ଦୀର୍ଘଦିନ ପରେ ଫଟୋ ଶେୟାର କଲେ ଐଶ୍ୱର୍ଯ୍ୟା, ଲେଖିଲେ…
ମୁମ୍ବାଇ: ବିଶ୍ୱସୁନ୍ଦରୀ ତଥା ନୀଳନୟନା ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ଏବେ ସେ ଏକ ଫଟୋ ପୋଷ୍ଟ କରିଛନ୍ତି। ଯାହା ଖୁବ୍ ଭାଇରାଲ ହେବାରେ ଲାଗିଛି। ନିକଟରେ ଐଶ୍ୱର୍ଯ୍ୟା ତାଙ୍କ ଇନ୍ଷ୍ଟାଗ୍ରାମରେ ଏକ ଫଟୋ…
ଯେବେ ରିଲ୍-ରିୟଲ୍ କପିଳ ଦେବ ହେଲେ ଭେଟ: ଘଟିଲା ଏମିତି
ଡିସେମ୍ବର ୨୪ରେ ରଣବୀର ସିଂ ଏବଂ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘୮୩’ ମୁକ୍ତିଲାଭ କରିବାକୁ ଯାଉଛି। ଏହା ପୂର୍ବରୁ ସେଲିବ୍ରିଟି ଏବଂ ମିଡିଆ ପାଇଁ ଫିଲ୍ମର ସ୍କ୍ରିନିଂ କରାଯାଇଥିଲା। ୧୯୮୩ ବିଶ୍ୱକପ ବିଜେତା ଅଧିନାୟକ କପିଲ ଦେବଙ୍କୁ ମଧ୍ୟ ଏହି…
ନୂଆ ଅବତାରରେ ରବି ଶାସ୍ତ୍ରୀ
ନୂଆଦିଲ୍ଳୀ,୨୩।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ – ଟେଷ୍ଟ ସିରିଜ ଡିସେମ୍ବର ୨୬ରେ ସେଞ୍ଚୁରିଅନରେ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଟିମ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କ ନୂଆ ଅବତାର ଭାଇରାଲ ହେବାରେ ଲାଗିଛି। ଷ୍ଟାର ସ୍ପୋର୍ଟସରେ…
ପ୍ରେମରେ ପୂର୍ଣ୍ଣଚ୍ଛେଦ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୁସ୍ମିତା ସେନ୍- ରେହମାନ ଶଲ୍ଙ୍କ ପ୍ରେମରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବା ଏବେ ସୋସିଆଲ ମିଡିଆରେ ଜୋର୍ଦାର ଚର୍ଚ୍ଚା ହେଉଛି। ରେହମାନ ସୁସ୍ମିତାଙ୍କ ଘର ଛାଡ଼ି ନିଜର ଜିନିଷପତ୍ର ନେଇ ଆସିଛନ୍ତି। ବର୍ତ୍ତମାନ ସେ ତାଙ୍କ ବନ୍ଧୁଙ୍କ ଘରେ ରହୁଛନ୍ତି।…
୨୪ ଘଣ୍ଟାରେ ଦ୍ୱିତୀୟ ଥର ଲାଗି ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ବର ଅଫିସ,୨୩।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍ଡିଓ) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଗୁରୁବାର ସକାଳ ୯ଟା ୩୦ ସମୟରେ ଓଡ଼ିଶା ଉପକୂଳ ଅବଦୁଲ କାଲାମ ଦୀପ ୪ ନଂ ଲଞ୍ଚ ପ୍ୟାଡ୍ରୁ…
ସ୍କୁଟି ଚାଳକଙ୍କୁ ପଛରୁ ପିଟିଲା ଟ୍ରକ
ଚୌଦ୍ୱାର,୨୩ା୧୨(ଡି.ଏନ୍.ଏ.): ୫୫ ନଂ. ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଛକ ଏକ ହୋଟେଲ ନିକଟରେ ଗୁରୁବାର ସକାଳେ ଟ୍ରକ ଦୁର୍ଘଟଣାରେ ଜଣକର ଶୋଚନୀୟ ମୃତ୍ୟୁ ହୋଇଛି ା ମିଳିଥିବା ସୁଚନା ଅନୁଯାୟୀ, ମଙ୍ଗୁଳିରୁ ଢେଙ୍କାନାଳ ଅଭିମୁଖେ ଯାଉଥିବା ଏକ ସ୍କୁଟି ଆରୋହୀଙ୍କୁ ଏକ…
ଆଇପିଏଲ୍ରେ ବ୍ରାଏନ ଲାରାଙ୍କ ଏଣ୍ଟ୍ରି: ଏହି ଦଳର ହେଲେ ବ୍ୟାଟିଂ କୋଚ
ନୂଆଦିଲ୍ଲୀ,୨୩।୧୨: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଏବଂ ଦକ୍ଷିଣ ଆଫ୍ରିକାର ମାରାତ୍ମକ ବୋଲର ଡେଲ ଷ୍ଟେନ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ ଯୋଗ ଦେଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ଲାରାଙ୍କୁ ବ୍ୟାଟିଂ କୋଚ ଏବଂ ଷ୍ଟେନଙ୍କୁ ବୋଲିଂ କୋଚ ଭାବରେ ନିଯୁକ୍ତ…
ଉପମୁଖ୍ୟମନ୍ତ୍ରୀଙ୍କୁ ଧରି କାନ୍ଦିଲେ ଛାତ୍ରୀ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ ସରକାରଙ୍କ ବିଜ୍ନେସ୍ ବ୍ଲାଷ୍ଟର କାର୍ଯ୍ୟକ୍ରମ ସହିତ ସରକାରୀ ବିଦ୍ୟାଳୟର ଛାତ୍ରୀମାନେ ସଶକ୍ତ ହୋଇ ଆତ୍ମନିର୍ଭରଶୀଳ ହୋଇଛନ୍ତି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ବୁଧବାର ଏକ ସରକାରୀ ବିଦ୍ୟାଳୟର ଏକାଦଶ ଶ୍ରେଣୀର ଛାତ୍ରୀଙ୍କ ସହ କଥାବାର୍ତ୍ତା କରିଛନ୍ତି। ଛାତ୍ରୀମାନେ ଉପମୁଖ୍ୟମନ୍ତ୍ରୀଙ୍କ…
ଆସିଲା ଗାଇଡ୍ଲାଇନ୍; କଟକଣାରେ ପାଳିତ ହେବ ଖ୍ରୀଷ୍ଟମାସ-ନୂଆବର୍ଷ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚଛି। ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ ବିଏମ୍ସିି କମିଶନର ସଞ୍ଜୟ ସିଂ କଟକଣା ଲଗାଇଛନ୍ତି। ସେ କହିଛନ୍ତି, କୋଭିଡ୍ ଗାଇଡଲାଇନ୍ ଅନୁସାରେ ଖ୍ରୀଷ୍ଟମାସ…
ହକର୍ଙ୍କଲାଗି ସ୍ବତନ୍ତ୍ର କୋଭିଡ୍ ସହାୟତାର ଶୁଭାରମ୍ଭ; ପ୍ରତ୍ୟେକ ପାଇବେ…
ଭୁବନେଶ୍ବର,୨୩।୧୨(ବ୍ୟୁରୋ): ହକରଙ୍କୁ ମିଳିଲା ହକ୍ । ରାଜ୍ୟରେ ପଞ୍ଜୀକୃତ ହକରଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ସହାୟତାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି । ତଦନୁଯାୟୀ ପ୍ରତ୍ୟେକ ପଞ୍ଜିକୃତ ଖବରକାଗଜ ହକରଙ୍କୁ ୬ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ପ୍ରଦାନ…
ସଚିନ ଗାଇଲେ ଗୀତ, ଭାଇରାଲ ହେଉଛି ଭିଡିଓ
କଂଗ୍ରେସ ନେତା ସଚିନ ପାଇଲଟ ରାଜ କପୁରଙ୍କ ଲୋକପ୍ରିୟ ଗୀତ ‘ଜିନା ୟାହଁା ମର୍ନା ୟାହାଁ’ଗାଇଥିବାର ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓକୁ ସୋସିଆଲ ମିଡିଆରେ ଏପର୍ଯ୍ୟନ୍ତ ୨ ଲକ୍ଷରୁ ଅଧିକ ଥର ଦେଖା ସରିଲାଣି। ଭାଇରାଲ ଏହି ଭିଡିଓ…
ଠକ ଦମ୍ପତିଙ୍କ ଟଙ୍କା, ସୁନା ଜବତ
ଅନୁଗୋଳ ଅଫିସ, ୨୩।୧୨: ଅନୁଗୋଳର କେତେଜଣ ଯୁବକଙ୍କୁ ଏକ କମ୍ପାନୀରେ ଚାକିରି ଦେବାର ଲୋଭ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗିରଫ ହୋଇଥିବା ଦମ୍ପତି ଚୈତାଳୀ ମୁଖାର୍ଜୀ ଓ ମୃଙ୍ଗାଗ୍ ଗୁପ୍ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ଥିବା ଟଙ୍କା ଓ ସୁନା…
Archives


