Home Left

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା କପଡ଼ା ବାନ୍ଧି ବୁଲୁଛନ୍ତି। ଏପରିକି ରବିବାର କେତେଜଣ ଦୁର୍ଗନ୍ଧ ଯୋଗୁ ବାନ୍ତି କରି ଅଠରବାଙ୍କି…

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ ସ୍ପୋର୍ଟିଂ ୫ ଉଇକେଟରେ ରାଉରକେଲାର ଏ.ଏସ୍‌ ଏକାଡେମୀକୁ ପରାସ୍ତକରି ଚାମ୍ପିୟନ ହୋଇଛି। ଫାଇନାଲରେ ଟସ୍‌…

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟ୍ (ଟେଷ୍ଟ, ଦିନିକିଆ ଓ ଟି-୨୦) ମିଶାଇ ୧୦,୦୦୦ ରନ୍ ପୂରଣ କରିଛନ୍ତି।…

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟକୁ ବିଶିଷ୍ଟ ବ୍ୟବସାୟୀ ତଥା ସାମାଜିକ କର୍ମୀ ଗଣେଶ କୁମାର ବ୍ରହ୍ମା…

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ ଭୟର କାରଣ ପାଲଟିଛି। ଏକ ପର୍ବରେ ଭୋଜି ପାଇଁ ପ୍ରସ୍ତୁତ ହୋଇଥିବା ରାଇତା ଯୋଗୁଁ…

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ ଭେଟୁଛନ୍ତି। ତେବେ ଏହାର କିଛି ଘଣ୍ଟା ପୂର୍ବରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି,…

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ ପରିଦର୍ଶନ କରିବା ସହ ସେଠାରେ ଥିବା ଜନସାଧାରଣଙ୍କ ସୁବିଧା ଅସୁବିଧା ବୁଝିଥିଲେ। ବସ୍‌ଷ୍ଟାଣ୍ଡରେ…

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଟପୁର ଗାନ୍ଧୀ ଛକ ଠାରେ ଉପସ୍ଥିତ ଦଳୀୟ…

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ ଯୁକ୍ତିତର୍କରୁ ରକ୍ତରଞ୍ଜିତ ହୋଇଛି ଭୋଜି। ଏକ ଘରୋଇ ସଂସ୍ଥାର କର୍ମଚାରୀମାନେ ଭୋଜି କରୁଥିବା ବେଳେ…

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ଓପିଏସସିରେ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷାରେ  ୧୬ତମ ସ୍ଥାନ ରଖି  ଉତ୍ତୀର୍ଣ୍ଣ…

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ ଟାଙ୍କି ଫାଟି କାର୍‌ରେ ନିଆଁ ଲାଗି ଯାଇଥିବା ଅନୁମାନ କରାଯାଉଛି। ହେଲେ ଦୁର୍ଘଟଣାରେ କାର୍‌ରେ…

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି ସମୟ ମଧ୍ୟରେ ଗଜକେଶରୀ ନାମକ ଏକ ଶୁଭ ଯୋଗ ମଧ୍ୟ ସୃଷ୍ଟି ହେବ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri