Home Left

ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି

ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ବୀର ମହାସଂଘ। ରାଜ୍ୟର ପାଇକଙ୍କୁ ଏକାଠି କରିବା ସହ ଆଉଏକ…

ଝିଅଙ୍କ ବିବାହ ବୟସ ବୃଦ୍ଧିକୁ ନେଇ ପ୍ରଶ୍ନ: ଓୱାଇଇସି କହିଲେ ୧୮ ବର୍ଷରେ ଯଦି ଏମ୍‌ପି, ବିଧାୟକ ବାଛିପାରିବେ ଜୀବନ ସାଥି କାହିଁକି ନୁହେଁ

ନୂଆଦିଲ୍ଲୀ,୧୮ ।୧୨: ଝିଅଙ୍କ ବିବାହ ବୟସ ୧୮ରୁ ବୃଦ୍ଧି କରି ୨୧ କରିବା ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀମଣ୍ଡଳର ମଞ୍ଜୁରୀ ମିଳିସାରିଛି । ଏବେ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଏଆଇଏମ୍‌ଆଇଏମ୍ ନେତା ଅସଦୁଦ୍ଦିନ ଓୱାଇଇସି । ସେ କହିଛନ୍ତି ଯଦି ୧୮…

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ବଢ଼ିଯାଇଛି। ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। କେତେକ ସ୍ଥାନରେ ଶୀତ…

କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ପକ୍ଷରୁ ୧ ଲକ୍ଷ ୨ ହଜାର ୨୭୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗରେ ଏକ ବୃହତ୍‌ ଷ୍ଟିଲ୍‌ପ୍ଲାଣ୍ଟ ସ୍ଥାପନ ହେବ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ…

ପୁଣିଥରେ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮ ।୧୨: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁ ପ୍ରାୟ ମାସେ ହେବ ସ୍କୁଲ ବନ୍ଦ ରହିଥିଲା । ଏବେ ଶନିବାର ପୁଣିଥରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଷଷ୍ଠରୁ ଉପର ଶ୍ରେଶୀ ଗୁଡିକ ଖୋଲାଯିବ ବୋଲି ସୂଚନା…

ପୁଅ ବାହାଘରରେ ଭାରତୀୟ ଡିଜାଇନର ଲେହେଙ୍ଗା ପିନ୍ଧିଲେ ମରିୟମ

ଇସଲାମାବାଦ,୧୮ ।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଝିଅ ତଥା ପିଏଲ୍‌ଏମ୍‌-ଏନ୍‌ର ଉପାଧ୍ୟକ୍ଷା ମରିୟମ ନୱାଜଙ୍କ ପୁଅ ଜୁନୈଦ ସଫଦରଙ୍କର ଆୟଶା ସୈଫ ଖାଁଙ୍କ ସହ ବିବାହ ହୋଇ ଯାଇଛି । ଏହି ବିବାହ ଏବେ ପାକିସ୍ତାନରେ ଚର୍ଚ୍ଚାର ବିଷୟ…

ଏକତା ହିଁ ସର୍ବୋପରି

ଦେଶର ବିକାଶରେ ପ୍ରତିଟି ନାଗରିକଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସଦ୍‌ଭାବ ଏବଂ ଭାଇଚାରା ଦ୍ୱାରା ଦେଶର ଏକତା ବୃଦ୍ଧି ହୋଇଥାଏ। ଏହାକୁ ଦୃଷ୍ଟିରେ ପ୍ରତିବର୍ଷ ଡିସେମ୍ବର ୧୮ରେ ସଂଖ୍ୟାଲଘୁ ଅଧିକାର ଦିବସ ପାଳନ କରାଯାଇଥାଏ। ବିଶ୍ୱସ୍ତରରେ ବିଭିନ୍ନ…

ବିକଶିତ ଅର୍ଥନୀତିରେ ପ୍ରବାସୀଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ

ପ୍ରବାସୀ ଶ୍ରମିକ ଏବଂ ସେମାନଙ୍କ ପରିବାରର ସଦସ୍ୟଙ୍କ ଅଧିକାରର ସୁରକ୍ଷା ସମ୍ପର୍କରେ ୧୮ ଡିସେମ୍ବର ୧୯୯୦ରେ ଜାତିିସଂଘର ସାଧାରଣ ସଭାରେ ଏକ ସଂକଳ୍ପ ଗ୍ରହଣ କରାଯାଇଥିଲା।ଜାତିସଂଘର ଇଣ୍ଟରନ୍ୟାସନାଲ ଅର୍ଗାନାଇଜେସନ ଫର ମାଇଗ୍ରେସନ (ଆଇଓଏମ୍‌) ଏଜେନ୍ସି ମାଧ୍ୟମରେ ଆନ୍ତର୍ଜାତୀୟ ସ୍ଥାନାନ୍ତରଣ ଦିବସ ମାଧ୍ୟମରେ…

କୋଭୋଭାକ୍ସକୁ ମିଳିଲା ଡବ୍ଲୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୧୮ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସିରମ ଇନଷ୍ଟିଚ୍ୟୁଟର ଭ୍ୟାକ୍ସିନ କେଭୋଭାକ୍ସକୁ ଜରୁରୀ କାଳୀନ ସ୍ଥିତିରେ ବ୍ୟବହାର କରିବାକୁ ଅନୁମତି ପ୍ରଦାନ କରିଛି । ଆର ପୁନାୱାଲା ଟୁଇଟ୍ କରି ଏହି ସୂଚନା…

ପଡ଼ିଶା ଘର ଆଗରେ ପରିସ୍ରା କରିବାରୁ ଗଲା ଜୀବନ

ଜଗତ୍‌ସିଂହପୁର,୧୮।୧୨: ଘର ଆଗରେ ପରିସ୍ରା କରିବାରୁ ପଡ଼ୋଶୀଙ୍କୁ ହତ୍ୟା କରିଛନ୍ତି ଜଣେ ୩୫ ବର୍ଷୀୟ ଯୁବକ। ଏଭଳି ଘଟଣା ଘଟିଛି ଜଗତ୍‌ସିଂହପୁରର ନିମାପଡ଼ା ଗାଁରେ। ମୃତକ ହେଲେ ୪୦ ବର୍ଷୀୟ ଅଭୟ କୁମାର ନାୟକ। ପେଶାରେ ସେ ଜଣେ ଅଟୋ ଡ୍ରାଇଭର।…

ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ…

ଓଲଟିଲା ମାଲବାହୀ ଟ୍ରେନ ବଗି

କୋରାପୁଟ/ଜୟପୁର,୧୭ା୧୨(ନି.ପ୍ର.): କେ-କେ ଲାଇନରେ ଶୁକ୍ରବାର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଓଲଟି ପଡିଛି। ଫଳରେ କିରଣ୍ଡୁଲ-କୋରାପୁଟ ମଧ୍ୟରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏପରିକି ଏହି ଲାଇନରେ ଯାଉଥିବା ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ରେଳ ବିଭାଗ ବାତିଲ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri