Home Left

ସ୍ମାର୍ଟ ସ୍କୁଲରେ ଶିକ୍ଷକ ଅଭାବ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମର ବହୁ ପୁରାତନ ସରକାରୀ ସିଟି ହାଇସ୍କୁଲରେ ଚଳିତ ଶିକ୍ଷାବର୍ଷ ନିମନ୍ତେ ଏପ୍ରିଲ ୨୦ରୁ ବିଭିନ୍ନ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ନାମଲେଖା ଆରମ୍ଭ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ଅଭିଭାବକ ପିଲାଙ୍କ ନାମ ଲେଖାଇବା ପାଇଁ ଗଲେ…

ମୁଖ୍ୟ ଅଭିନେତା ପାଇଁ ୪୦ ଅଡିଶନ ଦେଇ ବି ଫେଲ ମାରିଥିଲେ ସରମନ

ମୁମ୍ବାଇ: ସରମନ ଯୋଶୀ । ଆଗଧାଡିର ନ ହେଲେ ବି ବଲିଉଡର ଜଣେ ଜଣାଶୁଣା କଳାକାର । କିଛି ଫିଲ୍ମରେ ସେ ଏମିତି ଅଭିନୟ କରିଛନ୍ତି ଯାହାର ଛାପ ଦର୍ଶକଙ୍କ ଉପରେ ନିଶ୍ଚିତ ଭାବେ ପଡିଛି । ୪୩ ବର୍ଷରେ ପାଦ…

ଆଦିତ୍ୟଙ୍କ ଜବରଦସ୍ତ ଆକ୍ସନ

ବଲିଉଡ୍‌ ଅଭିନେତା ଆଦିତ୍ୟ ରୟ କପୁରଙ୍କ ଅଭିନୀତ ‘ଓମ-ଦ ବ୍ୟାଟେଲ୍‌ ଓ୍ବିଦିନ୍‌’ର ଟିଜର ରିଲିଜ ହୋଇଛି। ୫୭ ସେକେଣ୍ଡର ଏହି ଟିଜର୍‌କୁ ଦର୍ଶକ ବହୁତ୍‌ ପସନ୍ଦ କରୁଛନ୍ତି। ଟିଜର୍‌ରେ ଫିଲ୍ମର କାହାଣୀ ଏବଂ ଷଡଯନ୍ତ୍ର ବିଷୟରେ ଅଧିକ ସୂଚନା ଦିଆଯାଇ ନାହିଁ।…

ଆର୍‌ଏମ୍‌ସି କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଟାଉନ,୨୮ା୪(ଡି.ଏନ୍‌.ଏ.): ଯାଜପୁର ଆର୍‌ଏମ୍‌ସି କର୍ମଚାରୀ ଗୟାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ ହୋଇଛି। ଯାଜପୁର ଥାନା ସନ୍ଥେଶ୍ବରପୁରଠାରେ ଗୟାଧର ସାହୁଙ୍କ ନିଜ ବାସଭବନ ଏବଂ…

ରାଣା ଦମ୍ପତିଙ୍କ ଝିଅ ପାଠ କଲେ ହନୁମାନ ଚାଳିଶା

ପୁଣେ,୨୮।୪: ମହରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦ ଥମିବାର ନାଁ ନେଉନାହିଁ। ଏହି ବିବାଦରେ ଗିରଫ ହୋଇଥିବା ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣାଙ୍କ କୁନି ଝିଅ ଆରୋହୀ ମାତାପିତାଙ୍କୁ ଜେଲ୍‌ରୁ ଶୀଘ୍ର ମୁକ୍ତ ପାଇଁ ହନୁମାନ ଚାଳିଶା…

୭ ସନ୍ତାନଙ୍କୁ ଛାଡି ପ୍ରେମିକ ସହ ମହିଳା ଫେରାର୍‌

ଭୋପାଳ,୨୮।୪: କୁହାଯାଏ, ପ୍ରେମ ଅନ୍ଧ ହୋଇଥାଏ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା ଜଣାପଡେ ନାହିଁ। ମଧ୍ୟପ୍ରଦେଶର ଛତ୍ରପୁରରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଜଣେ ୫୦ ବର୍ଷ ବୟସ୍କା ମହିଳା ୨୦ ବର୍ଷର ପ୍ରେମିକ ସହ ଫେରାର୍‌ ହୋଇଯାଇଛନ୍ତି।…

୬ ମାସ ବଢ଼ିଲା କରୋନା ଯୋଦ୍ଧାଙ୍କ ବୀମା

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ରିଲିଫ…

ରାଜଧାନୀରେ ଚାଞ୍ଚଲ୍ୟ: ଘର ଭିତରୁ ମିଳିଲା ୩ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଚିନ୍ତାମଣିଶ୍ୱର ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୩ ସଦସ୍ୟଙ୍କ ମୃତଦେହ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହି ମୃତଦେହ ମଧ୍ୟରେ ଦମ୍ପତିଙ୍କ ସହ ଏକ ୧୫ ମାସର ଶିଶୁ…

ସାର ସବ୍‌ସିଡିକୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨୮।୪: କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ବୁଧବାର ଫସ୍‌ଫେଟିକ୍‌ ଆଣ୍ଡ ପୋଟାସିକ୍‌ (ପି ଆଣ୍ଡ କେ) ସାର ପାଇଁ ସବ୍‌ସିଡିରେ ପ୍ରାୟ ୫୦% ବୃଦ୍ଧିକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଥିସହିତ ଖରିଫ ଋତୁରେ ସାର ଦାମ୍‌ ବୃଦ୍ଧି ହେବ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଟୁଇଟର୍‌ ପରେ ଏବେ କୋକା-କୋଲା ଉପରେ ଏଲନ ମସ୍କଙ୍କ ନଜର

ଓ୍ବାଶିଂଟନ୍‌,୨୮।୪: ଆଜିକାଲି ଟେସଲା ସିଇଓ ଏଲନ ମସ୍କ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ଦୁନିଆର ସବୁଠୁ ବଡ ସୋସିଆଲ ମିଡିଆ କମ୍ପାନୀ ଟୁଇଟର୍‌ କିଣିଛନ୍ତି। ଏବେ ମସ୍କ କୋକା-କୋଲା କିଣିବା ନେଇ ଟୁଇଟ୍‌ କରିଛନ୍ତି। ଏହି ଟୁଇଟ୍‌ ଏବେ ଭାଇରାଲ ହେବାରେ…

ଟୋଲ୍‌ପ୍ଲାଜା ବିରୋଧରେ ତାତିଲେ ଲୋକେ

ବରଗଡ଼ ଅଫିସ,୨୮ା୪: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍‌ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି। ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି। ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରୁ ମଧ୍ୟ ବେଆଇନଭାବେ…

ମାଲକାନଗିରିର ପୂର୍ବତନ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି, ୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?