Home Left

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ସେ ଜିଲାର ବିଭିନ୍ନ ଗାଁରୁ ୧୦୦ ପିଲାଙ୍କୁ ବାଲ୍ୟବିବାହ ପଞ୍ଝାରୁ ମୁକୁଳାଇ ସାରିଲେଣି।…

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ ପୋକ ତ ପୁଣି କେତେବେଳେ ତରକାରି ଓ ଉପମାରୁ ପୋକ, ମାଛି, ତେଲଗୁଣି ବାହାରୁଛି।…

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ ମହାକାଶଯାନ ଅବତରଣ କରାଇ ସେଗୁଡ଼ିକର ପୃଷ୍ଠଦେଶଗୁଡ଼ିକରୁ ପୁଙ୍ଖାନୁପୁଙ୍ଖ ପରୀକ୍ଷାନିରୀକ୍ଷା କରାଯାଉଛି । ସେଠାରେ…

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ, ଷଣ୍ଢ ଇତ୍ୟାଦି ଛିଡ଼ା ହୋଇଥାଆନ୍ତି। ଉଭୟ ପଟରୁ ଆସୁଥିବା ଦୁଇଚକିଆ, ଚାରିଚକିଆ ଯାନଗୁଡ଼ିକର…

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା କପଡ଼ା ବାନ୍ଧି ବୁଲୁଛନ୍ତି। ଏପରିକି ରବିବାର କେତେଜଣ ଦୁର୍ଗନ୍ଧ ଯୋଗୁ ବାନ୍ତି କରି ଅଠରବାଙ୍କି…

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ ସ୍ପୋର୍ଟିଂ ୫ ଉଇକେଟରେ ରାଉରକେଲାର ଏ.ଏସ୍‌ ଏକାଡେମୀକୁ ପରାସ୍ତକରି ଚାମ୍ପିୟନ ହୋଇଛି। ଫାଇନାଲରେ ଟସ୍‌…

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟ୍ (ଟେଷ୍ଟ, ଦିନିକିଆ ଓ ଟି-୨୦) ମିଶାଇ ୧୦,୦୦୦ ରନ୍ ପୂରଣ କରିଛନ୍ତି।…

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟକୁ ବିଶିଷ୍ଟ ବ୍ୟବସାୟୀ ତଥା ସାମାଜିକ କର୍ମୀ ଗଣେଶ କୁମାର ବ୍ରହ୍ମା…

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ ଭୟର କାରଣ ପାଲଟିଛି। ଏକ ପର୍ବରେ ଭୋଜି ପାଇଁ ପ୍ରସ୍ତୁତ ହୋଇଥିବା ରାଇତା ଯୋଗୁଁ…

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ ଭେଟୁଛନ୍ତି। ତେବେ ଏହାର କିଛି ଘଣ୍ଟା ପୂର୍ବରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି,…

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ ପରିଦର୍ଶନ କରିବା ସହ ସେଠାରେ ଥିବା ଜନସାଧାରଣଙ୍କ ସୁବିଧା ଅସୁବିଧା ବୁଝିଥିଲେ। ବସ୍‌ଷ୍ଟାଣ୍ଡରେ…

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଟପୁର ଗାନ୍ଧୀ ଛକ ଠାରେ ଉପସ୍ଥିତ ଦଳୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri