‘ଗରିବଙ୍କ କଲ୍ୟାଣ ଗୁରୁତ୍ୱପୂର୍ଣ୍ଣ’
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସମଗ୍ର ବିଶ୍ୱରେ ଓମିକ୍ରନ୍ ଭୂତାଣୁ କାୟାବିସ୍ତାର କରୁଛି। ଏହି ଭୂତାଣୁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ ସତର୍କ କରାଇଛନ୍ତି। ଜନସାଧାରଣଙ୍କ ସହଯୋଗରେ ଓଡ଼ିଶା କୋଭିଡ୍ର ପ୍ରଥମ ଓ ଦ୍ବିତୀୟ ଲହରକୁ ସଫଳ ଭାବରେ ମୁକାବିଲା କରିପାରିଛି। ବର୍ତ୍ତମାନ କୋଭିଡ୍ର…
୪ ଡିଗ୍ରୀ ତଳକୁ ଖସିଲା ପାରଦ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଶୀତରୁ ନିସ୍ତାର ନାହିଁ। ଗତ କିଛି ଦିନ ହେବ ସମଗ୍ର ରାଜ୍ୟ ପ୍ରବଳ ଜାଡରେ ଥରୁଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ଏତେ ବଢି ଯାଇଛି ଯେ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇ ପଡୁଛି। ଥଣ୍ଡାରେ ଦେହ…
ଓମିକ୍ରନ୍ ମୁକାବିଲା ପାଇଁ ରଣନୀତି
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ଓଡ଼ିଶାରେ ‘ଓମିକ୍ରନ’ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି। ଏହି ନୂଆ କରୋନା ଭାରିଆଣ୍ଟର ମୁକାବିଲା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସି ସ୍ବତନ୍ତ୍ର ରଣନୀତି ଆରମ୍ଭ ହୋଇଛି। ବୁଧବାର ମୁଖ୍ୟ ଶାସନ…
ରିଲିଜ୍ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’
ମୁମ୍ବାଇ: କବୀର ଖାନଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’ ଗୁରୁବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛିି। ଏହାକୁ ଦେଖିବା ପାଇଁ ଅନେକ ଦର୍ଶକ ଅପେକ୍ଷା କର ରହିଛନ୍ତି। ଏହି ଫିଲ୍ମରେ ରଣଭୀର ଭାରତୀୟ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଭୂମିକାରେ…
ସମର୍ଥନ ଅଧିକ, ବିରୋଧ କମ୍
କାଳିଆପାଣି,୨୩ା୧୨(ଡି.ଏନ.ଏ.): ସୁକିନ୍ଦା ତହସିଲ ଅଧୀନ ଟାଟାଷ୍ଟିଲ ମାଇନିଂ ଲିମିଟେଡ୍ର କମର୍ଦା ଓ ସାରୁଆବିଲ ଖଣିର ପରିବେଶ ମଞ୍ଜୁରୀ ପାଇଁ ବୁଧବାର ଏକ ଜନଶୁଣାଣି ଶିବିରି ଅନୁଷ୍ଠିତ ହୋଇଯାଇଛି। ସାରୁଆବିଲ ଗ୍ରାମ ଖେଳପଡ଼ିଆରେ ଅନୁଷ୍ଠିତ ଶିବିରରେ ଅଞ୍ଚଳ ଲୋକେ ଯୋଗଦେଇ ବିଭିନ୍ନ ଦାବି…
ବିଦ୍ୟାଳୟ, ଅଙ୍ଗନଓ୍ବାଡି, ପାର୍କ ପାଇଁ ଅର୍ଥ ବ୍ୟବସ୍ଥା
ବିରିଡି, ୨୩।୧୨(ଡି.ଏନ.ଏ.): ବିରିଡି ପଞ୍ଚାୟତ ସମିତିର ଅନ୍ତିମ ସାଧାରଣ ବୈଠକ ବୁଧବାର ସମିତି ସଭା ଗୃହରେ ସମିତି ଅଧ୍ୟକ୍ଷ ପଦ୍ମନାଭ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ସାହୁ, ଜିଲାପରିଷଦ ସଭ୍ୟା ଲତା ଦାସ, ସଭ୍ୟ ପ୍ରତାପ…
୩ ଦଳ ପାଇଁ ଅନେକ ପ୍ରସଙ୍ଗ
କେନ୍ଦ୍ରାପଡ଼ା ଅଫିସ, ୨୩ା୧୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଖୁବ୍ଶୀଘ୍ର ତାରିଖ ଘୋଷଣା ହୋଇପାରେ। ଇତିମଧ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟକୁ ପହଞ୍ଚତ୍ଲାଣି। ନିର୍ବାଚନ ୫ ପର୍ଯ୍ୟାୟରେ କରାଇବା ପାଇଁ ଅଞ୍ଚଳ ଚିହ୍ନଟ ସରିଛି। ସେହିପରି ଯେତେ ଶୀଘ୍ର ସମ୍ଭବ…
ସରକାରୀ ବସ୍ ଚଳାଇଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲା ସଦର ମହକୁମାର ନୂଆ ବସ୍ଷ୍ଟାଣ୍ଡର ନବୀକରଣ ଓ ମାର୍କେଟ କମ୍ପ୍ଲେକ୍ସର ଉଦ୍ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇ ନୂଆ ବସ୍ଷ୍ଟାଣ୍ଡକୁ ଉଦ୍ଘାଟନ କରିବା…
‘ବିକଶିତ ହେବ ଶାରୀଶୁଆ ଜଳପ୍ରପାତ’
ଖଇରା, ୨୩।୧୨(ଡି.ଏନ.ଏ.): ଆଉ ଦିନକ ପରେ କୁପାରୀ ପର୍ଯ୍ୟଟନ କ୍ଷେତ୍ରର ୨ ପ୍ରମୁଖ ପ୍ରକଳ୍ପ ଶାରୀଶୁଆ ପାହାଡ ଜଳପ୍ରପାତ ଓ କୁପାରୀ ନାଟ୍ୟମଣ୍ଡପକୁ ଅନ୍ୟ କିଛି ସହଯୋଗୀ ମନ୍ତ୍ରୀଙ୍କ ସହ ଶିଳାନ୍ୟାସ କରିବେ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି…
‘ଧାନକିଣା ଅବ୍ୟବସ୍ଥା, ଦୁର୍ନୀତି ରୋକିବାକୁ ପଦକ୍ଷେପ ନିଅ’
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ବୁଧବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି। ଓଡ଼ିଶାରେ ଧାନ ସଂଗ୍ରହରେ ରାଜ୍ୟ ସରକାରଙ୍କ ଦ୍ୱାରା ଦୁର୍ନୀତି ଏବଂ ଚାଲିଥିବା ଅବ୍ୟବସ୍ଥାକୁ ରୋକିବା ଲାଗି ନିର୍ଦ୍ଦେଶ ଦେବାକୁ ସେମାନେ…
ଅଭିଯୁକ୍ତ ଟିଉଶନ ସାର୍ ଗିରଫ
ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍ ସାର୍ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ ଗିରଫ କରିଛି। ଏଥିସହ ଛାତ୍ରୀଦ୍ୱୟଙ୍କୁ ଉଦ୍ଧାର କରିଛି। ଅଭିଯୁକ୍ତ ଟିଉଶନ ସାର ଏବଂ ଛାତ୍ରୀଦ୍ୱୟଙ୍କୁ…
ଏସ୍ଡିିଜେଏମ୍ଙ୍କ ରାୟକୁ ଚାଲେଞ୍ଜ
ବ୍ରହ୍ମପୁର ଅଫିସ,୨୩ା୧୨: ବହୁଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁଘରେ ଧାରଣା ଜାରି ରଖିଛନ୍ତି। ତପସ୍ବିନୀଙ୍କ ଓକିଲ ଏସ୍ଡିିଜେଏମ୍ଙ୍କ ରାୟକୁ ଚାଲେଞ୍ଜ କରି…
Archives


