Home Left

ସିଗାରେଟ୍‌ ଦେବାରେ ବିଳମ୍ବ ହେବାରୁ ଫୁଟିଲା ଗୁଳି, ଜଣେ ଗୁରୁତର

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବାହାଳୀ ଛକରେ ସିଗାରେଟ ଦେବାରେ ବିଳମ୍ବ ହେବାରୁ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଜଣେ ଗ୍ରାହକ ସାମାନ୍ୟ ସିଗାରେଟ ଟାଣିବା ପାଇଁ ବଚସା ପରେ ଦୋକାନୀଙ୍କୁ ଗୁଳିମାଡ଼ କରିଥିବା…

କାନ୍ଦିଲେ ଅପରାଜିତା

ପୁରୀ ଅଫିସ,୨୭।୪: ମହାପ୍ରଭୁଙ୍କ ଦର୍ଶନ ପାଇଁ ବାହାରିଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ସେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ ହେବା…

ମେ ୪ରୁ ଏଲ୍‌ଆଇସିର ଆଇପିଓ ବିକ୍ରି ଘୋଷଣା

ମୁମ୍ବାଇ,୨୭।: ବୀମା କମ୍ପାନୀ ଏଲଆଇସି ବୁଧବାର ଆଇପିଓ ବିକ୍ରି ଘୋଷଣା କରିଛି। ଏହି ଆଇପିଓ ଶେୟାର ଧାରକ ହେବା ନିମନ୍ତେ ଆସନ୍ତା ମେ ୪ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ନିମନ୍ତେ ସୁଯୋଗ ମିଳିବ। ଏଲଆଇସି ୩.୦ରେ ଲୋକଙ୍କୁ…

ତୈଳ ମୂଲ୍ୟ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ତୈଳ ମୂଲ୍ୟ ଉପରେ ଭାଟ୍‌ ହ୍ରାସ କରିବାକୁ ରାଜ୍ୟ ଗୁଡିକୁ କହିଛନ୍ତି। କରୋନା ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳାପ ବେଳେ ପ୍ରଧାନମନ୍ତ୍ରୀ ମୋଦୀ ‘କୋଅପରେଟିଭ୍‌ ଫେଡେରାଲିଜିମ’ ଅଧୀନରେ ଭାଲ୍ୟୁ ଆଡେଡ୍‌ ଟ୍ୟାକ୍ସ (ଭାଟ) ହ୍ରାସ…

ଜେଲ୍‌ରୁ ମୁକୁଳିଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ ୨୨ ତାରିଖରେ ହାଇକୋର୍ଟରୁ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ତେବେ ସ୍ବାସ୍ଥ୍ୟଜନିତ ସମସ୍ୟା…

ଦଳର ପ୍ରଦର୍ଶନ ଦେଖି ୩-୪ ଟିଭି ରିମୋଟ ଭାଙ୍ଗିଦେଲେ କୋଚ

ମୁମ୍ବାଇ,୨୭।୪: ଆଇପିଏଲ ୨୦୨୨ରେ ଦିଲ୍ଲୀର ପ୍ରଦର୍ଶନ କିଛି ବିଶେଷ ହୋଇନାହିଁ। ୭ଟି ମ୍ୟାଚ୍‌ରେ ଚାରିଟି ପରାଜୟ ଏବଂ ତିନୋଟି ବିଜୟ ସହିତ ଦଳ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ରହିଛି। ଦଳକୁ ବିଜୟ ଟ୍ରାକ୍‌କୁ ଫେରିବା ପାଇଁ ତାଙ୍କ ଦଳକୁ କେବଳ…

ଫର୍ଚୁନର କାର୍‌ ଚଳାଇ ଚର୍ଚ୍ଚାରେ ୮ ବର୍ଷର ବାଳକ, ଡ୍ରାଇଭିଂ ଦେଖି ଲୋକେ କାବା

ଛୋଟ ବୟସରେ ବଡ଼ କାରନାମା। ମାତ୍ର ୮ ବର୍ଷ ବୟସରେ ଫର୍ଚୁନର ଭଳି ଭାରି କାର୍‌ ଚଳାଇ ଚର୍ଚ୍ଚାରେ ଜଣେ ବାଳକ। ତାଙ୍କୁ ଯେ କେହି ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବ। ଏବେ ତାଙ୍କର ଭିଡିଓ ବେଶ ଭାଇରାଲ ହେଉଛି। କାର ଚଳାଉଥିବା…

ଶାହିଦଙ୍କ ‘ଜର୍ସି’ ସୁପର ଫ୍ଲପ୍‌

ବମ୍ବେ: ଦର୍ଶକଙ୍କୁ ମନୋରଞ୍ଜନ କରିବାରେ ବିଫଳ ହୋଇଛି ‘ଜର୍ସି’। ଏପ୍ରିଲ ୨୨ରେ ସିନେମାଘରେ ରିଲିଜ ହୋଇଥିଲା ଫିଲ୍ମ। ପ୍ରଥମ ଦିନରୁ ଏହା ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଥିଲା। ହେଲେ ତାହା ହୋଇନାହିଁ। ହିଟ୍‌ ହେବା ପରିବର୍ତ୍ତେ ଫିଲ୍ମଟି ‘ସୁପର…

ପରଦାକୁ ଆସିବ ‘କେଜିଏଫ-୩’

କନ୍ନଡ ସୁପରଷ୍ଟାର ୟଶଙ୍କ ଫିଲ୍ମ ‘କେଜିଏଫ-୨’ ବକ୍ସ ଅଫିସରେ ରେକର୍ଡ କରିଛି। ନିକଟରେ ସାଉଥଙ୍କ ସୁପରଷ୍ଟାର ୟଶ ତାଙ୍କ ଫିଲ୍ମର ସଫଳତା ବିଷୟରେ କହିଛନ୍ତି। ଏହା ସହିତ ‘କେଜିଏଫ-୩’ ବିଷୟରେ ମଧ୍ୟ ଖୋଲାଖୋଲି ଭାବେ କହିଛନ୍ତି। ଅଭିନେତା କହିଛନ୍ତି ଯେ ଫିଲ୍ମର…

ପୁଅର ଫଟୋ ଶେୟାର କଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜା ପୁଣି ଥରେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ପୁଅର ଏକ ସୁନ୍ଦର ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ତାଙ୍କ ପୁଅ ଆଭିଆନ ଏକ ଛୋଟ ଗଛ ସହିତ ଖେଳିବା ଏବଂ ଏହାର ପତ୍ର ଛୁଇଁ ହସିବାରେ ବ୍ୟସ୍ତ…

‘କୋହଲି ଆଇପିଏଲ୍‌ରୁ ଓହରି ଯିବା ଉଚିତ୍‌’

ମୁମ୍ବାଇ,୨୭।୪: ଆଇପିଏଲ୍‌ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଖରାପ ଫର୍ମ ଜାରି ରହିଛି। କୋହଲି ୯ଟି ମ୍ୟାଚ୍‌ରେ ହାରାହାରି ୧୬ରେ ମାତ୍ର ୧୨୮ ରନ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। ଭାରତୀୟ ଦଳର ପୂର୍ବତନ କୋଚ…

ଚାର୍‌ ଧାମ୍‌ ଯାତ୍ରା ପାଇଁ କରୋନା ପରୀକ୍ଷା ଜରୁରୀ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା…

ନୂଆଦିଲ୍ଲୀ, ୨୭।୪ : ଉତ୍ତରାଖଣ୍ଡର ଚାର୍‌ ଧାମ୍‌ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ କରୋନା ପରୀକ୍ଷା କରାଯିବା ଜରୁରୀ ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ. ଧନ ସିଂ ରାଓ୍ବତ ବୁଧବାର ସୂଚନା ପ୍ରଦାନ କରିଛନ୍ତିି। ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?