Home Left

୧୪ ହଜାର ଫୁଟ ଉଚ୍ଚରେ ଦେଶଭକ୍ତି ଗୀତ ଗାଇ ଚହଳ ପକାଇଥିଲେ ଏହି ପ୍ରସିଦ୍ଧ ଗାୟକ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ମହମ୍ମଦ ରଫିଙ୍କ ଆଜି ଜନ୍ମଦିନ। ୧୯୨୪ ଡିସେମ୍ବର ୨୪ ତାରିଖରେ ପଞ୍ଜାବର କୋଟଲ ସୁଲତାନ ସିଂହ ଗ୍ରାମରେ ହୋଇଥିଲା। ପିତା ହାଜି ଅଲ୍ଲୀ ମହମ୍ମଦଙ୍କର ଛଅଟି ସନ୍ତାନଙ୍କ ଭିତରୁ ରଫି ଥିଲେ ଦ୍ୱିତୀୟ। ତେଙ୍କୁ ଘରେ ସମସ୍ତେ…

କୋଭିଡ୍‌ ଟିକାକରଣ ବଢ଼ାଅ

ନୂଆଦିଲ୍ଲୀ, ୨୪।୧୨ (ପି.ଟି.):କରୋନା ଭୂତାଣୁର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣ ଭାରତରେ ବଢ଼ିବାରେ ଲାଗିଛି। ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ଲାଗି ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକରେ କୋଭିଡ୍‌ ଟିକାକରଣ ବଢ଼ାଇବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ,…

ଖୁବ୍‌ଶୀଘ୍ର ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍‌ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ, ଶିକ୍ଷକ…

ଆଜି କ୍ୟାବିନେଟ୍‌: ୧୦ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର, ୨୪।୧୨:(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ମୋଟ୍‌ ୧୦ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର…

୨୨ ଜିଲାରେ ହେବ ୫୫ ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର ୫୫ଟି ବସ୍‌ଷ୍ଟାଣ୍ଡର ଶିଳାନ୍ୟାସ କରିଛନ୍ତି। ଜିଲା ମୁଖ୍ୟାଳୟରୁ ଯାତାୟାତ ଦୂରତ୍ୱ, ଆର୍ଥିକ କାର୍ଯ୍ୟକଳାପ, ପର୍ଯ୍ୟଟକମାନଙ୍କ…

ଓଡ଼ିଶାରେ ସଡ଼କ ଦୁର୍ଘଟଣା ମୃତ୍ୟୁ ଅଧିକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ସଡ଼କ ଦୁର୍ଘଟଣାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ବେପରୁଆ ଗାଡ଼ିଚାଳନା ବହୁ ମୂଲ୍ୟବାନ୍‌ ଜୀବନକୁ ଉଜାଡ଼ି ଦେଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ମଧ୍ୟ ରାଜ୍ୟରେ ଦୁର୍ଘଟଣା ହାର ହ୍ରାସରେ ବ୍ରେକ୍‌ ଲାଗି ପାରୁ ନାହିଁ। ଯାହାକି ଚିନ୍ତାର କାରଣ ହୋଇଛି। ରାଜ୍ୟରେ…

ବାହା ହେବେ ଅନିଲ!

ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିଙ୍କ ବିବାହ ବିଚ୍ଛେଦକୁ ନେଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଥାଏ । କେବେ କେବେ ଏହା ସତ ହୋଇଥିବା ବେଳେ କେବେ କେବେ ଏହା କେବଳ ଗସିପ୍ ହୋଇଥାଏ । ନିକଟରେ ବଲିଉଡ୍‌ର ମିଷ୍ଟର…

ଓମିକ୍ରନ୍ ଭୟରେ ଗାଁ ଲୋକେ ଲଗାଇଲେ ଲକ୍‌ଡାଉନ

ହାଇଦ୍ରାବାଦ,୨୪ ।୧୨: ସାରା ବିଶ୍ୱରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଆମ ଦେଶରେ ବି ଏହି ସଂଖ୍ୟା ଏବେ ପାଖାପାଖି ୩୦୦ ଛୁଇଁବାକୁ ଯାଉଛି । ଏଭଳି ପରିସ୍ଥିତିରେ ତେଲେଙ୍ଗାନାର ରାଜନ୍ନା ସିରସିଲ୍ଲା ଜିଲା ଗୁଡେମ ଗାଁରେ ଲୋକେ…

ଗ୍ରାହକ ଅଧିକାର ସର୍ବୋପରି

ଗ୍ରାହକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ୨୪ ଡିସେମ୍ବର ଭାରତରେ ଜାତୀୟ ଗ୍ରାହକ ଦିବସ ପାଳନ କରାଯାଇଥାଏ। ୧୯୮୬ରେ ଏହି ଦିନ ଉପଭୋକ୍ତା ସୁରକ୍ଷା ଅଧିନିୟମର ଏହି ଆଇନ ପ୍ରଣୟନ ଦ୍ୱାରା ଦେଶରେ ଉପଭୋକ୍ତାଙ୍କୁ ସେମାନଙ୍କର ଅଧିକାର ଏବଂ ଦାୟିତ୍ୱ…

ସଫଳତା ପାଇବା ପାଇଁ ବ୍ୟାଗ୍‌ରେ ଗୋବର ରଖୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରୁଥିବା ଦେଖାଯାଏ। ଅନେକ ଖେଳାଳି ଅଛନ୍ତି, ଯେଉଁମାନେ ଅନ୍ଧବିଶ୍ୱାସରେ ବିଶ୍ୱାସ କରନ୍ତି। ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର ମାଖାୟା ଏଣ୍ଟିନି ସବୁଠୁ ନିଆରା। ସେ ଅନ୍ଧବିଶ୍ୱାସରେ ବହୁତ ବିଶ୍ୱାସ କରୁଥିେ। ଏଣ୍ଟିନ…

ପୁଅକୁ ବଞ୍ଚାଇବାକୁ ଯାଇ ଗଲା ବାପାଙ୍କ ଜୀବନ

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟ ଫୁର୍ଲିଝରଣ ଜଳପ୍ରପାତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଳପ୍ରପାତରେ ଖସିପଡିଥିବା ୨ପୁଅକୁ ବଞ୍ଚାଇବାକୁ ଯାଇ ପାଣିରେ ବୁଡି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡର ଜିତେନ୍ଦ୍ର କୁମାର (୪୫)।…

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କ’ଣ, କାହିଁକି କରାଯାଇଛି ଏପରି ନାମକରଣ

ସେଞ୍ଚରିଆନ୍‌, ୨୪।୧୨: ଦକ୍ଷିଣ ଆଫ୍ରିକା-ଭାରତ ଏବଂ ଇଂଲଣ୍ଡ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ। ଡିସେମ୍ବର ୨୬, ଅର୍ଥାତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri