Home Left

କୋର୍ଟରେ ପହଞ୍ଚିଲେ ନବନୀତ ରାଣା, ରବି

ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ଉତ୍ତେଜନା ଲାଗିରହିଛି। ଏହି ମାମଲାରେ ଗିରଫ ହୋଇଥିବା ଏମ୍‌ପି ନବନୀତ ରାଣା ଓ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କୁ ରବିବାର ବାନ୍ଦ୍ରାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। ନବନୀତ ଓ ରାଣାଙ୍କୁ…

ଲାଞ୍ଚ ନେଇ ଧରାପଡ଼ିଥିଲେ ଜନସ୍ବାସ୍ଥ୍ୟ ଅଧିକାରୀ: ଡାକ୍ତରଖାନାରୁ ବାହାରି ଜେଲ ହାଜତକୁ ଗଲେ

ବରଗଡ଼ ଅଫିସ,୨୪।୪- ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁଙ୍କୁ ଶନିବାର ସମ୍ବଲପୁର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ…

୫୭ଦିନରୁ ସୂର୍ଯ୍ୟ ଦେଖିନାହାନ୍ତି ସୁଡ଼ଙ୍ଗରେ ଫସିରହିଥିବା ୟୁକ୍ରେନବାସୀ

କ୍ୱିଭ୍‌,୨୪।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୨ମାସ ବିତିଥିବା ବେଳେ ମସ୍କୋ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ମାରିଆପୋଲ ସହରକୁ କବ୍‌ଜା କରିନେଇଥିବା ଦାବି କରିଛନ୍ତି। ଅନ୍ୟ ସହରଗୁଡ଼ିକରେ ଏବେ ବି ରୁଷୀୟ ସୈନ୍ୟମାନେ ଆକ୍ରମଣ ଜାରି ରଖିଛନ୍ତି। ଇତିମଧ୍ୟରେ…

୨ ଗୃହରେ ଚାଲିଛି ୫ ଶ୍ରେଣୀ, ପଢୁଛନ୍ତି ୨୧୭ ଛାତ୍ରୀଛାତ୍ର

ଆଳି,୨୪ା୪(ଡି.ଏନ.ଏ.): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥା ସୁଦୃଢ଼ୀକରଣ ନିମନ୍ତେ ଅର୍ଥ ଖର୍ଚ୍ଚ କରୁଥିବା ବେଳେ ଶିକ୍ଷା ବ୍ୟବସ୍ଥାରେ କେତେ ପରିବର୍ତ୍ତନ ଘଟିଛି ତାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକରେ। ବ୍ଲକର ମେଣ୍ଢପୁର ପଞ୍ଚାୟତରେ ରହିଛି…

କୁଲଗାମରେ ଜୈଶର ୨ଆତଙ୍କବାଦୀ ନିପାତ

ଶ୍ରୀନଗର,୨୪।୪: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ମିରହମା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମୃତ ୨ଜଣ ଆତଙ୍କବାଦୀ ଜୈଶ-ଏ- ମହମ୍ମଦ ସଂଗଠନର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, କୁଲଗାମ ଜିଲାର ମିରହମା…

କାଳିଆପାଣି ଖଣି ଅଞ୍ଚଳରେ ବଢୁଛି ନୀଳପଥର ଚୋରାଚାଲାଣ

କାଳିଆପାଣି,୨୪ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ୍‌, ଆଇରନ ଓ ପାରାସନାଇଟ ନୀଳପଥର ଆଦି ରହିଥିବା ବେଳେ ୯୫ ପ୍ରତିଶତ କ୍ରୋମାଇଟ ରହିଛି। ତେବେ ଏହି ଧାତୁ ଉପରେ ସରକାରଙ୍କ ନଜର ପଡ଼ି ନ ଥିବା ବେଳେ ଚୋରା ମାଫିଆଙ୍କ…

ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ଅଭିଯୋଗ

ଆର୍‌.ଉଦୟଗିରି,୨୪।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ଦଣ୍ଡାସି ସାହୁ ନିଜ ଘରେ ଜରାନିବାସ ଚଳାଉଥିବା ଦର୍ଶାଇ ଅର୍ଥ ହଡ଼ପ…

ହନୁମାନ ଚାଳିଶା ବିବାଦ: କୋର୍ଟ ହାଜର ହେବା ପୂର୍ବରୁ ନବନୀତଙ୍କୁ ଆଉ ଏକ ଝଟ୍‌କା

ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍‌ପି ନବନୀତ ରାଣାଙ୍କୁ ରବିବାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ହେଲେ କୋର୍ଟରେ ହାଜର କରାଯିବା ପୂର୍ବରୁ ତାଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ନବନୀତ…

ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀ-ଶାଳୀଙ୍କୁ ମାରି ଘରେ ରଖିଥିଲେ ବ୍ୟକ୍ତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଚାଞ୍ଚଲ୍ୟ। ହାଉସିଂବୋର୍ଡ ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀ ଏବଂ ଶାଳିଙ୍କୁ ହତ୍ୟା କରିବା ପରେ ଦୁଇରୁ ତିନି ଦିନ ହେବ ଘରେ ରଖିଥିଲେ। ରବିବାର ଚନ୍ଦ୍ରଶେଖରପୁର ପୋଲିସ ଖବରପାଇ ମୃତଦେହକୁ ଜବତ କରିଛି। ଏଥିସହ…

କାର୍‌କୁ ମୁହାଁମୁହିଁ ପିଟିଲା ବସ୍‌; ଜଣେ ଆରୋହୀଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୪।୪- ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକରେ ରବିବାର ଭୋର ପ୍ରାୟ ସାଢେ ୪ଟାରେ ଏକ ଯାତ୍ରୀବାହୀ ବସ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ କାର୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ,…

ପୁରୀରୁ ଦର୍ଶନ ସାରି ଫେରୁଥିଲେ; ଓଲଟିଲା ବସ୍‌

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିବାରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଛତ୍ରପୁର…

ଖୋର୍ଦ୍ଧା-କଟକ ଆଗରେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩ ଜଣ ପିଲା ସଂକ୍ରମିତ ହୋଇଥିବା ନେଇ ରାଜ୍ୟ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?