Home Left

ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା

ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏପ୍ରିଲ ୨୫ ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବାର ସମୟ ଥିଲା। କ୍ୟାବିନେଟ ମନ୍ତ୍ରୀ ଅଜୟ ମିଶ୍ରାଙ୍କ…

ସଚିନଙ୍କ ୭ ରେକର୍ଡ, ଯାହା ଆଜି ପର୍ଯ୍ୟନ୍ତ ରହିଛି ଅତୁଟ

ଯେତେବେଳେ ବି କ୍ରିକେଟ କଥା ଆସେ, ସଚିନ ତେନ୍ଦୁଲକରଙ୍କ ନାମ ସର୍ବାଗ୍ରେ ଆସେ। ସଚିନଙ୍କୁ କ୍ରିକେଟର ଭଗବାନ ଆଖ୍ୟା ଦିଆଯାଇଛି। ସାରା ବିଶ୍ୱରୁ ଅନେକ କିମ୍ବଦନ୍ତୀ କ୍ରିକେଟରଙ୍କ ସହ ଖେଳିଥିବା ସଚିନ ତାଙ୍କ ବ୍ୟାଟିଂରେ ନିଜର ପରିଚୟ ସୃଷ୍ଟି କରି ବିଶ୍ୱ…

ରାଜନୈତିକ ଶତ୍ରୁତାରୁ ୨ ବିଜେଡି ନେତାଙ୍କୁ ବିଭତ୍ସ ହତ୍ୟା

ଦିଗପହଣ୍ଡି,୨୪।୪(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପାଳଝାଡି ଗାଁର ଗ୍ରାମ୍ୟ କମିଟି ସଭାପତି ତଥା ବିଜେଡି ନେତା ସୁଦର୍ଶନ ସୁଆର ଏବଂ ତାଙ୍କ ପ୍ରମୁଖ ସହଯୋଗୀ ଗ୍ରାମ୍ୟ କମିଟି ଉପଦେଷ୍ଟା ତଥା ବିଜେଡି ନେତା ସୁଧୀର କାନ୍ତ ପାତ୍ରଙ୍କୁ ଶନିବାର ବିଳମ୍ବିତ…

୪୯ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଚିନଙ୍କୁ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ।…

 ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଶୁଭଖୁଣ୍ଟି ସ୍ଥାପନ

ପୁରୁଷୋତ୍ତମ ପୁର, ୨୪/୪(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣି ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର ଲାଗି ଶୁଭଖୁଣ୍ଟି ସ୍ଥାପନା ହୋଇଛି। ଗଞ୍ଜାମ ଜିଲ୍ଲାପାଳ…

୧୪ଦିନ ପାଇଁ ଜେଲ୍‌ ଗଲେ ନବନୀତ, ରବି

ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ରବି ରାଣାଙ୍କୁ ରବିବାର ବାନ୍ଦ୍ରା ସ୍ଥିତ ଏକ ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଏହି ମାମଲାର…

ଦିନକ ପୂର୍ବରୁ କିଣିଥିବା ଇଲେକ୍ଟ୍ରିକ୍‌ ସ୍କୁଟର ଫାଟି ସ୍ବାମୀ ମୃତ, ପତ୍ନୀ-୨ଶିଶୁ ଆହତ

ହାଇଦ୍ରାବାଦ,୨୪।୪: ଦୁଇ ଦିନ ପୂର୍ବରୁ ତେଲେଙ୍ଗାନାର ନିଜାମାବାଦରେ ଏକ ଇଲେକ୍ଟ୍ରିକ୍‌ ବାଇକ୍‌ର ବ୍ୟାଟେରୀ ଫାଟି ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଥିଲେ। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ପ୍ୟୁର-ଇଭି କମ୍ପାନୀ ନିଜର ୨ହଜାର…

ଝାରସୁଗୁଡ଼ାରେ ଭାଜପା-ବିଜେଡି ମୁହାଁମୁହିଁ: ଉଭୟ ଗୋଷ୍ଠୀର ୫୦ରୁ ଊର୍ଦ୍ଧ୍ୱ ନେତୃବୃନ୍ଦ ଗିରଫ

ଝାରସୁଗୁଡା ଅଫିସ,୨୪।୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରବିବାର ଭାଜପା-ବିଜେଡି ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି । ପୋଲିସ ଉଭୟ ଗୋଷ୍ଠୀର ୫୦ରୁ ଊଦ୍ଧର୍‌ବ ନେତୃବୃନ୍ଦଙ୍କୁ ଗିରଫ କରିଛି । ଏହାପରେ…

ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟିନେଲେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟ୍‌ ଅଭିଯୋଗ। ଜୁନିୟର ଆଡମିନ୍‌ଷ୍ଟ୍ରେଟିଭ୍‌ ଅଫିସର ପ୍ରବୀଣ କୁମାର ପାଠକକୁ ଆକ୍ରମଣ କରି ସୁନାଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଏଥିରେ ସେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଏମ୍ସ ନିକଟବର୍ତ୍ତୀ ସୁଆଙ୍ଗ ପଡ଼ିଆଠାରେ…

ଭାରତରେ ଚାଇନା ନାଗରିକଙ୍କୁ ପର୍ଯ୍ୟଟନ ଭିଜା ମନା

ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକମାନଙ୍କୁ ଭାରତ ଦେଇଥିବା ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଅନ୍ତର୍ଜତୀୟ ବିମାନ ପରିବହନ ସଂସ୍ଥା (ଆଇଏଟିଏ) ପକ୍ଷରୁ କୁହାଯାଇଛି। ଏବେ ବି ଭାରତ ଚାଇନା ନାଗରିକମାନଙ୍କୁ ବ୍ୟବସାୟ, ରୋଜଗାର, କୂଟନୈତିକ ଏବଂ ସରକାରୀ ଭିସା ଦେଉଛି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଖାସ୍‌ ଉପହାର ଦେଲେ ଅନୁପମ ଖେର

ମୁମ୍ବାଇ: ସୋସିଆଲ ମିଡିଆରେ ବେଶ ଆକ୍ଟିଭ୍‌ ବଲିଉଡ ଅଭିନେତା ଅନୁପମ ଖେର। ସେ ବ୍ୟକ୍ତିଗତ ଏବଂ ଅଭିନୟ ଜୀବନ ସହ ଜଡ଼ିତ ଅନେକ କିଛି ଅପ୍‌ଡେଟ୍‌ ପ୍ରଶଂସକଙ୍କ ସହ ବାଣ୍ଟିଥାନ୍ତି। ଏବେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ନେଇ ଚର୍ଚ୍ଚାରେ।…

ସୋନୁଙ୍କୁ ମିଳୁନି ନେଗେଟିଭ ରୋଲ

ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦ ଏବେ ନିଜ ସମ୍ପର୍କରେ ପ୍ରଶଂସକଙ୍କ ସହ ଖୋଲାଖୋଲି କଥା ହୋଇଛନ୍ତି । କରୋନା ମହାମାରୀ ସମୟରେ ଅନେକଙ୍କ ପାଇଁ ଦେବଦୂତ ସାଜିଥିବା ସୋନୁ ସୁଦ ଏବେ ଚିନ୍ତାରେ ପଡି ଯାଇଛନ୍ତି । ଦୀର୍ଘ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?