ମହିଳା ବସ୍ରେ ଏକୁଟିଆ ଯାତ୍ରା କରିବା ମନା, କାର୍ରେ ମ୍ୟୁଜିକ୍ ବନ୍ଦ…
କାବୁଲ, ୨୭।୧୨: ଆଫଗାନିସ୍ତାନରେ ତାଲିବାନ୍ ସରକାରଙ୍କର ପ୍ରକୃତ ମୌଳବାଦୀ ଆଭିମୁଖ୍ୟ ବର୍ତ୍ତମାନ ସାମ୍ନାକୁ ଆସୁଛି। ଦେଶର ସରକାରଙ୍କୁ ସ୍ବୀକୃତି ପାଇଁ ଅନ୍ତର୍ଜାତୀୟସ୍ତରରେ ଅନୁରୋଧ କରୁଥିବା ତାଲିବାନ କଠୋର ଆଇନ ପ୍ରଣୟନ କରିଛି। ମହିଳାମାନଙ୍କୁ ବସ କିମ୍ବା ଅନ୍ୟାନ୍ୟ ଗାଡିରେ ଦୀର୍ଘ ଦୂରତା…
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୩ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
ଗାଙ୍ଗୁଲିଙ୍କୁ ପଛରେ ପକାଇଲେ କୋହଲି
ସେଞ୍ଚୁରିୟନ,୨୭।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଖେଳୁଛି ଭାରତୀୟ ଦଳ। ଏହି ମ୍ୟାଚରେ ଭାରତୀୟ ଓପନରମାନେ ଚମତ୍କାର ଇନିଂସ ଖେଲିଛନ୍ତି। ଏଥି ସହିତ ଭାରତୀୟ ଅଧିନାୟକ ବିରାଟ କୋହଲି କୌଣସି ବଡ଼ ଇନିଂସ ଖେଳି…
ଉପାନ୍ତକୁ ଅଣଦେଖା: ମଣ୍ଡିରେ ପଡ଼ିଛି ଧାନ
ବରଗଡ଼ ଅଫିସ୍/ଝାରବନ୍ଧ/ ଅମ୍ବାଭୋନା,୨୭।୧୨: ଖରିଫ ଧାନ ସଂଗ୍ରହରେ ବରଗଡ଼ ଜିଲାର ଉପାନ୍ତ ଅଞ୍ଚଳଗୁଡ଼ିକୁ ଅଣଦେଖା କରାଯାଉଛି। ମଣ୍ଡିରେ ପଡ଼ିଥିବା ଧାନ ଉଠାଯାଉନାହିଁ। ଫଳରେ ଚାଷୀମାନେ ଶୀତ, କାକରରେ ଜଗି ରହିଛନ୍ତି। ଅନ୍ୟପଟେ ଧାନ ବିକ୍ରି ହୋଇ ନ ପାରିବାରୁ ଅମଳରେ ନିୟୋଜିତ…
ନିଜେ ବେସାହାରା, ହେଲେ କୁକୁର ପାଇଁ ତୋଳିଲେ ବିଳାସପୂର୍ଣ୍ଣ ଘର
ଅଧିକାଂଶ ସମୟରେ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଫଟୋ ଏବଂ ଭିଡିଓ ବେଶ୍ ଶିକ୍ଷଣୀୟ ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ବି ପ୍ରଶଂସା କରିବେ। ଆମକୁ ପିଲାଦିନରୁ…
କଳା ମୁଗୁନିପଥର ଆଣିବା ଦାୟିତ୍ୱରେ ଥିଲେ ଖେମୁଣ୍ଡି ରାଜା
ପୁରୁଷୋତ୍ତମ କ୍ଷେତ୍ର ପୁରୀରୁ କୋଣାଦିତ୍ୟ (କୋଣାର୍କ) କ୍ଷେତ୍ରକୁ ଯିବାଆସିବା କରିବା ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣ ସମୟରେ ଆଜିପରି ସହଜ ନ ଥିଲା। ପୂର୍ବରୁ ଆମେ ଜାଣିଛେ କେଉଁଠି ବାଲିପନ୍ତରା, କେଉଁଠି ଅଗନାଅଗନି ବନସ୍ତ, ନଈନାଳ ପୁଣି ତା’ ଭିତରେ ଜନ୍ତୁଜୁନ୍ତା ଭୟ।…
ଲଜ୍ଜାଜନକ ରେକର୍ଡ ହାସଲ କଲେ ପୂଜାରା
ସେଞ୍ଚୁରିୟନ,୨୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ସେଞ୍ଚୁରିୟନରେ ଖେଳାଯାଉଛି। ଏହି ମ୍ୟାଚରେ ଓପନର କେ.ଏଲ ରାହୁଲ ଏବଂ ମୟଙ୍କ ଅଗ୍ରୱାଲ ଚମତ୍କାର ଇନିଂସ ଖେଳିଛନ୍ତି। ଏଥି ସହିତ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ…
ସାଢ଼େ ୮ ହଜାର ଡାକଘରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ମହିଳା ସୁରକ୍ଷା ପ୍ରସଙ୍ଗ ଉପରେ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖାଯାଇଛି। ରାଜ୍ୟର ସମସ୍ତ ୮ ହଜାର ୫୬୭ ଡାକବାକ୍ସରୁ ସମାନ ଚିଠି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି। ଉକ୍ତ ଚିଠିରେ ମହିଳା ସୁରକ୍ଷା ନେଇ ଶାସକ…
ମଧୁମେହ ହୋଇଥିଲେ….
ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ମଧୁମେହ ରୋଗୀଙ୍କଠାରେ ହୃଦ୍ରୋଗ, କିଡ୍ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ…
ଖଣ୍ଡୋଲାଇଟ୍ ପଥର ଖଣି ଖନନକୁ ବିରୋଧ
ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ ତେଲିଗଡ଼ ପାହାଡ଼ରୁ ଖଣ୍ଡୋଲାଇଟ୍ ପଥର ଖନନ କରାଯିବ। ଏହାକୁ ଓଡ଼ିଶା ଖଣିନିଗମ ଉତ୍ତୋଳନ ପାଇଁ…
୧୨ ବର୍ଷରେ ୩୦ ଗୁଣ ଠିକାଦାର ବୃଦ୍ଧି
ଯାଜପୁର ଅଫିସ,୨୭ା୧୨: ରାଜ୍ୟ ପୂର୍ତ୍ତ ବିଭାଗରେ ସରକାରୀ ସ୍ବୀକୃତିପ୍ରାପ୍ତ ମୋଟ ଠିକାଦାର ସଂଖ୍ୟା ୪୧,୨୩୭ ରହିଥିବାବେଳେ ସେଥିରୁ ୪୨୨ ଜଣ ରାଜ୍ୟ ବାହାରର ଠିକାଦାର ଅଛନ୍ତି। ଗତ ୧୨ ବର୍ଷରେ ୩୦ ଗୁଣରୁ ଅଧିକ ଠିକାଦାର ସଂଖ୍ୟା ବୃଦ୍ଧି ପାଇଛି। ତେବେ…
ପାଉଁରୁଟିକୁ ନେଇ ସୁରକ୍ଷା ଚିନ୍ତା
କେନ୍ଦ୍ରାପଡ଼ା ଅଫିସ,୨୭ା୧୨: ହାଲକା ଖାଦ୍ୟ ଭାବେ ପାଉଁରୁଟି ଜଣାଶୁଣା। ସ୍ବାସ୍ଥ୍ୟ ପାଇଁ ଆବଶ୍ୟକ କାର୍ବୋହାଇଡ୍ରେଟ୍ ଓ ଅନ୍ୟାନ୍ୟ ଉପାଦାନ ମିଳିଥାଏ। ତେବେ ଏହି ପାଉଁରୁଟି ଏବେ ସୁରକ୍ଷିତ ନୁହେଁ। ବାସି ପାଉଁରୁଟି ଖାଇ କେନ୍ଦ୍ରାପଡ଼ା ବ୍ଲକ କଂସାର ପଞ୍ଚାୟତର ଦୁଇ ଛୋଟ…
Archives


