ମୁଗେର ପୁଲି
ଆବଶ୍ୟକ ସାମଗ୍ରୀ: ୨ ଚାମଚ ଘିଅ, ଅଧ କପ୍ ମୁଗଡାଲି, ୧କପ୍ କ୍ଷୀର, ୧କପ୍ ଚାଉଳ ଗୁଣ୍ଡ, ଛାଣିବା ପାଇଁ ତେଲ, ସିରା କରିବା ପାଇଁ ୧କପ୍ ଚିନି, ୧/୪ଚାମଚ କେଶର, ୧/୪ଚାମଚ ଗୁଜୁରାତି ଗୁଣ୍ଡ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚୁଲାରେ…
ତ୍ୱଚା ପାଇଁ ବରଦାନ କେଶର
ପୃଥିବୀର ସବୁଠୁ ଦାମୀ ମସଲା ଭାବେ ପରିଚିତ କେଶର କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ ବରଂ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ମଧ୍ୟ ଏହା ବରଦାନ ସଦୃଶ। ଜାଣି ରଖନ୍ତୁ ଏହାକୁ ବ୍ୟବହାର କରିବାର ଟିପ୍ସ … ଯଦି…
‘ଦୟାଳୁ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ’
ମୁମ୍ବାଇ: ଅଭିନେତ୍ରୀ ଆଥିଆ ଶେଟ୍ଟୀ ନିଜର ଲୁକ୍କୁ ନେଇ ଚର୍ଚ୍ଚାରେ ରୁହନ୍ତି। ସେ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍। ନିକଟରେ ସେ ଏକ ସାକ୍ଷାତକାରରେ ନଜର ଆସିଥିଲେ। କିଶୋର ଅବସ୍ଥାରେ ତାଙ୍କୁ ତାଙ୍କ ଦେହର ରଙ୍ଗ ପାଇଁ ଟ୍ରୋଲ କରାଯାଇଥିଲା ବୋଲି…
ବିଦ୍ୟୁତ୍ ଆଘାତରେ ଓଡ଼ିଶାରେ ସର୍ବାଧିକ ହାତୀଙ୍କ ମୃତ୍ୟୁ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ବିଦ୍ୟୁତ୍ ଆଘାତରେ ଓଡିଶାରେ ସର୍ବାଧିକ ହାତୀଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ୨୦୦୯ରୁ ୨୦୧୯ ମଧ୍ୟରେ ବିଦ୍ୟୁତ୍ ଆଘାତ ଯୋଗୁ ଭାରତରେ ୬୦୦ ହାତୀଙ୍କ ଜୀବନ ଯାଇଥିବାବେଳେ ଏଥିମଧ୍ୟରୁ ଓଡ଼ିଶାର…
ପୋଲିସ-ଗ୍ରାମବାସୀ ମୁହାଁମୁହିଁ
କୁଜଙ୍ଗ,୨୧।୧୨(ଡି.ଏନ୍.ଏ.): ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପକୁ ବିରୋଧ କରୁଥିବା ଜଗତ୍ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ସୋମବାର ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ୨ ମାସ ପୂର୍ବେ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା…
ଆସନ୍ତା ୨ ମାସ ପାଇଁ ପଡ଼ିଆକୁ ଓହ୍ଲାଇବେ ନାହିଁ ପାଣ୍ଡ୍ୟା!
ନୂଆଦିଲ୍ଲୀ,୨୧।୧୨: ୨୦୨୧ ଭାରତୀୟ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଦୌ ଭଲ ନ ଥିଲା। ସେ ପ୍ରଥମେ ଆଇପିଏଲ ୨୦୨୧ରେ ବିଫଳ ହୋଇଥିଲେ। ତା’ପରେ ଟି -୨୦ ବିଶ୍ୱକପରେ ମଧ୍ୟ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଏହା ପରେ ମୁମ୍ବାଇ ଇଣ୍ଡିଆନ୍ସ…
ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସର୍ବବୃହତ୍ କ୍ରୁଜ୍ ଶିପ୍ରେ ୪୮ କରୋନା ଆକ୍ରାନ୍ତ, ଆତଙ୍କରେ ୬୦୦୦ ଯାତ୍ରୀ…
ମିୟାମୀ, ୨୧।୧୨: ପୃଥିବୀର ସର୍ବବୃହତ୍ କ୍ରୁଜ୍ ଶିପ୍ ରୟାଲ କାରିବିୟାନ୍ର ୪୮ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହି ଶିପ୍ରେ ଥିବା ୬,୦୦୦ ଯାତ୍ରୀ ଏବେ ଆତଙ୍କରେ ରହିଛନ୍ତି। କଡ଼ା କଟକଣା ଏବଂ ମାର୍ଗଦର୍ଶିକା ତଥା ସୁରକ୍ଷା ବ୍ୟବସ୍ଥା…
ପୁଣି ପ୍ରେମରେ ପଡିଲେ ହ୍ରିତିକ ରୋଶନଙ୍କ ପୂର୍ବତନ ସ୍ତ୍ରୀ
ବଲିଉଡ ଅଭିନେତା ହ୍ରିତିକ ରୋଶନ ସୁଜାନେ ଖାନଙ୍କଠାରୁ ଛାଡପତ୍ର ନେଇଛନ୍ତି। ସୁଜାନେ ଏବେ ପୁଣିଥରେ ପ୍ରେମରେ ପଡିଛନ୍ତି। ହ୍ରିତିକ୍ଙ୍କ ଠାରୁ ଅଲଗା ହେବାପରେ ସୁଜାନେ ଆଜିକାଲି ଟିଭି ଅଭିନେତା ଅଲି ଗୋନିଙ୍କ ଭାଇ ଆର୍ସଲାନ ଗୋନିଙ୍କୁ ଡେଟ୍ କରୁଛନ୍ତି। ଉଭୟଙ୍କୁ ଅନେକ…
ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୪୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୬ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୦ ଜଣ ଲୋକାଲ…
ଜାନୁୟାରୀ ୫ରୁ ମାଟ୍ରିକ୍ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା
କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ।…
ଆମେରିକାରେ ପ୍ରଥମ ଜୀବନ ନେଲା ଓମିକ୍ରନ: ବଢୁଛି ସଂକ୍ରମଣ
ଓ୍ବାଶିଂଟନ୍,୨୧।୧୨: କରୋନାର ନୂତନ ଭାରିଆଣ୍ଟ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପୁଛି। ଆମେରିକାରେ ଏହା ଏକ ଆତଙ୍କ ସୃଷ୍ଟି କରିବା ଆରମ୍ଭ କରିଛି। ଏହି ନୂତନ ଭାରିଏଣ୍ଟ ଦେଶରେ ପ୍ରଥମ ଜୀବନ ନେଇଛି। ୭୩% କରୋନା ରୋଗୀ ମଧ୍ୟ ଓମିକ୍ରନ ଦ୍ୱାରା…
Archives


