Home Left

ବ୍ୟାଙ୍କରେ ଅଚେତ ହୋଇଗଲେ ନାବାଳିକା ଛାତ୍ରୀ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଜ୍ୟୋତ୍ସ୍ନା ସ୍ବାଇଁ ଓ ତାଙ୍କ ଝିଅ କାଜଲ ସ୍ବାଇଁ(୯) ସୋମବାର କୌଣସି କାମରେ ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ଆସିଥିଲେ। ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଯୋଗୁ କାଜଲ ହଠାତ୍‌ ଅଚେତ ହୋଇ…

ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି କହି ଠକିନେଲେ ୧୦ ହଜାର

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି। ୧୯୯୯ ମହାବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଟଙ୍କା ମିଳିବ କହି ଜଣେ ବୃଦ୍ଧଙ୍କଠାରୁ ୧୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଗତ ଶନିବାର ପୂର୍ବାହ୍ନରେ ଏକ ବାଇକ୍‌ରେ ଜଣେ ଯୁବକ ଗଞ୍ଜାମ…

ଟ୍ରୋଲ ହେଲେ ଟ୍ୱିଙ୍କଲ

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ଓ ତାଙ୍କ ପତ୍ନୀ ଟ୍ୱିଙ୍କଲ ଖାନ୍ନା ସୋସିଆଲ ମଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ତାଙ୍କର କିଛି ଫଟୋ ଓ ଭିଡିଓ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଶେୟାର କରି ଉଭୟ ଦର୍ଶକଙ୍କ ହୃଦୟରେ ରହିବାକୁ…

‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ କାମ ହେଉଛି ସମସ୍ତଙ୍କ କାର୍ଯ୍ୟ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ଆଗେଇ ନେବା…

ଅଭିନୟ ଜଗତରେ କ୍ୟାରିୟର କରିବେ ସଚିନ୍‌ଙ୍କ ଝିଅ ସାରା

କ୍ରିକେଟ୍‌ର ସଚିନ୍‌ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ବ୍ୟକ୍ତିଗତ ଜୀବନ ଠାରୁ ଆରମ୍ଭ କରି ବୃତ୍ତିଗତ ଜୀବନ ଯାଏ ସେ ପ୍ରାୟତଃ ଲାଇମ ଲାଇଟ୍‌ରେ ରୁହନ୍ତି। ତାଙ୍କ ଫଟୋ ଅନେକ ସମୟରେ ସୋସିଆଲ ମିଡିଆରେ…

୬୬ବର୍ଷରେ ପୁଣି ବର ସାଜିବେ ପୂର୍ବତନ କ୍ରିକେଟର

କୋଲକାତା,୨୫।୪: ଭାରତର ପୂର୍ବତନ ଓପନର ଅରୁଣ ଲାଲ ଦ୍ୱିତୀୟ ଥର ବର ସାଜିବାକୁ ଯାଉଛନ୍ତି। ୬୬ବର୍ଷ ବୟସରେ ଅରୁଣ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ୩୮ବର୍ଷୀୟ ବୁଲବୁଲ ଶାହା ନାମକ ଯୁବତୀଙ୍କୁ ସେ ବିବାହ କରିବାକୁ ଯାଉଥିବା ଜଣାପଡ଼ିଛି। ବୁଲବୁଲ୍‌ ଅରୁଣଙ୍କଠାରୁ…

କେଜିଏଫ୍‌-୨ର ଷ୍ଟାର୍‌ କାଷ୍ଟଙ୍କ ପାରିଶ୍ରମିକ କେତେ ଜାଣନ୍ତି

କେଜିଏଫ୍‌ ୨ ଏପ୍ରିଲ ୧୨ରେ ମୁକ୍ତିଲାଭ କରିଛି। ପ୍ରଶାନ୍ତ ନୀଲଙ୍କ ନିର୍ଦ୍ଦେଶନାରେ କେଜିଏଫ୍‌-୨ ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଛି। ୧୦ ଦିନ ମଧ୍ୟରେ ୮୦୦ କୋଟିରୁ ଅଧିକ ଆୟ କରିଛି। ଖୁବ ଶୀଘ୍ର ଏହି ଫିଲ୍ମ ୧୦୦୦ କୋଟି କ୍ଲବରେ ଯୋଗ…

ରଣବୀରଙ୍କ ଯୋଗୁ ମାଆ ହୋଇ ପାରିବେ ନାହିଁ ଦୀପିକା!

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଇଣ୍ଡଷ୍ଟ୍ରିର ପାୱାର କପୁଲ ବୋଲି କୁହାଯାଏ । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି କପୁଲ ତାଙ୍କ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ବେଳେ ବେଳେ କିଛି ଫଟୋ ଓ ଭିଡିଓ…

ଦିଲ୍ଲୀରେ ଭୁଷୁଡ଼ିିଲା ନିର୍ମାଣଧିନ କୋଠା

ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀରେ ସୋମବାର ଏକ ବଡ଼ ଅଘଟଣ ଘଟିଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ କୋଠା ଭୁଷୁଡ଼ିପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ୫ଜଣ ଶ୍ରମିକ ଭଗ୍ନାବଶେଷ ତଳେ ଫସିଯାଇଥିଲେ। ଘଟଣାସ୍ଥଳରେ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ସେମାନଙ୍କୁ ଉଦ୍ଧାର…

ପୂର୍ବତନ କେନ୍ଦ୍ର ଗୃହ ସଚିବଙ୍କ ପରଲୋକ

ନୂଆଦିଲ୍ଲୀ,୨୫।୪: ପୂର୍ବତନ କେନ୍ଦ୍ର ଗୃହ ସଚିବ ମାଧବ ଗଡବୋଲେଙ୍କର ହୃଦ୍‌ଘାତରେ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ୧୯୯୩ରେ ଆଇଏଏସ ଚାକିରିରୁ ସେୱଚ୍ଛାକୃତ ଅବସର ନେବା ପୂର୍ବରୁ ସେ କେନ୍ଦ୍ର ଗୃହ ବିଭାଗର ସଚିବ ଥିଲେ।…

ଶ୍ରୀମନ୍ଦିର ପାଇଁ ୨୪୮ କୋଟି ଟଙ୍କାର ବଜେଟ ଅନୁମୋଦନ

ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷିତ ଅଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ମିଳିତ ଭାବରେ ଆଗେଇ ନେବା ଉଚିତ୍‌।…

ଡହଡ଼ହ ଖରାରେ ଶିଝୁଛି ରାଜଧାନୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ୩ ଦିନ ହେଲା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି। ଡହଡ଼ହ ଖରାରେ ଶିଝୁଛି ସାରା ସହର । ଗରମ ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିପକାଉଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇପଡୁଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?