ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀଙ୍କୁ କ୍ଷମା ମାଗିଲେ ବୋଲର୍
ମୁମ୍ବାଇ,୨୮।୪: ଆଇପିଏଲ ୨୦୨୨ର ୪୦ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଏକ ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ କ୍ୟାପଟେନ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପାଣ୍ଡ୍ୟା ବ୍ୟାଟିଂରେ…
ଫାଟିଲା ପଛ ଚକା; ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍
ଫୁଲନଖରା,୨୮।୪(ଡି.ଏନ୍.ଏ.): କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥସ୍ଥିତ ଫୁଲନଖରା ଓଭର ବ୍ରିଜ଼ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରର ସାଲିଆସାହି ବସ୍ତିରୁ ଏକ ଘରୋଇ ବସ ନଂ (ଓଆର୍ ୦୨ ଏଟି.୭୬୪୭)ଯୋଗେ ୩୦ ଊର୍ଦ୍ଧ୍ୱ ଶ୍ରମିକ…
୬ ଜିଲାରୁ ୭ ଆକ୍ରାନ୍ତ
ଭୁବନେଶର,୨୮।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୪ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…
ରାଜନୀତିରୁ ମୋହଭଙ୍ଗ: ପୁଣି ସିଭିଲ୍ ସର୍ଭିସ୍କୁ ଫେରିବେ ଫୈସଲ!
ମୁମ୍ବାଇ,୨୭।୪: ପୂର୍ବତନ ଆଇଏଏସ ଅଧିକାରୀ ଶାହ ଫୈସଲ ରାଜନୀତିରେ ନିରାଶ ହୋଇଛନ୍ତି। ଜମ୍ମୁ କାଶ୍ମୀରର ପ୍ରଥମ ୟୁପିଏସ୍ସି ଟପ୍ପର ହୋଇଥିବା ଫୈସଲ ସିଭିଲ ସର୍ଭିସକୁ ଫେରିବା ପାଇଁ ସୂଚିତ କରିଛନ୍ତି। ନିକଟରେ ସେ ଟୁଇଟ୍ ଯୋଗେ ୨୦୧୯ରେ ସରକାରୀ ଚାକିରୀ ଛାଡି…
ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର
ଭୁବନେଶ୍ୱର,୨୮।୪(ବ୍ୟୁରୋ): ସାବଧାନ! ସହରରେ ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର। ଦେଖାଉଛନ୍ତି ଦିବ୍ୟାଙ୍ଗ ପ୍ରମାଣପତ୍ର। ଭିକ୍ଷା ମାଗିବା ଆଳରେ ଘରକୁ ଘର, ହଷ୍ଟେଲ, ମେସ୍ ବୁଲି ଚୋରି କରୁଛନ୍ତି। ଏଭଳି ଏକ ଗ୍ୟାଙ୍ଗ୍କୁ କମିଶନରେଟ ସ୍ପେଶାଲ ସ୍କ୍ବାଡ୍ ଧରିଛି। ବୁଧବାର…
ନାବାଳକଙ୍କୁ ଅପହରଣ, ନୟାଗଡ଼ରେ ବିକ୍ରି
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀ ଇନ୍ଫୋସିଟି ଥାନା ଅଞ୍ଚଳରେ ଜଣେ ଶିଶୁକନ୍ୟାକୁ ବିସ୍କୁଟ ଦେଇ ଅପହରଣ କରାଯିବା ଘଟଣାର ୧୦ଦିନ ପରେ ଖଣ୍ଡଗିରି ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଅପହରଣ କରାଯାଇ ବିକ୍ରି କରାଯାଇଥିବା ଜଣାପଡ଼ିଛି। ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ କାବୁ କରି ତାଙ୍କ…
କପି ଧରାପଡ଼ିବାରୁ ଜୀବନ ହାରିଲେ ଛାତ୍ର, ହଷ୍ଟେଲରୁ ମିଳିଲା ମୃତଦେହ
ଜଟଣୀ,୨୮।୪(ଡି.ଏନ୍.ଏ.): ରାଜ୍ୟରେ ଗତ କିଛିମାସ ମଧ୍ୟରେ କେତେକ କଲେଜ ପରିସରରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ନଜରକୁ ଆସିଛି। ଏହା ଉଭୟ କଲେଜ କର୍ତ୍ତୃପକ୍ଷ ଓ ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଗତ ମାସ ୧୪ତାରିଖରେ ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ନାଇଜର…
ବେବିରାଣୀ ହେଲେ ଶ୍ରେଷ୍ଠ ଓଡ଼ିଆଣୀ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ପ୍ରଥା, ପରମ୍ପରା ଓ ଚଳଣିର ପୁନଃ ଅଭ୍ୟାସ ଜରିଆରେ ଓଡ଼ିଆ ସ୍ବାଭିମାନ, ଅସ୍ମିତାକୁ ଅନୁଭବ କରିବା ପାଇଁ ଏକ ଅନନ୍ୟ ଆନ୍ଦୋଳନ ହେଉଛି ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା ଓ ଓଡ଼ିଆ ମହୋତ୍ସବ’। କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ବୁଧବାର ସୂଚନା ଭବନଠାରେ…
ଇସ୍ରାଏଲରେ ରିଲିଜ ହେବ ‘ଦ କଶ୍ମୀର ଫାଇଲ୍ସ’
ମୁମ୍ବାଇ: ଭାରତୀୟ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିବା ଅଭିନେତା ଅନୁପମ ଖେରଙ୍କ ଅଭିନୀତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ୨୮ ଏପ୍ରିଲ ଅର୍ଥାତ୍ ଗୁରୁବାର ଇସ୍ରାଏଲରେ ରିଲିଜ୍ ହେବାକୁ ପ୍ରସ୍ତୁତ ହୋଇ ସାରିଛି । ଆଇ ଏମ ବୁଦ୍ଧାଙ୍କ ନିର୍ଦ୍ଦେଶକ…
ସୂର୍ଯ୍ୟମୁଖୀ ଚାଷକୁ ପ୍ରୋତ୍ସାହନ ନାହିଁ
କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି । ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ । ପ୍ରଥମ ବର୍ଷର…
ପଞ୍ଜାବ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କୁ ଆତଙ୍କବାଦୀଙ୍କ ଧମକ
ଚଣ୍ଡିଗଡ଼,୨୮ ।୪: ଆତଙ୍କବାଦୀମାନେ ପଞ୍ଜାବର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ କିଛି ରେଲୱେ ଷ୍ଟେଶନକୁ ଉଡାଇ ଦେବାକୁ ଧମକ ଦେଇଥିବା ଜଣାପଡିଛି । ରାଜ୍ୟର କପୁରତାଲା ଷ୍ଟେଶନର ଡିଆରଏମଙ୍କୁ ମିଳିଥିବା ଚିଠିରେ ସୁଲ୍ଲତାନପୁର ଲୋଧି, ଲୋହିୟାଂ ଖାସ, ଫିରୋଜପୁର ଉାବନି, ଫଗୱାଡା, ଅମୃତସର…
ଶ୍ରମିକଙ୍କ କାମ କରୁଛି ମେଶିନ, ଏମ୍ଜିଏନ୍ଆର୍ଇଜିଏସ୍ ଯୋଜନା ବାଟବଣା
ବରୀ,୨୮ା୪(ଡି.ଏନ.ଏ.): ସରକାର ଶ୍ରମିକଙ୍କୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ କାମ ଯୋଗାଇ ଦେବାର ନିୟମ ରହିଛି। ଏଥିସହିତ ଶ୍ରମିକମାନେ କିପରି ଏହି ଯୋଜନାରେ ସାମିଲ ହୋଇ ଉପକୃତ ହୋଇପାରିବେ ତାହା ଉପରେ ପ୍ରଶାସନକୁ ଗୁରୁତ୍ୱ…

