁ ନିର୍ଣ୍ଣାୟକ ସାବ୍ୟସ୍ତ ହେବ। ପ୍ରଥମ ଦୁଇଟି…

ଖୋଲିବ ଗୁମର; ରିମାଣ୍ଡରେ ଗଲେ ୨ ଅଭିଯୁକ୍ତ

ପୁରୀ ଅଫିସ,୨୫।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡରେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ରିମାଣ୍ଡରେ ଯାଇଛନ୍ତି। ଅଭିଯୁକ୍ତ ଜଗନ୍ନାଥ ଷଡ଼ଙ୍ଗୀ ଏବଂ ଅଶୋକ ଉପାଧ୍ୟାୟଙ୍କୁ କ୍ରାଇମ୍‌ବ୍ରାଞ୍ଚ ୨ ଦିନିଆ ରିମାଣ୍ଡରେ ନେଇଛି।…

ଯୁବକଙ୍କୁ ମାରି ରାସ୍ତାରେ ଫିଙ୍ଗିଦେଲେ: ୨ ଅଭିଯୁକ୍ତ ଅଟକ

କୋରାପୁଟ,୨୫ା୧୨(ସ୍ବ.ପ୍ର.): କୋରାପୁଟ ସହରର ବନଭାରତୀ କଲୋନୀରେ ଶନିବାର ଭୋର୍‌ରୁ ଏକ ହତ୍ୟାକାଣ୍ଡ ଘଟିଛି। ଏହି ହତ୍ୟାକାଣ୍ଡକୁ କେନ୍ଦ୍ରକରି ମୃତକଙ୍କ ସମ୍ପର୍କୀୟମାନେ ଉତ୍ତ୍ୟକ୍ତ ହୋଇ ପରଜାସାହିରେ ଥିବା ଅଭିଯୁକ୍ତଙ୍କ ଏକ ସେଲୁନକୁ ଭଙ୍ଗାରୁଜା କରିଥିଲେ। ଏହି ଘଟଣାକୁ ନେଇ ଶାନ୍ତିଶୃଙ୍ଖଳା ନେଇ କୋରାପୁଟ…

କୋହଲିଙ୍କୁ ନେଇ ଏପରିି ବଡ଼ କଥା କହିଦେଲେ ଦ୍ରାବିଡ

ନୂଆଦିଲ୍ଲୀ,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ରବିବାରଠାରୁ ଖେଳାଯିବ। ଏହି ବକ୍ସିଂ ଡେ ଟେଷ୍ଟ ସେଞ୍ଚୁରିଆନର ସୁପରପୋର୍ଟ ପାର୍କ ଷ୍ଟାଡିୟମରେ ଖେଲାଯିବ। ଏହି ସିରିଜ ଆରମ୍ଭ ପୂର୍ବରୁ ଟିମ୍‌ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri