Home Left

ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କୁଜଙ୍ଗ,୨୧।୧୨(ଡି.ଏନ୍‌.ଏ.): ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ବିରୋଧ କରୁଥିବା ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ସୋମବାର ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ୨ ମାସ ପୂର୍ବେ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା…

ଆସନ୍ତା ୨ ମାସ ପାଇଁ ପଡ଼ିଆକୁ ଓହ୍ଲାଇବେ ନାହିଁ ପାଣ୍ଡ୍ୟା!

ନୂଆଦିଲ୍ଲୀ,୨୧।୧୨: ୨୦୨୧ ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଦୌ ଭଲ ନ ଥିଲା। ସେ ପ୍ରଥମେ ଆଇପିଏଲ ୨୦୨୧ରେ ବିଫଳ ହୋଇଥିଲେ। ତା’ପରେ ଟି -୨୦ ବିଶ୍ୱକପରେ ମଧ୍ୟ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଏହା ପରେ ମୁମ୍ବାଇ ଇଣ୍ଡିଆନ୍ସ…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ସର୍ବବୃହତ୍‌ କ୍ରୁଜ୍‌ ଶିପ୍‌ରେ ୪୮ କରୋନା ଆକ୍ରାନ୍ତ, ଆତଙ୍କରେ ୬୦୦୦ ଯାତ୍ରୀ…

ମିୟାମୀ, ୨୧।୧୨: ପୃଥିବୀର ସର୍ବବୃହତ୍‌ କ୍ରୁଜ୍‌ ଶିପ୍‌ ରୟାଲ କାରିବିୟାନ୍‌ର ୪୮ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହି ଶିପ୍‌ରେ ଥିବା ୬,୦୦୦ ଯାତ୍ରୀ ଏବେ ଆତଙ୍କରେ ରହିଛନ୍ତି। କଡ଼ା କଟକଣା ଏବଂ ମାର୍ଗଦର୍ଶିକା ତଥା ସୁରକ୍ଷା ବ୍ୟବସ୍ଥା…

ପୁଣି ପ୍ରେମରେ ପଡିଲେ ହ୍ରିତିକ ରୋଶନଙ୍କ ପୂର୍ବତନ ସ୍ତ୍ରୀ

ବଲିଉଡ ଅଭିନେତା ହ୍ରିତିକ ରୋଶନ ସୁଜାନେ ଖାନଙ୍କଠାରୁ ଛାଡପତ୍ର ନେଇଛନ୍ତି। ସୁଜାନେ ଏବେ ପୁଣିଥରେ ପ୍ରେମରେ ପଡିଛନ୍ତି। ହ୍ରିତିକ୍‌ଙ୍କ ଠାରୁ ଅଲଗା ହେବାପରେ ସୁଜାନେ ଆଜିକାଲି ଟିଭି ଅଭିନେତା ଅଲି ଗୋନିଙ୍କ ଭାଇ ଆର୍ସଲାନ ଗୋନିଙ୍କୁ ଡେଟ୍‌ କରୁଛନ୍ତି। ଉଭୟଙ୍କୁ ଅନେକ…

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୦ ଜଣ ଲୋକାଲ…

ଜାନୁୟାରୀ ୫ରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା

କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ।…

ଆମେରିକାରେ ପ୍ରଥମ ଜୀବନ ନେଲା ଓମିକ୍ରନ: ବଢୁଛି ସଂକ୍ରମଣ

ଓ୍ବାଶିଂଟନ୍‌,୨୧।୧୨: କରୋନାର ନୂତନ ଭାରିଆଣ୍ଟ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପୁଛି। ଆମେରିକାରେ ଏହା ଏକ ଆତଙ୍କ ସୃଷ୍ଟି କରିବା ଆରମ୍ଭ କରିଛି। ଏହି ନୂତନ ଭାରିଏଣ୍ଟ ଦେଶରେ ପ୍ରଥମ ଜୀବନ ନେଇଛି। ୭୩% କରୋନା ରୋଗୀ ମଧ୍ୟ ଓମିକ୍ରନ ଦ୍ୱାରା…

ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ୨ଦିନ ବାତିଲ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଉତ୍ତର କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଉତ୍ତର ପ୍ରଦେଶର ନୈନି ଷ୍ଟେଶନଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଭୁବନେଶ୍ୱର-ଆନନ୍ଦବିହାର-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ ଭାୟା ଅନୁଗୋଳ ଓ ଝାରସୁଗୁଡା ଦୁଇଦିନ ପାଇଁ ବାତିଲ ରହିବ। ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ଏକ୍ସପ୍ରେସ (୨୨୮୦୫) ଭୁବନେଶ୍ୱରରୁ…

ଆଜିଠୁ ୪ ଦିନିଆ କେରଳ ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠୁ ୪ ଦିନିଆ କେରଳ ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି । ଏହି ଗସ୍ତରେ ସେଠାରେ ସେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଷ୍ଟ୍ରପତି ମଙ୍ଗଳବାର କୁନ୍ନୁରରେ…

ଏକାଥରକେ ୫୦ ଫିଲ୍ମ ସାଇନ୍‌ କରିଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିରୋ ନମ୍ବର ଗୋବିନ୍ଦା ଆଜି ୫୮ ବର୍ଷରେ ପଦାର୍ପଣ କରିଛନ୍ତି। ୯୦ ଦଶକରେ ସେ ଅନେକ କମେଡି ଫିଲରେ ଅଭିନୟ କରି ରାତାରାତି ଷ୍ଟାର ପାଲଟିଥିଲେ। ଫିଲ୍ମ ‘କୁଲି ନଂ ୧’ ହେଉ କିମ୍ବା ‘ହଦ କର ଦି ଆପ୍ନେ’ ଭଳି…

ଭର୍ତ୍ତୃହରି ମହତାବ ଅସୁସ୍ଥ: ପୁଅ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): କଟକ ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପୁତ୍ରଙ୍କ ସହ ଫୋନ୍‌ରେ କଥା ହୋଇ ସ୍ବାସ୍ଥ୍ୟବସ୍ଥା ବିଷୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri