Home Left

‘ବିକଶିତ ହେବ ଶାରୀଶୁଆ ଜଳପ୍ରପାତ’

ଖଇରା, ୨୩।୧୨(ଡି.ଏନ.ଏ.): ଆଉ ଦିନକ ପରେ କୁପାରୀ ପର୍ଯ୍ୟଟନ କ୍ଷେତ୍ରର ୨ ପ୍ରମୁଖ ପ୍ରକଳ୍ପ ଶାରୀଶୁଆ ପାହାଡ ଜଳପ୍ରପାତ ଓ କୁପାରୀ ନାଟ୍ୟମଣ୍ଡପକୁ ଅନ୍ୟ କିଛି ସହଯୋଗୀ ମନ୍ତ୍ରୀଙ୍କ ସହ ଶିଳାନ୍ୟାସ କରିବେ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି…

‘ଧାନକିଣା ଅବ୍ୟବସ୍ଥା, ଦୁର୍ନୀତି ରୋକିବାକୁ ପଦକ୍ଷେପ ନିଅ’

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ବୁଧବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି। ଓଡ଼ିଶାରେ ଧାନ ସଂଗ୍ରହରେ ରାଜ୍ୟ ସରକାରଙ୍କ ଦ୍ୱାରା ଦୁର୍ନୀତି ଏବଂ ଚାଲିଥିବା ଅବ୍ୟବସ୍ଥାକୁ ରୋକିବା ଲାଗି ନିର୍ଦ୍ଦେଶ ଦେବାକୁ ସେମାନେ…

ଅଭିଯୁକ୍ତ ଟିଉଶନ ସାର୍‌ ଗିରଫ

ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍‌ ସାର୍‌ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ ଗିରଫ କରିଛି। ଏଥିସହ ଛାତ୍ରୀଦ୍ୱୟଙ୍କୁ ଉଦ୍ଧାର କରିଛି। ଅଭିଯୁକ୍ତ ଟିଉଶନ ସାର ଏବଂ ଛାତ୍ରୀଦ୍ୱୟଙ୍କୁ…

ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ

ବ୍ରହ୍ମପୁର ଅଫିସ,୨୩ା୧୨: ବହୁଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁଘରେ ଧାରଣା ଜାରି ରଖିଛନ୍ତି। ତପସ୍ବିନୀଙ୍କ ଓକିଲ ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କରି…

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପ ବଦଳିବ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପ ବଦଳିବ। ଶିକ୍ଷା ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ କାମ କରାଯିବ। ଏହି ପରିପ୍ରେକ୍ଷୀରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଜିଲା ଶିକ୍ଷାଧିକାରୀଙ୍କ ସମଗ୍ର…

ଅଭିଯୁକ୍ତ ରାଜେଶ ର’ ଅଫିସର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ୮୦କୋଟିର ନକଲି କାର୍ଯ୍ୟାଦେଶ ଦେଇ ଜଣେ ବ୍ୟବସାୟୀଙ୍କଠାରୁ ୧କୋଟି ୧୭ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇଥିବା ରାଜେଶ କୁମାର ଓରଫ ରାଜେଶ ଗେହେଲଟ ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଉଇଙ୍ଗ(ର’)ର ଅଧିକାରୀ ବୋଲି…

ପାଣି ପାଇଁ ଲଢ଼େଇ

ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଅଗଷ୍ଟ ୧୨ରେ ଉଗ୍ରରୂପ ନେଇଥିଲା। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତି ନେତୃତ୍ୱରେ ସ୍ଥାନୀୟ ଲୋକମାନେ ୧୪୪ ଧାରା ସତ୍ତ୍ୱେ ବରୁଣାଡିହାରେ ନିର୍ମାଣାଧୀନ ପ୍ରକଳ୍ପର ବିଭିନ୍ନ ସାମଗ୍ରୀ ଭଙ୍ଗାରୁଜା କରିବା ସହ ନିଆଁ…

ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନିର୍ଦ୍ଦେଶ

କଟକ ଅଫିସ,୨୩ା୧୨: ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ। ଏଥିସହିତ ସଂରକ୍ଷଣ ସମ୍ପର୍କିତ ଏକ ସାନି ବିଜ୍ଞପ୍ତି ଡିସେମ୍ବର ୨୭ସୁଦ୍ଧା ଜାରି କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସାନି…

ଆଜି ଢେଙ୍କାନାଳ, ଅନୁଗୋଳ, ତାଳଚେରକୁ ବସ୍‌ ବନ୍ଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ମଙ୍ଗୁଳିଠାରୁ ଅନୁଗୋଳକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୋହରୀକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ଦୀର୍ଘ ୩ ବର୍ଷ ହେବ ରାସ୍ତା ନିର୍ମାଣ ଶେଷ ହେଉନାହିଁ। ଖାଲଖମାରେ ଭର୍ତ୍ତି ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି।…

ଭୁବନେଶ୍ବରରେ ମିଶନ ଶକ୍ତି ବଜାର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତିର ଇ-ମାର୍କେଟିଂ ପାଇଁ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଏହାସହିତ ଭୁବନେଶ୍ବର ଏସ୍‌ଆଇଆର୍‌ଡି କ୍ୟାମ୍ପସ୍‌ରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହିପରି ସୁଧ ରିହାତି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ…

ଅନ୍ନଦାତାଙ୍କ ବିକାଶରେ ଦେଶର ବିକାଶ

ଭାରତ ଭଳି କୃଷି ପ୍ରଧାନ ଦେଶରେ ଅନ୍ନଦାତା ହେଉଛନ୍ତି ଦେଶର ଆର୍ଥିକ ମେରୁଦଣ୍ଡ। ସେମାନଙ୍କ ବିକାଶରେ ଦେଶର ବିକାଶ ସମ୍ଭବ ହୋଇପାରିଥାଏ। ତେଣୁ କୃଷକ ଏବଂ କୃଷକମାନଙ୍କର ଜାତୀୟ ଅବଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଦେଶରେ ଡିସେମ୍ବର ୨୩ରେ…

ଅକାଳୀ ନେତାଙ୍କ ପାଇଁ ଲୁକ୍‌ଆଉଟ ନୋଟିସ

ନୂଆଦିଲ୍ଲୀ,୨୩।୧୨: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ବିକ୍ରମ ସିଂ ମାଜିଥିଆଙ୍କ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବୁଧବାର ଲୁକ୍‌ଆଉଟ ନୋଟିସ ଜାରି କରିଛି। ରାଜ୍ୟ ପୋଲିସ ତାଙ୍କ ବିରୋଧରେ ଏନ୍‌ଡିପିଏସ୍‌ ଆଇନରେ ମାମଲା ରୁଜୁ କରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri