Home Left

ପୁଣି ବଦଳି ପାରନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ

ହାଭେରି, ୧୯।୧୨: ପୁଣି କର୍ନାଟକ ମୁଖ୍ୟମନ୍ତ୍ରୀ ବଦଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ରବିବାର ନିଜ ନିର୍ବାଚନ ମଣ୍ଡଳୀ ଶିଗାଓଁରେ ଦେଇଥିବା ଭାଷଣରୁ ଏଭଳି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ବିଶ୍ୱରେ ପଦବୀ ଓ ପ୍ରତିଷ୍ଠା କିଛି ସ୍ଥାୟୀ…

ଧରା ପଡ଼ିଲେ ୨୫୦ କୁକୁର ଛୁଆ ହତ୍ୟାକାରୀ ମାଙ୍କଡ଼

ନୂଆଦିଲ୍ଲୀ,୧୯।୧୨: ମହାରାଷ୍ଟ୍ରର ଏକ ଗ୍ରାମରେ ୨୫୦ କୁକୁର ଛୁଆଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଦୁଇ ମାଙ୍କଡ଼ଙ୍କୁ ଧରି ନିଆଯାଇଛି। ସେହି ଅଞ୍ଚଳରେ ଏକ ଶିଶୁ ମାଙ୍କଡ଼ର ମୃତ୍ୟୁକୁ ନେଇ ଦୁଇ ମାଙ୍କଡ଼ ପ୍ରତିଶୋଧ ପରାୟଣ ହୋଇ କୁକୁର ଛୁଆଙ୍କୁ ହତ୍ୟା…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଲାଗି ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଜାନୁୟାରୀ ୧୪ରୁ ଫେବୃୟାରୀ ୫ ତାରିଖ ପର୍ଯ୍ୟନ୍ତ କାରିବିୟାନ ଦେଶ(ଓ୍ବେଷ୍ଟଇଣ୍ଡିଜ)ରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ଏଥିଲାଗି ରବିବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ଦିଲ୍ଲୀ ବ୍ୟାଟର ୟଶ ଧୂଲଙ୍କୁ…

ଥାନା ସମ୍ମୁଖରେ ଧାରଣାରେ ବସିଲେ ଖବରଦାତା

ମାଲକାନଗିରି,୧୯ା୧୨(ଡି.ଏନ୍‌.ଏ.): ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭର କଣ୍ଠରୋଧ କରିବାକୁ ଉଦ୍ୟମ କରୁଛି ମାଲକାନଗିରି ପୋଲିସ। ବିନା କାରଣରେ ୫ ଜଣ ଖବରଦାତାଙ୍କୁ ଉଠାଇ ନେଇ ଗିରଫ କରିଛି। ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଖବରଦାତାମାନେ ଦେଇଥିବା ଏତଲା ଉପରେ ପୋଲିସ କୌଣସି…

ବିଷାକ୍ତ ଖାଦ୍ୟ ଖାଇ ହସ୍ପିଟାଲରେ ଆଇଫୋନ ନିର୍ମାତା କମ୍ପାନୀର ୧୫୦ କର୍ମଚାରୀ

ଚେନ୍ନାଇ,୧୯।୧୨: ଆପଲ ପାଇଁ ଆଇଫୋନ ନିର୍ମାଣ କରୁଥିବା ଫକ୍ସକନ ଇଣ୍ଡିଆ ୟୁନିଟ୍‌ରେ ବିଷାକ୍ତ ଖାଦ୍ୟ ଖାଇ ୧୫୦ କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି କର୍ମଚାରୀ ଓ ସେମାନଙ୍କ ପରିବାର ବର୍ଗ। ସେମାନେ ରାଜରାସ୍ତା ଅବରୋଧ…

୧୦୦ କୋଟି କ୍ଲବ୍‌ରେ ପୁଷ୍ପା

ସାଉଥ ଫିଲ୍ମ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଓ ରଶ୍ମିକା ମନ୍ଦନ୍ନାଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା: ଦି ରାଇଜ’ ପରଦାରେ ଧମାଲ୍‌ କରିଛି। ଡିସେମ୍ବର ୧୭ରେ ପରଦା ଉପରକୁ ଆସିଥିବା ଏହି ଫିଲ୍ମ ଦୁଇ ଦିନରେ ୧୦୦ କୋଟି ଟଙ୍କା ରୋଜଗାର…

୭ ବିଦେଶୀ ଫେରନ୍ତା ପଜିଟିଭ୍‌

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭ ଜଣ ବିଦେଶୀ ଫେରନ୍ତା କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଜିନୋମ ସିକ୍ୱେନ୍ସିଂ ହୋଇଥିଲା। ସେମାନେ ‘ଓମିକ୍ରନ୍‌’ ପୀଡ଼ିତ ନ ଥିବା ଜଣାପଡ଼ିଛି। ଆଉ ୩ ଜଣଙ୍କ ନମୁନା ସିକ୍ୱେନ୍ସିଂ ପାଇଁ…

ଘର ଭଡା ଦେଲେ କାଜୋଲ

ବଲିଉଡର ସଫଳ ଅଭିନେତ୍ରୀମାନଙ୍କ ମଧ୍ୟରୁ କାଜୋଲ ଅନ୍ୟତମ। ସେ ତାଙ୍କ ସ୍ବାମୀ ତଥା ଅଭିନେତା ଅଜୟ ଦେବଗନଙ୍କ ସହ ଜୁହୁର ଏକ ବିଳାସପୂର୍ଣ୍ଣ ବଙ୍ଗଳାରେ ରୁହନ୍ତି। ମୁମ୍ବାଇର ପୋୱାଇରେ ଏହି ଦମ୍ପତିଙ୍କର ଆଉ ଏକ ଆପାର୍ଟମେଣ୍ଟ ଅଛି। ଏବେ କାଜୋଲ ଏହି…

ସଚିନ, ପଣ୍ଟିଂଙ୍କୁ ପଛରେ ପକାଇଲେ ରୁଟ

ଆଡିଲେଡ୍‌,୧୯।୧୨: ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ସୁନିଲ ଗାଭାସ୍କରଙ୍କ ଭଳି କିମ୍ବଦନ୍ତୀଙ୍କୁ ପଛରେ ପକାଇଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ଗୋଟିଏ ବର୍ଷରେ ଟେଷ୍ଟ ଫର୍ମାଟରେ ୧,୬୦୦ରୁ ଅଧିକ ରନ୍‌ କରିବାରେ ସେ ବିଶ୍ୱର ଚତୁର୍ଥ କ୍ରିକେଟର। ଆଡିଲେଡ୍‌ ଓଭାଲଠାରେ ଚାଲିଥିବା…

ଦୁଇ ଯୁବକଙ୍କୁ ନିର୍ଧୂମ୍‌ ଛେଚିଲେ

ସଜନାଗଡ଼,୧୯।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ଦୁଇ ବ୍ୟାଟେରି ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ ମାରି ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ରବିବାର ଭୋରରେ ଦୁଇ ଜଣ ଯୁବକ ଏକ ବାଇକ୍‌ରେ ଆସିଥିଲେ।…

ଜୀବନରେ ସ୍ତ୍ରୀ ଏବଂ ପ୍ରେମିକା ଚାପ ଦିଅନ୍ତି: ଗାଙ୍ଗୁଲି

ନୂଆଦିଲ୍ଲୀ,୧୯।୧୨: ବିରାଟ କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ଭାରତ ଦିନିକିଆ ଦଳର ଅଧିନାୟକ କରାଯିବା ପରଠାରୁ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି। ଏପର୍ଯ୍ୟନ୍ତ ବିବାଦ ସୃଷ୍ଟି କରିବା ଭଳି ସେଭଳି କିଛି କହି ନ ଥିଲେ…

୬-୦ରେ ଜିତିଲା ଭାରତ

ଢାକା,୧୯।୧୨: ଡିଫେଣ୍ଡିଂ ଚାମ୍ପିୟନ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ଅପରାଜେୟ ଧାରା ଜାରି ରଖିଛି। ରବିବାର ଖେଳାଯାଇଥିବା ରାଉଣ୍ଡ ରବିନ ମ୍ୟାଚ୍‌ରେ ପ୍ରତିପକ୍ଷ ଜାପାନକୁ ୬-୦ ଗୋଲରେ ହରାଇ ଦେଇଛି ଟିମ୍‌ ଇଣ୍ଡିଆ। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri