Home Left

ଘୋଡାର ମୂଲ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ: କିଣିହେବ ମର୍ସିଡିଜ୍‌, ବିଏମ୍‌ଡବ୍ଲ୍ୟୁ

ମୁମ୍ବାଇ,୨୨।୧୨:ଘୋଡା ତ ଅନେକ ଦେଖିଥିବେ, କିନ୍ତୁ ଏମିତି ଏକ ସ୍ବତନ୍ତ୍ର ଘୋଡା ଅଛି ଯାହାକୁ ମହାରଣା ପ୍ରତାପଙ୍କ ଚେତକ ସହିତ ତୁଳନା କରାଯାଉଛି। ଏହି ଘୋଡାର ମୂଲ୍ୟ ହେଉଛି ୧.୨୫ କୋଟି ଟଙ୍କା। ଏହି ମୂଲ୍ୟରେ ୨ଟି ମର୍ସିଡିଜ ବେଞ୍ଜ କାର୍‌…

କୋଭିଡ୍‌ ଟିକାର ଚତୁର୍ଥ ଡୋଜ୍‌ ଦେବାକୁ ଘୋଷଣା କଲା ଇସ୍ରାଏଲ

ଇସ୍ରାଏଲ,୨୨।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ବିସ୍ତାରକୁ ନେଇ ଦେଶରେ ଚିନ୍ତା ବଢାଇଛି। ଏହାରି ମଧ୍ୟରେ ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ କୋଭିଡ ଟିକାର ଚତୁର୍ଥ ଡୋଜ୍‌ ଦିଆଯିବା ନେଇ ଇସ୍ରାଏଲ ଘୋଷଣା କରିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ବିଶେଷଜ୍ଞ…

କାହିଁକି ସୋସିଆଲ୍‌ ମିଡିଆରୁ ସ୍ବାମୀଙ୍କ ସର୍‌ନେମ୍‌ ହଟାଇଲେ ପ୍ରିୟଙ୍କା: କଲେ ଖୁଲାସା

ସୋସିଆଲ ମିଡିଆରୁ ତାଙ୍କ ସ୍ବାମୀ ନିକ ଜୋନାସଙ୍କ ସରନେମ୍‌କୁ ହଟାଇ ଦେଇଥିବା ପ୍ରିୟଙ୍କା ଚୋପ୍ରା ଏହି ପ୍ରସଙ୍ଗରେ ପ୍ରଥମ ଥର ମୁହଁ ଖୋଲିଛନ୍ତି। ମୁଁ ମୋର ୟୁଜରନେମ୍‌ ମୋ ଟୁଇଟର୍‌ ସହିତ ସମାନ୍‌ କରିବାକୁ ଚାହୁଁଥିଲି ସେଥିପାଇଁ ଏପରି କଲି। କିନ୍ତୁ…

ଏବେ ଦେଶ ପାଇଁ ଖେଳିବେ ତେଜରାତି ଦୋକାନୀଙ୍କ ପୁଅ; ଅର୍ଥାଭାବ ସତ୍ତ୍ୱେ ବାପାଙ୍କ ସ୍ବପ୍ନକୁ ପୂରଣ କଲେ…

ଲକ୍ଷ୍ନୌ,୨୧।୧୨: ଉତ୍ତରପ୍ରଦେଶର ଗାଜିଆବାଦ ସ୍ଥିତ କୋଟଗାଓଁର ଏକ ଛୋଟ ତେଜରାତି ଦେକାନ ରବିବାରଠାରୁ ଚର୍ଚ୍ଚାରେ ରହିଛି। ଏହା ପଛରେ କାରଣଟି ହେଲା ଉକ୍ତ ଦୋକାନର ମାଲିକ ଶ୍ରବଣ ଯାଦବଙ୍କ ପୁଅ ସିର୍ଦ୍ଧାର୍ଥଙ୍କୁ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଚୟନ କରାଯାଇଛି। ଶୀର୍ଷକ୍ରମର…

ଘରେ ଲାଗିଗଲା ନିଆଁ, ପୋଡ଼ି ହୋଇ ବାପ-ପୁଅ ଗୁରୁତର

ପରଜଙ୍ଗ,୨୨ା୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଖଇରପଶି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ନିଆଁ ଲାଗି ବାପପୁଅ ଗୁରୁତର ହୋଇଛନ୍ତି। ଗୁରୁତର ଦ୍ୱୟ ହେଲେ ବାପା ଚତୁର୍ଭୁଜ ନାୟକ ଏବଂ ପୁଅ ରାଜେଶ । ତାଙ୍କୁ ଚିକିତ୍ସା ପାଇଁ…

ମାନଝୀଙ୍କ ଜିଭ କାଟିଲେ ମିଳିବ ୧୧ ଲକ୍ଷ ଟଙ୍କା

ପାଟନା,୨୨।୧୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚାର ଜାତୀୟ ସଭାପତି ଜିତନ ରାମ ମାନଝୀଙ୍କ ଜିଭ କାଟିଲେ ୧୧ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିବା ଭାଜପା ନେତା ଗଜେନ୍ଦ୍ର ଝାଙ୍କୁ ଦଳରୁ ବିଦା କରାଯାଇଛି। ଏହି କାର୍ଯ୍ୟ…

ଓମିକ୍ରନ ମୁକାବିଲା ନେଇ ବସିବ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢାଇଲାଣି । ରାଜ୍ୟରେ ୨ ଜଣ ଓମିକ୍ରନ ଚିହ୍ନଟ ପରେ ସରକାର ସଜାଗ ହେଉଛନ୍ତି । ତେବେ ବୁଧବାର ଓମିକ୍ରନ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ ବସିବ । ମୁଖ୍ୟ ଶାସନ…

ବାବର କ୍ରୁଜ ମିଶାଇଲର ସଫଳ ପରୀକ୍ଷଣ କଲା ପାକିସ୍ତାନ

ଇସଲାମାବାଦ,୨୨ ।୧୨: ପାକିସ୍ତାନ ସ୍ୱଦେଶ ନିର୍ମିତ ବାବର କ୍ରୁଜ ମିଶାଇଲର ଅପଡେଟ ଭର୍ସନର ସଫଳ ପରୀକ୍ଷା ମଙ୍ଗଳବାର କରିଛି । ଏହା ୯୦୦ କିଲୋମିଟର ଦୂର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ । ଏହା ପୂର୍ବ ମିଶାଇଲ ତୁଳନାରେ ୨ ଗୁଣା…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୭କୁ ବୃଦ୍ଧି ପାଇଛି। କେବଳ କେନ୍ଦ୍ରାପଡା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

‘ଡେପୁଟେଶନ ଅବଧି ସରିଲା ପରେ ନିର୍ଦ୍ଦେଶକ ରହିବାର ଅଧିକାର ନାହିଁ’

କଟକ ଅଫିସ,୨୨ା୧୨: ୫ ବର୍ଷ ଡେପୁଟେଶନ ଅବଧି ପୂରିଯିବା ପରେ କେନ୍ଦ୍ର ସରକାରଙ୍କ ଅଧୀନ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ (ନିର୍‌ତାର)ର ନିର୍ଦ୍ଦେଶକ ପଦରେ ରହିବାର ଅଧିକାର ଡା. ଶକ୍ତି ପ୍ରସାଦ ଦାସଙ୍କର ନାହିଁ। ଏନେଇ ହାଇକୋର୍ଟ ମୁଖ୍ୟ…

ଖସୁଛି ପାରଦ, ବଢୁଛି ଶୀତବସ୍ତ୍ରର ଚାହିଦା

ଭୁବନେଶ୍ୱର,୨୨। ୧୨: ସାରା ଓଡ଼ିଶାକୁ ଥରାଉଛି ହାଡ଼ଭଙ୍ଗା ଶୀତ। ବଢୁଛି ଜାଡ଼ ଖସୁଛି ପାରଦ। ଦିନରେ ଘରୁ ବାହାରିବା ହେଲାଣି ମୁସ୍‌କିଲ। ଗତ କିଛିଦିନ ହେଲା ଶୀତର ପ୍ରକୋପ ବଢିବାରେ ଲାଗିଛି। ପାରଦ ତଳମୁହାଁ ହୋଇ ରାଜ୍ୟର ୧୯ ଜିଲାରେ ୧୦…

ପରିଶ୍ରମ ପୋର୍ଟାଲରେ ସ୍ବୟଂଚାଳିତ ହେବ ୫୨ ସେବା

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ପରିଶ୍ରମ ପୋର୍ଟାଲର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗତ ୧୭ ତାରିଖରେ ଲୋକାର୍ପଣ କରାଯାଇଛି। ବିଭିନ୍ନ ଶ୍ରମ ଆଇନ ଅନ୍ତର୍ଗତ ସମୁଦାୟ ୫୨ ସେବାକୁ ସମ୍ପୂର୍ଣ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri