Home Left

ଡିମ୍ପଲ ଯାଦବ କରୋନା ପଜିଟିଭ

ଲକ୍ଷ୍ନୌ,୨୨ ।୧୨: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବ ଓ ତାଙ୍କର ଜଣେ ଝିଅ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏମାନେ ଘରେ ନିଜକୁ ଆଇସୋଲେଟ କରି ରଖିଛନ୍ତି । ଦ୍ୱିତୀୟ ଲହରରେ ଅଖିଳେଶ ଯାଦବ…

୩୦ ବର୍ଷ ଯାଏ ଏହି ୪ ରାଶିର ଯୁବକ-ଯୁବତୀଙ୍କୁ କରିବାକୁ ପଡ଼ିଥାଏ ସଂଘର୍ଷ; ପରେ ସଫଳତା ପାଦ ଚୁମେ

ସଫଳତା ପାଇବାକୁ ହେଲେ ପ୍ରତ୍ୟେକ ମଣିଷକୁ ସଂଘର୍ଷ କରିବାକୁ ପଡ଼ିଥାଏ। ଏଥିପାଇଁ କାହାକୁ କମ୍‌ ତ କାହାକୁ ଅଧିକ ସମୟ ଲାଗିଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ କାହାକୁ କେତେବେଳେ ଏବଂ କେମିତି ସଫଳତା ମିଳିବ ତାହା ଗ୍ରହ ନକ୍ଷତ୍ରଙ୍କ ସ୍ଥିତି ଉପରେ ନିର୍ଭର…

୨୦୨୨ରେ ଚମକିବ ଏହି ୪ ରାଶି ଲୋକଙ୍କ ଭାଗ୍ୟ; ନୂଆ ଚାକିରି ସାଙ୍ଗକୁ ଢ଼େର ଗୁଣା ବଢ଼ିଯିବ ରୋଜଗାର…

ଆଉ ଦିନ କେଇଟାରେ ନୂଆ ବର୍ଷ। ଏହା ଆଣିପାରେ ନୂଆ ସମ୍ଭାବନା। ଏବେଠାରୁ ନୂତନ ବର୍ଷକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଥିବା ବେଳେ, ଆଜି ଆମେ ଆପଣଙ୍କୁ କହିବୁ କାହା ପାଇଁ ଏହା କେତେ ଶୁଭ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଏହି…

ଗୋଆରେ ଛୁଟି କାଟୁଛନ୍ତି ତେନ୍ଦୁଲକରଙ୍କ ଝିଅ

ମୁମ୍ବାଇ: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ସୁପରହିଟ୍‌। ସାରାଙ୍କ ପ୍ରତ୍ୟେକ ଫଟୋ ତୀବ୍ର ବେଗରେ ଭାଇରାଲ ହୋଇଥାଏ। ଏବେ ସାରାଙ୍କର ଏକ ଫଟୋ ଭାଇରାଲ ହେଉଛି। ସାରା ବର୍ତ୍ତମାନ ଗୋଆରେ ଛୁଟି କାଟୁଛନ୍ତି। ସାରା…

କ୍ଷତି ସହିଲେ କୋହଲି

ନୂଆଦିଲ୍ଲୀ,୨୨।୧୨: ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ଦୁଇଟି ଝଟକା ଲାଗିଛି। ତାଙ୍କ ନେତୃତ୍ୱରେ ଇଂଲଣ୍ଡ ପ୍ରଥମେ ସେ ଆଡିଲେଡରେ ଆଶେସ ସିରିଜର କ୍ରମାଗତ ଦ୍ୱିତୀୟ ଟେଷ୍ଟରେ ହାରିଛି। ଏବେ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ସେ ପ୍ରଥମ ସ୍ଥାନରୁ ତଳକୁ ଖସିଛନ୍ତି। ତାଙ୍କ…

ଖଦାନରେ ଭୂସ୍ଖଳନ, ୭୦ରୁ ଅଧିକ ନିଖୋଜ…

ନାପିଦ୍ୱ, ୨୨।୧୨: ମ୍ୟାନମାରର ଏକ ଖଦାନରେ ଭୟଙ୍କର ଦୁର୍ଘଟଣା ଘଟିଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଉତ୍ତର ମ୍ୟାନମାରର ଜେଡ୍‌ ଖଦାନରେ ବୁଧବାର ଭୂସ୍ଖଳନ ଘଟିଛି। ଫଳରେ ଏଠାରେ କାମ କରୁଥିବା ୭୦ରୁ ଅଧିକ ଜଣ ଲୋକ ନିଖୋଜ ଥିବା କୁହାଯାଉଛି। ଏଠାରେ…

‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୨।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନରେ ଓଡ଼ିଶା ଉପକୂଳ ଅବଦୁଲ କାଲାମ ଦ୍ୱୀପ ୪ ନମ୍ବର ଲଞ୍ଚ ପ୍ୟାଡ଼ରୁ ‘ପ୍ରଳୟ’ କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି । ଭାରତର ପ୍ରତିରକ୍ଷା…

ଘୋଡ଼ା ସହ ଏମିତି କାମ କଲେ ଶିକ୍ଷୟିତ୍ରୀ, ଶେଷରେ ଗଲା ଚାକିରି

ଲଣ୍ଡନ,୨୨ା୧୨: ବ୍ରିଟେନରେ ଜଣେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଏମିତି କିଛି କାର୍ଯ୍ୟ କରିଛନ୍ତି, ଯାହା ଜାଣିଲେ ଆପଣ ମଧ୍ୟ ନିନ୍ଦା କରିବେ। ସୋସିଆଲ ମିଡିଆରେ ତାଙ୍କ କାର୍ଯ୍ୟକଳାପ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଭାଇରାଲ ଭିଡିଓରେ ସାରା…

ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୨।୧୨(ବ୍ୟୁରୋ): ରାଜ୍ୟରେ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟବାସୀଙ୍କୁ ସତର୍କ ରହିବା ନେଇ ସେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କୋଭିଡ଼ ନିୟମ ପାଳନ କରିବା ସହ ସଚେତନ ରହିବା ଉପରେ ଗୁରୁତ୍ୱ…

ପଞ୍ଚାୟତ ସମ୍ମୁଖରେ ବୃଦ୍ଧାବୃଦ୍ଧଙ୍କ ଧାରଣା

କର୍ଲାମୁଣ୍ଡା,୨୨।୧୨(ଡି.ଏନ୍‌.ଏ.): ଆଧାର ସଂଯୋଗ ଓ କଓ୍ବୋଇସି ଅପ୍‌ଡେଟ ହୋଇ ପାରୁ ନ ଥିବାରୁ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଭତ୍ତା ଟଙ୍କା ଉଠାଇବା ନେଇ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ…

‘୮୩’ ଫିଲ୍ମ ପାଇଁ କପିଳ ଦେବ କେତେ ଟଙ୍କା ନେଇଛନ୍ତି ଜାଣନ୍ତି

ଅଭିନେତା ରଣଭୀର ସିଂଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’ ଡିସେମ୍ବର ୨୪ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ଫିଲ୍ମରେ ରଣଭୀର ଭାରତୀୟ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ୧୯୮୩ ମସିହାରେ କପିଲ ଦେବଙ୍କ ଅଧିନାୟକତ୍ୱରେ ଲର୍ଡସରେ…

ରବି ଶାସ୍ତ୍ରୀଙ୍କୁ ନେଇ ସାଂଘାତିକ କଥା କହିଲେ ଅଶ୍ୱିନ୍‌

କେପଟାଉନ୍‌,୨୨।୧୨: ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କୁ ନେଇ ବଡ ଖୁଲାସା କରିଛନ୍ତି ଭାରତୀୟ ସ୍ପିନ୍‌ ବୋଲର୍‌ ଆର୍‌.ଅଶ୍ୱିନ୍‌। ରବି ଶାସ୍ତ୍ରୀଙ୍କ ଗୋଟିଏ ମନ୍ତବ୍ୟ ତାଙ୍କୁ ସମ୍ପୂର୍ଣ୍ଣ ଭାଙ୍ଗିଦେଇଥିଲା। ଅଶ୍ୱିନ କହିଛନ୍ତି ଯେ, ୨୦୧୮-୧୯ ଅଷ୍ଟ୍ରେଲିଆ ଗସ୍ତ ସମୟରେ ତାଙ୍କୁ ଅଣଦେଖା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri