ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ ଯୁକ୍ତିତର୍କରୁ ରକ୍ତରଞ୍ଜିତ ହୋଇଛି ଭୋଜି। ଏକ ଘରୋଇ ସଂସ୍ଥାର କର୍ମଚାରୀମାନେ ଭୋଜି କରୁଥିବା ବେଳେ…
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ଓପିଏସସିରେ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷାରେ ୧୬ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ…
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ ଟାଙ୍କି ଫାଟି କାର୍ରେ ନିଆଁ ଲାଗି ଯାଇଥିବା ଅନୁମାନ କରାଯାଉଛି। ହେଲେ ଦୁର୍ଘଟଣାରେ କାର୍ରେ…
ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି
ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି ସମୟ ମଧ୍ୟରେ ଗଜକେଶରୀ ନାମକ ଏକ ଶୁଭ ଯୋଗ ମଧ୍ୟ ସୃଷ୍ଟି ହେବ ।…
କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି
ଆଡିଲେଡ୍,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍ ଫାଷ୍ଟ ବୋଲର ବ୍ରେଟ୍ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ କରାଯାଇଛି। ଘାତକ ପେସ୍ ସାଙ୍ଗକୁ ଆଦର୍ଶ କ୍ରୀଡ଼ାବିତ୍ ମନୋଭାବରେ ଭରି ରହିଥିବା ଉଲ୍ଲେଖନୀୟ ଅନ୍ତର୍ଜାତୀୟ କ୍ୟାରିୟର ପାଇଁ ତାଙ୍କୁ ଏହି ସମ୍ମାନରେ…
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ ସେହି ସ୍ଥାନରେ ଅତର୍କିତ ଚଢ଼ାଉ କରିଥିଲେ। ସ୍ଥାନୀୟ ଆଇଆଇସି ବିଜୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ…
ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି
କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ନୂତନ ପଦାଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି। ଉପସଭାପତି ଭାବେ…
ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍ପି
ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ ଗସ୍ତ କର ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ତଦାରଖ କରିଛନ୍ତି। ସେ ପ୍ରଥମେ…
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣ ଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨…
ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ
ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ ଉପରେ ଚଢି ଯାଇଛି । ଗୋଡ ଉପରେ ଚଢ଼ି ଯିବାରୁ ଅଧିକ ରକ୍ତସ୍ରାବ ହୋଇଥିଲା…
ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ ହୋଇଉଠିଛି। ବଣଭୋଜି ପାଇଁ କେବଳ ଆଖପାଖରୁ ନୁହେଁ ଦୂରଦୂରାନ୍ତରୁ ମଧ୍ୟ ଦଳଦଳ ହୋଇ ବିଭିନ୍ନ…
ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା
ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପଶ୍ଚିମବଙ୍ଗ ପୋଲିସ ଅଇଁଠାପାଲି ଥାନା ପୋଲିସ ସହାୟତାରେ ତଦନ୍ତ କରି ଘଟଣାରେ…
Archives


