କୋହଲିଙ୍କ ବ୍ୟାଟିଂ ଉପରେ କାମ କରୁଛନ୍ତି ଡ୍ରାଭିଡ୍
ସେଞ୍ଚୁରିଆନ,୨୦।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପୂର୍ବରୁ ସେଞ୍ଚୁରିଆନଠାରେ ପୂର୍ବ ଦୁଇ ଦିନ ଭଳି ସୋମବାର ମଧ୍ୟ ନେଟ୍ସରେ ଝାଳ ବୁହାଇଛନ୍ତି ଭରତୀୟ ଦଳର ଖେଳାଳି। ଏହାର କିଛି ଫଟୋ ଶେୟାର କରିଛି ବିସିସିଆଇ। ଏକ…
ଶିଶୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍
କେନ୍ଦୁଝର,୨୦।୧୨(ସ୍ବ.ପ୍ର.): ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ଶିଶୁ ହତ୍ୟା ମାମଲାର ବିଚାର କରି ସୋମବାର ରାୟ ପ୍ରକାଶ କରିଛନ୍ତି। ହତ୍ୟାକାରୀ ମନୋଜ ସାହୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ୫ ଲକ୍ଷ ଟଙ୍କା ଜରିମାନା ଏବଂ ଅନାଦାୟ…
ଡାକ୍ତର ସୁମିତଙ୍କ ଘର ଗ୍ରୀଲ ଭାଙ୍ଗିଲେ ମହିଳା
ବ୍ରହ୍ମପୁର ଅଫିସ,୨୦ା୧୨: ଡାକ୍ତର ସୁମିତ ଏବଂ ତପସ୍ବିନୀଙ୍କ ପାରିବାରକ କଳହ ନୂଆଁ ମୋଡ଼ ନେଉଛି। ଗୋଟିଏ ପଟେ ନ୍ୟାୟ ଓ ନିଜ ଅଧିକାର ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଧାରଣା ଜାରି ରଖିଥିବା ବେଳେ ସୋମବାର…
କାରକୁ ଅଟୋ ପାଇଲଟ୍ରେ ଛାଡ଼ି ଶିଶୁକନ୍ୟାକୁ ଜନ୍ମଦେଲେ
ନୂଆଦିଲ୍ଲୀ,୨୦।୧୨: ଆମେରିକାରେ ଜଣେ ମହିଳା ଟେସଲା ଇଲେକ୍ଟ୍ରିକ୍ କାରକୁ ଅଟୋ ପାଇଲଟ୍ରେ ଛାଡ଼ି ଆଗ ସିଟ୍ରେ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଏଭଳି ଘଟଣା ସେପ୍ଟେମ୍ବର ୯ ତାରିଖରେ ଘଟିଛି ଫିଲାଡେଲଫିଆରେ। ୩୩ ବର୍ଷୀୟା ୟିରାନ ଶେରି ଓ ତାଙ୍କ ସ୍ବାମୀ କିଟିଂ…
କୋରାପୁଟରେ ହାଡ଼ଭଙ୍ଗା ଶୀତ
ସୁନାବେଡା,୨୦ା୧୨(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡା ଓ ସେମିଳିଗୁଡା ଅଞ୍ଚଳରେ ଶୀତ ଲହର ବଢ଼ିବାରେ ଲାଗିଛି। ଗତ କିଛି ଦିନ ଧରି ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ସନ୍ଧ୍ୟା ପରଠାରୁ ତା’ପରଦିନ ସକାଳ ୧୦ଟାଯାଏ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଉଭୟ ସହରର…
ଭାଜପା ନେତାଙ୍କୁ ଅଭିଶାପ ଦେଲେ ଜୟା!
ନୂଆଦିଲ୍ଲୀ,୨୦ ।୧୨: ରାଜ୍ୟ ସଭାରେ ସମାଜବାଦୀ ପାର୍ଟି ଏମ୍ପି ତଥା ବଲିଉଡ୍ ଅଭିନେତ୍ରୀ ଜୟା ବଚ୍ଚନ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୟରେ ପରିଚାଳିତ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସୂଚନା ଅନୁଯାୟୀ, ଟ୍ରେଜେରୀ ବେଞ୍ଚ ଉପରେ ବସିଥିବା ଭାଜପା…
ବାରହା ଫାଶରେ ଭାଲୁ
ଖଲ୍ଲିକୋଟ,୨୦।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟ ପଞ୍ଚାୟତର ପାରିନୁଆ ଗାଁ ଜଙ୍ଗଲରେ ଏକ ଭାଲୁ ବାରହା ଫାଶରେ ଫଶି ଯାଇଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକେ ସକାଳୁ ବିଲକୁ ଯିବାପରେ ସେଠାରେ ଭାଲୁକୁ ଦେଖିଥିଲେ। ଏ ନେଇ ସ୍ଥାନୀୟ ଲୋକ…
ଓମିକ୍ରନ ନେଲାଣି ୧୨ ଜୀବନ
ଲଣ୍ଡନ,୨୦।୧୨: ବ୍ରିଟେନରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଓମିକ୍ରନରେ ଆକ୍ରାନ୍ତ ହୋଇ ବ୍ରିଟେନରେ ୧୨ଜଣଙ୍କ ସୋମବାର ମୃତ୍ୟୁ ଘଟିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଖ୍ରୀଷ୍ଟମାସ ପୂର୍ବରୁ ବ୍ରିଟେନରେ କରୋନା କଟକଣାକୁ କଡାକଡି କରାଯାଇପାରେ…
ଦୁଇ ଥର ପାକିସ୍ତାନ ଗସ୍ତ କରିବ ନ୍ୟୁଜିଲାଣ୍ଡ
କରାଚୀ,୨୦।୧୨: ଚଳିତ ବର୍ଷ ପାକିସ୍ତାନରେ ସୀମିତ ଓଭର ସିରିଜ୍ ଆରମ୍ଭ ହେବା ପୂର୍ବରୁ ସ୍ବଦେଶ ଫେରିଯାଇଥିଲା ନ୍ୟୁଜିଲାଣ୍ଡ। ବାତିଲ ହୋଇଥିବା ସେହି ସିରିଜ୍ ଲାଗି ନ୍ୟୁଜିଲାଣ୍ଡ ୨୦୨୨-୨୩ ସିଜନରେ ଦୁଇ ଥର ପାକିସ୍ତାନ ଗସ୍ତ କରିବ। ଏ ନେଇ ପାକିସ୍ତାନ କ୍ରିକେଟ…
ସୁମିତ-ତପସ୍ବିନୀ ଘଟଣାର ନୂଆମୋଡ଼: ଅଡିଓ, ଭିଡିଓ ପରେ ଏବେ ଫଟୋ ଭାଇରାଲ
ବ୍ରହ୍ମପୁର ଅଫିସ,୨୦।୧୨: ଡାକ୍ତର ସୁମିତ ସାହୁ ଓ ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦ ଛିଡ଼ୁ ଥିବା ବେଳେ ଦିନକୁ ଦିନ ଏଥିରେ ଯୋଡ଼ି ହେଉଛି ନୂଆ ଅଧ୍ୟାୟ। ଅଡିଓ, ଭିଡିଓ ଭାଇରାଲ ପରେ ଏବେ ସେମାନଙ୍କର କିଛି ଫଟୋ ଭାଇରାଲ ହେଉଛି।…
କେନ୍ଦୁଝରରେ ତାପମାତ୍ରା ୭.୨ ଡିଗ୍ରୀକୁ ଖସିଲା
କେନ୍ଦୁଝର,୨୦ା୧୨(ସ୍ବ.ପ୍ର.): ଜିଲାରେ ଚଳିତବର୍ଷର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ରେକର୍ଡ ହୋଇଛି। ରାତିରେ ତାପମାତ୍ରା ହ୍ରାସ ପାଉଥିବାରୁ ଲୋକମାନେ ବହୁ ଅସୁବିଧା ଭୋଗୁଛନ୍ତି। ଆସନ୍ତାକାଲି ତାପମାତ୍ରା ଆହୁରି ତଳକୁ ଖସି ଆସିବା ସମ୍ଭାବନା ରହିଛି। ଗତ ଦୁଇଦିନ ହେଲା ତାପମାତ୍ରା ୧୦…
ତ୍ରିଶତକ ହାସଲ କଲେ ଶୋଏବ ମଲିକଙ୍କ ଭଣଜା
କରାଚୀ,୨୦।୧୨: ପାକିସ୍ତାନର ପୂର୍ବତନ ଅଧିନାୟକ ଶୋଏବ ମଲିକଙ୍କ ଭଣଜା ମହମ୍ମଦ ହୁରାଇରା ସୋମବାର ଇତିହାସ ରଚିଛନ୍ତି। ସେ ଦେଶର ଦ୍ୱିତୀୟ ସର୍ବକନିଷ୍ଠ କ୍ରିକେଟର ଭାବେ କୁଏଦ-ଏର-ଆଜାମ ଟ୍ରଫିରେ ହାସଲ କରିଛନ୍ତି ତ୍ରିଶତକ। ଚଳିତ ସିଜନରେ ପ୍ରଥମ ଶ୍ରେଣୀ ପଦାର୍ପଣ କରିଥିବା ହୁରାଇରା…
Archives


