Home Left

ଖରାପ ରେକର୍ଡ ହାସଲ କଲା ଇଂଲଣ୍ଡ

ମେଲବୋର୍ନ,୨୬।୧୨: ଇଂଲଣ୍ଡ ଦଳ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ସେଠାରେ ୫ ମ୍ୟାଚ ଆଶେସ ସିରିଜ ଖେଳାଯାଉଛି। ତୃତୀୟ ଟେଷ୍ଟ ରବିବାର ଠାରୁ ଆରମ୍ଭ ହୋଇଛି। ଆୟୋଜକ ଅଷ୍ଟ୍ରେଲିଆ ଦଳ ଏବେ ସିରିଜରେ ୨-୦ ଆଗରେ ଅଛି। ତୃତୀୟ ଟେଷ୍ଟର ପ୍ରଥମ…

ଆମେ ବ୍ରହ୍ମୋସ କ୍ଷେପଣାସ୍ତ୍ର ଏଇଥିପାଇଁ ନିର୍ମାଣ କରୁଛୁ, ବିଶ୍ୱର କୌଣସି ଦେଶ ଆମକୁ ଶତ୍ରୁ ଭାବେ ନ ଦେଖୁ: ରାଜନାଥ

ଲକ୍ଷ୍ନୌ,୨୬ ।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବ୍ରହ୍ମୋସ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ବ୍ରହ୍ମୋସ ଏଇଥିପାଇଁ ନିର୍ମାଣ କରାଯାଉଛି, ଯେ ବିଶ୍ୱର କୌଣସି ବି ଦେଶ ଭାରତକୁ…

ଘରେ ଶୋଇଥିବା ବେଳେ ଦଳିଦେଲା ହାତୀ

ଲେଫ୍ରିପଡ଼ା,୨୬ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ରେଞ୍ଜ ଅନ୍ତର୍ଗତ ଦଲକି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ସେହି ଗ୍ରାମର ସୁରଜ ବାର୍ଲା(୪୫) ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ…

‘ମୁଁ ବଞ୍ଚିଛି, ମୋତେ ନେଇ ଯାଅ ସୁମିତ’

ବ୍ରହ୍ମପୁର ଅଫିସ,୨୬।୧୨: ବ୍ରହ୍ମପୁର ବ୍ରହ୍ମାନଗରର ତପସ୍ବିନୀ ରବିବାର କୋହଭରା କଣ୍ଠରେ କହିଛନ୍ତି, ମୁଁ ସୁମିତକୁ ଭଲ ପାଇ ବାହା ହୋଇଥିଲି, ତାଙ୍କୁ ବହୁତ ବିଶ୍ୱାସ କରେ । ଯାହାଙ୍କୁ ବିଶ୍ୱାସ କରି ହାତଧରି ବାହା ହୋଇଥିଲି ସେ ମୋତେ ବରବାଦ କରିବାକୁ…

ସୋରଡ଼ାରେ ବିଜେଡିର ପ୍ରତିଷ୍ଠା ଦିବସ

ସୋରଡ଼ା,୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁଙ୍କ ନେତୃତ୍ୱରେ ଦଳୀୟ କର୍ମୀ ସମର୍ଥକମାନେ ବିଜେଡିି କାର୍ଯ୍ୟାଳୟରୁ ବାହାରି ଶୋଭାଯାତ୍ରାରେ ଗନିଛକ ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପରେ ମେଡିକାଲରେ ରୋଗୀଙ୍କୁ ଫଳ…

ସବୁଠୁ ଛୋଟ ଘୋଡ଼ା; ଉଚ୍ଚତା ମାତ୍ର ୧ଫୁଟ ୧୦ ଇଞ୍ଚ

ଘୋଡ଼ା ତ ସମସ୍ତେ ଦେଖିଥିବେ। ଏହାର ଉଚ୍ଚତା, ବଳିଷ୍ଠ ଶରୀର ଓ ଦ୍ରୁତ ବେଗରେ ଦୌଡ଼ିବାର କ୍ଷମତା ସମସ୍ତଙ୍କ ମନ ଜିଣି ନିଏ। ତେବେ ଏମିତି ବି ଏକ ଘୋଡ଼ା ଅଛି; ଯାହାକୁ ଦେଖିଲେ ଆପଣ ଭାବିପାରିବେନି ଏହା ଏକ ଘୋଡ଼ା…

କେନ୍ଦୁଝରରେ ପ୍ରଥମ କୁହୁଡ଼ି

କେନ୍ଦୁଝର,୨୬ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଚଳିତ ଶୀତ ଋତୁର ପ୍ରଥମ କୁହୁଡି ରବିବାର ସକାଳେ ଦେଖିବାକୁ ମିଳିଛି। ସକାଳ ୯ଟା ପର୍ଯ୍ୟନ୍ତ ଏହି ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ସକାଳ ହୋଇଯାଇଥିବା ସତ୍ତ୍ୱେ ମୁଖ୍ୟ ରାସ୍ତାରେ ଲାଇଟ୍‌ ବନ୍ଦ ହୋଇଯାଇଥିବା ବେଳେ ଶହେ…

ଟସ୍‌ ଜିତିଲା ଭାରତ

ସେଞ୍ଚୁରିଆନ୍‌,୨୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ସେଞ୍ଚୁରିଅନ ଗ୍ରାଉଣ୍ଡରେ ଖେଳାଯାଉଛି। ଭାରତ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦକ୍ଷିଣ ଆଫ୍ରିକା ଦଳ ବୋଲିଂ…

ପ୍ରଥମ ଦରମା ଟଙ୍କାରେ ଗରିବ ପିଲାଙ୍କ ପାଇଁ ପାଠ୍ୟ ଉପକରଣ କିଣିଥିଲି: ଭବାନୀ ଭୂୟାଁ

ପିଲାଦିନେ ବେଳେ ବେଳେ ଭାବେ ଚାକିରୀ କରିବି । ବାପା, ମାଆଙ୍କୁ ଆଣି ପାଖରେ ରଖିବି କିନ୍ତୁ ବୟସ ବଢ଼ିବା ସଙ୍ଗେ ସଙ୍ଗେ ସେ ଚିନ୍ତାଧାରା ବି ପରିବର୍ତ୍ତିତ ହେବାକୁ ଲାଗିଲା । ମୁଁ ମୋର ପ୍ରଥମ ରାଜନୈତିକ କର୍ମକ୍ଷେତ୍ରରୁ (ବାଲିଆପାଳରୁ…

ସେନାଙ୍କ ଗାଁ ବିଲିପଡ଼ା

ପବିତ୍ର ଦେଶ ମାତୃକାର ସେବା କରିବା ପାଇଁ ଅନେକ ଯୁବତୀଯୁବକ ସୈନ୍ୟବାହିନୀରେ ଯୋଗଦେଇଥାନ୍ତି। ସେମାନଙ୍କ ତ୍ୟାଗ ଓ ଦେଶପ୍ରେମ ସେମାନଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଥାଏ। ତେବେ ଓଡ଼ିଶାର ଏମିତି ଏକ ଗାଁ ଅଛି ଯେଉଁଠି ଏକାଧିକ ଯୁବକ ସୈନ୍ୟବାହିନୀରେ ଯୋଗଦେଇ ଗାଁକୁ…

ଜମିରୁ ଶୁଖୁନି ପାଣି

ବନ୍ତ,୨୬ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ଶତାଧିକ ଏକର ଜମିରେ ପାଣି ଜମି ରହିଛି। ଫଳରେ ଚାଷୀ ଧାନ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ସରକାରଙ୍କ ପକ୍ଷରୁ ମଣ୍ଡି ଖୋଲିବାରେ ବିଳମ୍ବ ହେବାରୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପ୍ରଥମ…

ଜଗନ୍ନାଥଙ୍କ ଦର୍ଶନରେ ହୁଏ ନୂଆବର୍ଷର ଆରମ୍ଭ: ଅଭିନେତ୍ରୀ ଶୀତଲ ପାତ୍ର

‘ଶ୍ରୀ ଜଗନ୍ନାଥ’ ଆଧ୍ୟାତ୍ମିକ ସିରିୟଲର ‘କେତକୀ’ ଚରିତ୍ରରୁ ‘ଚୋରଣୀ’ ଚଳଚ୍ଚିତ୍ରରେ ଜଣେ ଚୋରଣୀ ଭୂମିକା ପର୍ଯ୍ୟନ୍ତ ଭିନ୍ନ ଭିନ୍ନ ଚରିତ୍ରକୁ ବେଶ୍‌ ଦକ୍ଷତାର ସହ ତୁଲାଇଥିବା ଗ୍ଲାମର୍ସ ଅଭିନେତ୍ରୀ ଶୀତଲ ପାତ୍ର ଅଛନ୍ତି ଏଥରର ସେଲିବ୍ରିଟି ସିକ୍ରେଟ୍‌ରେ… ନୃତ୍ୟରୁ ହୋଷ୍ଟିଂ, ତା’ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri