Home Left

ମରାମତି ତାଲିକାରେ ସ୍ଥାନପାଇନି ବିପର୍ଯ୍ୟସ୍ତ ରାସ୍ତା

ନାଉଗାଁ,୨୦ା୧୨(ସ୍ବ.ପ୍ର): ଗତ ସେପ୍ଟମ୍ବରରେ ହୋଇଥିବା ପ୍ରବଳ ବର୍ଷାରେ ନାଉଗାଁ ବ୍ଳକର ଅନେକ ରାସ୍ତା ଧୋଇ ଯାଇଥିଲା। ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତାକୁ ପୁନଃ ମରାମତି କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ ତାଲିକା ପ୍ରସ୍ତୁତ କରାଯାଇଥିଲା।…

ଏତିକି ଟଙ୍କାରେ ବିକ୍ରି ହେବ ବିଶ୍ୱର ପ୍ରଥମ ଏସ୍‌ଏମ୍‌ଏସ୍‌, ଏଥିରେ ଲେଖାଥିଲା…

ଦୁନିଆର ପ୍ରଥମ ଟେକ୍ସଟ୍‌ ଏସ୍‌ଏମ୍‌ଏସ୍‌ ନିଲାମ ପାଇଁ ପ୍ରସ୍ତୁତି ଚାଲିଛି। ୧୯୯୨ରେ ଭୋଡାଫୋନ୍‌ କର୍ମଚାରୀଙ୍କ ଦ୍ୱାରା ପ୍ରଥମ ଏସ୍‌ଏମ୍‌ଏସ୍‌ ବା ବାର୍ତ୍ତା ପଠାଯାଇଥିଲା। କର୍ମଚାରୀ ଜଣକ ତାଙ୍କ ସହକର୍ମୀଙ୍କ ନିକଟକୁ ଏହି ଏସ୍‌ଏମ୍‌ଏସ୍‌ ପଠାଇଥିଲେ। ଏଥିରେ ମେରୀ ଖ୍ରୀଷ୍ଟମାସ ଲେଖିଥିଲେ। ବର୍ତ୍ତମାନ…

କେନ୍ଦ୍ର, ରାଜ୍ୟ ମଧ୍ୟରେ ସମନ୍ବୟ ଅଭାବ

କେନ୍ଦ୍ରାପଡ଼ା ଅଫିସ,୨୦ା୧୨: କେନ୍ଦ୍ରାପଡ଼ା ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର । ଏହି ଗ୍ରାମର ପ୍ରସୂତିଙ୍କ ପାଇଁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ । ଗର୍ଭବତୀମାନେ ଭାରରେ ବୁହା ହୋଇ ୧୦ କିଲୋମିଟର ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କିଲୋମିଟର…

ଆନ୍ଦୋଳନକୁ ଓହ୍ଲାଇଲେ ୮୧୦୨ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୨୦୧୫ରେ ନିଯୁକ୍ତି ପାଇଥିବା ୮୧୦୨ଜଣ କନିଷ୍ଠ ଶିକ୍ଷକଙ୍କ ଚୁକ୍ତି ସମୟ ପୂରଣ ହୋଇଥିଲେ ମଧ୍ୟ ରାଜ୍ୟ ସରକାର ଚାକିରି ନିୟମିତ କରୁ ନ ଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଏହି…

ଜାନୁୟାରୀ ୨ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

ରାଜନଗର,୨୦ା୧୨(ଡି.ଏନ.ଏ.): କୁମ୍ଭୀର ଗଣନା ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ୧୦ ଦିନ ବନ୍ଦ ରହିବ। ୨୦୨୨ ଜାନୁୟାରୀ ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ଜାନୁୟାରୀ ୧୨ରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକା ଜାତୀୟ ଉଦ୍ୟାନ…

ପଞ୍ଚାୟତ ନିର୍ବାଚନ: ଆଦର୍ଶ ଆଚରଣ ବିଧି ପ୍ରକାଶିତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଘୋଷଣା ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଏହାପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଗୋଟିଏ ପରେ ଗୋଟିଏ ପ୍ରସ୍ତୁତି କରାଯାଉଛି। ଶନିବାର କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଉଭୟ…

ଭିନ୍ନ ଢଙ୍ଗରେ କରୋନା ସଂକ୍ରମିତ ଶିଶୁଙ୍କୁ ଉପହାର ଦେଲେ ସାନ୍ତା

ଲିମା,୨୦ ।୧୨: କରୋନା ମହାମାରୀ ମଧ୍ୟରେ ବି ସାରା ବିଶ୍ୱ ଖ୍ରୀଷ୍ଟମାସକୁ ନେଇ ପ୍ରସ୍ତୁତି ଜାରି ରଖିଛି । ପେରୁରେ ଭିନ୍ନ ଢଙ୍ଗରେ ସାନ୍ତା କ୍ଲଜ କରୋନା ସଂକ୍ରମିତ ଶିଶୁଙ୍କୁ ଉପହାର ଦେଉଥିବା ଦେଖାଯାଇଛି । ସାନ୍ତା ଦମକଳ ଗାଡିରେ କ୍ରେନ୍…

୭ ଆଟ୍‌ ରିସ୍କ ଦେଶ ଫେରନ୍ତା ପଜିଟିଭ୍‌

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ‘ଓମିକ୍ରନ୍‌’ ସଂକ୍ରମିତ ଆଟ୍‌ ରିସ୍କ ଦେଶରୁ ରାଜ୍ୟକୁ ଫେରିଥିତ୍ବା ଲୋକଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୭ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୪ଜଣଙ୍କ ନମୁନା ଜିନୋମ ସିକ୍ୱେନ୍ସିଂ ହୋଇଥିଲା। ସେମାନେ ଓମିକ୍ରନ୍‌ ପୀଡ଼ିତ ନ ଥିବା ଜଣାପଡ଼ିଛି।…

ସ୍ବତନ୍ତ୍ର ଓଜେଇଇ ଚିନ୍ତା

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ) : ରାଜ୍ୟରେ ଖାଲିପଡ଼ିଛି ୬୦%ରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ସିଟ୍‌। ଏହି ଖାଲି ସିଟ୍‌ରେ ନାମ ଲେଖାଇବା ପାଇଁ ପ୍ରତିବର୍ଷ ସ୍ବତନ୍ତ୍ର ଓଜେଇଇ କରାଯାଇଥାଏ। କିନ୍ତୁ ଚଳିତ ବର୍ଷ ଏଯାଏ ସେଭଳି କୌଣସି ସ୍ବତନ୍ତ୍ର ଓଜେଇଇ ପାଇଁ ସରକାର ଚିନ୍ତା…

ଶୀତଦିନେ ମଧୁମେହ ରୋଗୀ ପାଇଁ ଏସବୁ ବରଦାନ ସଦୃଶ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ ଖାଦ୍ୟପେୟରେ କଟକଣା ତ କେତେବେଳେ ଇନ୍‌ସୁଲିନ୍‌ ନେବାକୁ ପଡ଼ିଥାଏ। ତେବେ ଶୀତଦିନେ ଏପରି କିଛି…

ନିର୍ମାଣ ହେବ ‘ବଜରଙ୍ଗି ଭାଇଜାନ’ର ସିକ୍ୱିଏଲ’

ମୁମ୍ବାଇ: ଦୀର୍ଘ ୬ ବର୍ଷ ତଳେ ରିଲିଜ୍ ହୋଇଥିବା ସୁପରହିଟ୍ ଫିଲ୍ମ ‘ବଜରଙ୍ଗି ଭାଇଜାନ’ ସଲମାନ ଖାଁଙ୍କ କ୍ୟାରିୟରରେ ଆଣିଥିଲା ଏକ ନୂଆ ମୋଡ । ଏଥିରେ ସଲମାନଙ୍କ ଅଭିନୟକୁ ଦର୍ଶକେ ବେଶ୍ ପ୍ରଶଂସା କରିଥିଲେ । ଏବେ ଏହି ଫିଲ୍ମର…

କୁକୁରକୁ ଏମିତି ଡ଼ରାଉଛି ବିଲେଇ , ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri