ଜମିରୁ ମହିଳାଙ୍କଠାରୁ ନବଜାତ ଶିଶୁକନ୍ୟା ଉଦ୍ଧାର
ମହାକାଳପଡ଼ା,୨୯ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଳାଇଲୋ ଗ୍ରାମ ଚାଷ ଜମି ମଝି ରାସ୍ତାରୁ ଗୁରୁବାର ଜଣେ ମହିଳାଙ୍କଠାରୁ ସଦ୍ୟ ନବଜାତ ଶିଶୁକନ୍ୟାକୁ ଗାଁର ଦୁଇଜଣ ଯୁବକ ଉଦ୍ଧାର କରିଛନ୍ତି। ଖବରପାଇ ମହାକାଳପଡ଼ା ଥାନା ପୋଲିସ ପହଞ୍ଚତ୍ ୧୦୮ ଆମ୍ବୁଲାନ୍ସ ଯୋଗେ…
ବି.ଟେକ୍ ପାଇଁ ପରିବାଚାଷ
ମହାକାଳପଡ଼ା,୨୯ା୪(ଡି.ଏନ.ଏ.): ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ପାଇଁ ବହୁ ଘାତପ୍ରତିଘାତ ସହିବାକୁ ହୁଏ। ବିଭିନ୍ନ ପରିସ୍ଥିତିର ସାମ୍ନା କରିବାକୁ ପଡ଼େ। ଅକ୍ଳାନ୍ତ ପରିଶ୍ରମ ପରେ ସଫଳତା ମିଳେ। ଏହି କେଇ ପଦ କଥାକୁ ମନ୍ତ୍ର ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି…
ଅତଡ଼ା ଖସୁଛି, ସାନମଙ୍ଗ ପଞ୍ଚାୟତବାସୀ ଆତଙ୍କିତ
କେନ୍ଦ୍ରାପଡ଼ା ଅଫିସ, ୨୯ା୪: କେନ୍ଦ୍ରାପଡ଼ା ଜିଲା ଦେଇ ୭ ନଦୀ, ୨୭ ଶାଖା ନଦୀ ପ୍ରବାହିତ ହୋଇ ସମୁଦ୍ରରେ ମିଶିଛି। ଏଥିମଧ୍ୟରୁ କାଣୀ ଓ ବ୍ରାହ୍ମଣୀ ନଦୀର ଗତିପଥ ବଦଳୁଥିବାରୁ ପଠା ଏବଂ ବନ୍ଧ କଡ଼ରୁ ମାଟି ଅତଡାମାନ ଖସିବାରେ ଲାଗିଛି।…
ଝାଝରରେ ଆମୋନିଆ ଗ୍ୟାସ ଲିକ, ନିଶ୍ୱାସ ନେବାରେ ହେଉଛି ଅସୁବିଧା, ଅଧିକାଂଶ ଲୋକେ ହସ୍ପିଟାଲରେ ଭର୍ତ୍ତି
ଝାଝର,୨୯ ।୪: ହରିୟାଣାର ଝାଝରରେ ଗୁରୁବାର ରାତି ପ୍ରାୟ ୧୦ଟା ସମୟରେ ଏକ ବଡ ଅଘଟଣ ଘଟି ଯାଇଛି । ଏଠାରେ ଥିବା ବେରି ଗେଟ ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ ସିଲିଣ୍ଡରରେ ଲାଗିଥିବା ପାଇପରୁ ଗ୍ୟାସ ଲିକ…
ଆଫଗାନିସ୍ତାନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍
କାବୁଲ,୨୯ ।୪: ଆଫଗାନିସ୍ତାନରେ ବଲ୍ଖ ଅଞ୍ଚଳରେ ହର ମଜାର-ଏ-ଶରିଫରେ ମିନି ବସ୍ରେ ହୋଇଥିବା ୨ଟି ବିସ୍ଫୋରଣରେ ଅତିକମରେ ୯ ଜଣଙ୍କ ମୃତ୍ୟୁ ହେବା ସହ ୧୩ ଜଣ ଆହତ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରେ ନିକଟସ୍ଥ ସ୍ୱାସ୍ଥ୍ୟ…
ଆଜିଠୁ ପଶ୍ଚିମ ଦ୍ୱାରରେ ଦର୍ଶନ
ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ରଥ ନିର୍ମାଣ ପାଇଁ ସିଂହଦ୍ୱାର ସମ୍ମୁଖରେ କାର୍ଯ୍ୟ ହେବାକୁ ଥିବାରୁ ଗହଳି କମାଇବା…
ଆଫଗାନିସ୍ତାନରେ ବିସ୍ଫୋରଣ: ୯ ମୃତ
କାବୁଲ,୨୯।୪: ଆଫଗାନିସ୍ତାନର ବାଲଖ ପ୍ରଦେଶର ସହର ମଜାର-ଇ-ସରିଫରେ ମିନିବସ ଉପରେ ଦୁଇଟି ବୋମା ବିସ୍ଫୋରଣରେ ଅତି କମରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଉଭୟ ବିସ୍ଫୋରଣରେ ଜନସାଧାରଣ ପରିବହନକୁ ଟାର୍ଗେଟ କରାଯାଇଥିଲା। ମୃତକଙ୍କ ମୃତଦେହକୁ…
ପ୍ରଭାରୀ ବୁଝିଲେ, ତଥାପି ଦିଲ୍ଲୀରେ ଛାମୁଆ ନେତାଙ୍କ ମେଳି
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ କଂଗ୍ରେସର ସାଙ୍ଗଠନିକ ପୁନର୍ବିନ୍ୟାସ ଖୁବ୍ଶୀଘ୍ର ହେବ। ପିସିସି ସଭାପତିଠାରୁ ଆରମ୍ଭକରି କାର୍ଯ୍ୟକାରୀ ସଭାପତି, ଛାମୁଆ ସଙ୍ଗଠନର ରୂପରେଖ ବଦଳିବାର ସମ୍ଭାବନା ଅଧିକ ରହିଛି। କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାର ୨ଦିନ ଧରି ଓଡ଼ିଶାରେ ରହି ନେତାମାନଙ୍କ ସହ ପର୍ଯ୍ୟାୟକ୍ରମେ…
ହିନ୍ଦୀ: ରାଷ୍ଟ୍ରଭାଷା ନୁହେଁ, ବୋଝ
ନୂଆଦିଲ୍ଲୀ/ବେଙ୍ଗାଲୁରୁ/ ମୁମ୍ବାଇ,୨୯ା୪:ଦେଶର ଅଣହିନ୍ଦୀ ଭାଷୀ ରାଜ୍ୟଗୁଡ଼ିକ ଉପରେ ହିନ୍ଦୀକୁ ଲଦି ଦିଆଯାଉଥିବା ନେଇ ବିବାଦ ସୃଷ୍ଟି ହୋଇଛି। ବଲିଉଡ୍ ଅଭିନେତା ଅଜୟ ଦେବଗନ ଓ କନ୍ନଡ଼ ଷ୍ଟାର କିଚ୍ଚା ସୁଦୀପଙ୍କ ମଧ୍ୟରେ ଏନେଇ ଟୁଇଟରରେ ବାକ୍ଯୁଦ୍ଧ ଚାଲିଥିବାବେଳେ ରାଜନେତାମାନେ ନିଅଁାରେ ଘିଅ…
ଏଏସ୍ଆଇ ମୁଣ୍ଡରେ ଦୋଷ ଲଦିଲେ ଜୟନ୍ତ
ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ପ୍ରସଙ୍ଗରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମର୍ଥନ କରିଛନ୍ତି। ଜୟନ୍ତ ନିଜ ସ୍ବର ବଦଳାଇ ଅପରାଜିତାଙ୍କୁ ସମର୍ଥନ କରିବା ସହ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା…
ଆମେରିକା ବି ଦେଇଛି ତାଲିମ
ଓ୍ବାଶିଂଟନ୍, ୨୯ା୪: ମେରାଇନ୍ ମାମାଲ ପ୍ରୋଗାମ ଅଧୀନରେ ଆମେରିକା ନୌସେନା ଡଲ୍ଫିନ୍, ରେ, ଶାର୍କ, କଇଁଛ, ସାମୁଦ୍ରିକ ପକ୍ଷୀଙ୍କୁ ପରୀକ୍ଷଣ କରିଛି। ଡଲଫିନ୍ ଏବଂ କାଲିଫର୍ନିଆର ସମୁଦ୍ର ସିଂହଙ୍କୁ ଆମେରିକା ତାଲିମ ଦେଇ ୧୯୫୯ ମସିହାରୁ ଏହାକୁ ବ୍ୟବହାର କରିଆସୁଛି। ସମୁଦ୍ର…
କୃଷ୍ଣସାଗରରେ ଡଲ୍ଫିନ୍ ଦଳ
ମସ୍କୋ, ୨୯ା୪: ସବୁଠୁ ବୁଦ୍ଧିମାନ ମତ୍ସ୍ୟ ଡଲଫିନ୍କୁ ରୁଷିଆ କୃଷ୍ଣସାଗର ନୌସେନା ଘାଟିର ସୁରକ୍ଷା ପାଇଁ ମୁତୟନ କରିଛି। ୟୁଏସ୍ ନାଭାଲ ଇନଷ୍ଟିଚ୍ୟୁଟ୍ (ୟୁଏସ୍ଏନ୍ଆଇ) ଉପଗ୍ରହ ଚିତ୍ରରୁ ଏହା ଜାଣିବାକୁ ପାଇଛି। ରୁଷିଆର ଗୁରୁତ୍ୱପୂର୍ଣ୍ଣ ନାଭାଲ ବେସ୍ ସୋଭାସ୍ତୋପୋଲ ହାର୍ବର ପ୍ରବେଶପଥରେ…

