Home Left

ଜିନିଷ ଏକ: ଉପକାର ଅନେକ

କଲରାର ସ୍ବାଦ ପିତା ହେଲେ ମଧ୍ୟ ସେଥିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଆମକୁ ନୀରୋଗ ରଖିବାରେ ଏହା କେତେକାଂଶରେ ସାହାଯ୍ୟ କରିଥାଏ। ଏଥିରେ ଭିଟାମିନ୍‌-ସି ମଧ୍ୟ ପ୍ରଚୁର ପରିମାଣରେ ରହିଛି। ତେବେ ଜାଣନ୍ତୁ ଏହାର ସ୍ବାସ୍ଥ୍ୟୋପକାରୀ ଗୁଣ…

ହେଉନି ବଡ଼ବାବୁଙ୍କ ବଦଳି

ଅନୁଗୋଳ ଅଫିସ, ୨୦।୧୨: ଅନୁଗୋଳ ଜିଲା କାର୍ଯ୍ୟାଳୟରେ ପାଳନ ହେଉଛି ସରକାରୀ ନିର୍ଦ୍ଦେଶନାମା। ବଦଳି ହେଉଛି ବଡ଼ବାବୁମାନଙ୍କର। ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରୀ ନିର୍ଦ୍ଦେଶନାମାକୁ ବେଖାତିର କରାଯାଉଛି। ଏଠାରେ କେଉଁ ବଡ଼ବାବୁ ୩୦ ବର୍ଷ ରହିଲେଣି ତ ଆଉ କିଏ ୧୩…

ଅନୁପ୍ରବେଶ ଉଦ୍ୟମ ବିଫଳ: ପାକିସ୍ତାନ ଡ୍ରୋନ୍‌କୁ ଉଡାଇ ଦେଲା ବିଏସଏଫ

ଚଣ୍ଡିଗଡ,୨୦।୧୨: ପଞ୍ଜାବର ଗୁରୁଦାସପୁରରେ ଭାରତ-ପାକିସ୍ତାନ ସୀମାରେ ପାକିସ୍ତାନ ଡ୍ରୋନ୍‌ର ଅନୁପ୍ରବେଶ ଉଦ୍ୟମ ବିଫଳ କରିଛି ବିଏସଏଫ୍‌। ଭାରତ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ କରୁଥିଲା ବେଳେ ବିଏସଏଫ ଏହାକୁ ଗୁଳିମାଡ କରିଥିଲା। ଫଳରେ ଡ୍ରୋନଟି ପାକିସ୍ତାନ ଅଭିମୁଖେ ଫେରିଯାଇଥିଲା। ସୂଚନାଯୋଗ୍ୟ, ରବିବାର…

କିମିଆ କରୁଛି କଣ୍ଢେଇ

ଢେଙ୍କାନାଳ ଅଫିସ, ୨୦।୧୨: ରଙ୍ଗବେରଙ୍ଗ କନାରେ ଢାଙ୍କି ହୋଇ ଆକର୍ଷଣୀୟ ଦେଖାଯାଉଛି ପ୍ଲାଷ୍ଟିକ୍‌ କଣ୍ଢେଇ। ରାସ୍ତାରେ ଯାଉଥିବା ଯାତ୍ରୀମାନେ ଏଭଳି ଚମତ୍କାର କାରିଗରି ଦେଖି ଅଟକି ଯାଉଛନ୍ତି ଘଡ଼ିଏ। ଏଭଳି ଭିନ୍ନ ଧରଣର କଣ୍ଢେଇ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି ବାଲେଶ୍ୱରରେ…

ହେମା ମାଳିନୀଙ୍କ ଗାଲ ସହ ସଡକକୁ ତୁଳନା କରି କ୍ଷମା ମାଗିଲେ ମନ୍ତ୍ରୀ

ମୁମ୍ବାଇ,୨୦।୧୨: ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ଗୁଲାବରାଓ ପାଟିଲ ଜଲଗାଓଁ ଜିଲାର ସଡକକୁ ଅଭିନେତ୍ରୀ ହେମା ମାଳିନୀଙ୍କ ଗାଲ ସହ ତୁଳନା କରିବା ନେଇ ବିବାଦ ଉପୁଜିଛି। ତେବେ ରାଜ୍ୟ ମହିଳା ଆୟୋଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିବା…

ଅଧିକ ଦାମରେ ବସ୍ତା କିଣୁଛନ୍ତି ଚାଷୀ

ଚମ୍ପୁଆ,୨୦।୧୨(ଡି.ଏନ.ଏ)  ଧାନ ଅମଳ ପ୍ରାୟ ୯୯ ଭାଗ ଶେଷ ହୋଇଯାଇଥିବା ବେଳେ ଚାଷୀ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ବସ୍ତା। ଧାନ ସାଇତି ରଖିବା ହେଉ କି ବିକ୍ରିପାଇଁ ହେଉ ବସ୍ତାର ଆବଶ୍ୟକତା ରହୁଥିବା ବେଳେ ଏହାର ଅହେତୁକ ଦର ବୃଦ୍ଧି…

ସ୍ମରଣ ଶକ୍ତି ହ୍ରାସ କରେ ଅତ୍ୟଧିକ ମିଠା

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ…

ବଜେଟ ପରେ ବଦଳୁନାହିଁ ସ୍ବାସ୍ଥ୍ୟସେବା

ନୂଆଦିଲ୍ଲୀ,୨୦।୧୨: ଦେଶବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ସରକାର ପ୍ରତିବର୍ଷ ବଜେଟରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଛନ୍ତି। ହେଲେ ବାସ୍ତବରେ ଉକ୍ତ ଅର୍ଥ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କିପରି ବିନିଯୋଗ ହେଉଛି, ସେ ସବୁ ବିଷୟରେ କାହା ପାଖରେ ସଠିକ ସୂଚନା ନାହିଁ।…

ତେଲେଙ୍ଗାନାରେ ପ୍ରଥମଥର ବିବାହ କଲେ ସମଲିଙ୍ଗୀ ଯୋଡି

ହାଇଦ୍ରାବାଦ,୨୦।୧୨: ତେଲେଙ୍ଗାନାରେ ପ୍ରଥମଥର ସମଲିଙ୍ଗୀ ଯୋଡି ସୁପ୍ରିୟୋ ଚକ୍ରବର୍ତ୍ତୀ ଏବଂ ଅଭୟ ଡାଙ୍ଗ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ପ୍ରାୟ ଏକ ଦଶନ୍ଧି ଧରି ପ୍ରେମ ସମ୍ପର୍କରେ ଉଭୟ ବିବାହ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିୟୋ କହିଛନ୍ତି ଯେ, ସେମାନଙ୍କ…

ଆଗାମୀ ଫିଲ୍ମର ନାମ ଘୋଷଣା କଲେ କରଣ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ନିର୍ମାତା କରଣ ଜୋହର ତାଙ୍କର ଆଗାମୀ ଫିଲ୍ମର ନାମ ଘୋଷଣା କରିଛନ୍ତି। ତେବେ ଏହି ଫିଲ୍ମର ନାମ ହେଉଛି ଗେହରାଇୟାଁ। ଏଥିରେ ଅଭିନେତ୍ରୀ ଦୀପିକା ପାଦୁକୋନ, ସିଦ୍ଧାନ୍ତ ଚର୍ତୁବେଦୀ ଏବଂ ଅନନ୍ୟା ପାଣ୍ଡେ ଅଭିନୟ କରିବେ। ଏହି…

ଏମ୍‌. ଆଇ. ହେଲିକପ୍ଟର

ନିକଟରେ ଭାରତର ପୂର୍ବତନ ସେନାଧ୍ୟକ୍ଷ ବିପିନ ରାୱତଙ୍କ ସମେତ ସେନାର କିଛି କର୍ମଚାରୀଙ୍କୁ ନେଇ ଯାଉଥିବା ସେନାର ଏକ ହେଲିକପ୍ଟର ତାମିଲନାଡୁ ନୀଳଗିରିର ଦୁର୍ଗମ ଜଙ୍ଗଲ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହେବା ଦ୍ୱାରା ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ଭାରତୀୟ…

ସହଚର ହେଲାଣି ବାତ୍ୟା, ବନ୍ୟା

ଯାଜପୁର ଅଫିସ,୨୦।୧୨: ରାଜ୍ୟର ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଏବଂ ଜଳ ପ୍ରଦୂଷଣ ମାତ୍ରା ଅଣାୟତ୍ତ ହେବାରେ ଲାଗିଛି। ଏଭଳିସ୍ଥଳେ ରାଜ୍ୟବାସୀ ପ୍ରାୟ ଦୁଇ ଦଶନ୍ଧି ମଧ୍ୟରେ ଅନେକ ଥର ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ହନ୍ତସନ୍ତ ହେଲେଣି। ଦିନକୁ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri