ଥାନା ସମ୍ମୁଖରେ ଧାରଣାରେ ବସିଲେ ଖବରଦାତା
ମାଲକାନଗିରି,୧୯ା୧୨(ଡି.ଏନ୍.ଏ.): ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭର କଣ୍ଠରୋଧ କରିବାକୁ ଉଦ୍ୟମ କରୁଛି ମାଲକାନଗିରି ପୋଲିସ। ବିନା କାରଣରେ ୫ ଜଣ ଖବରଦାତାଙ୍କୁ ଉଠାଇ ନେଇ ଗିରଫ କରିଛି। ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଖବରଦାତାମାନେ ଦେଇଥିବା ଏତଲା ଉପରେ ପୋଲିସ କୌଣସି…
ବିଷାକ୍ତ ଖାଦ୍ୟ ଖାଇ ହସ୍ପିଟାଲରେ ଆଇଫୋନ ନିର୍ମାତା କମ୍ପାନୀର ୧୫୦ କର୍ମଚାରୀ
ଚେନ୍ନାଇ,୧୯।୧୨: ଆପଲ ପାଇଁ ଆଇଫୋନ ନିର୍ମାଣ କରୁଥିବା ଫକ୍ସକନ ଇଣ୍ଡିଆ ୟୁନିଟ୍ରେ ବିଷାକ୍ତ ଖାଦ୍ୟ ଖାଇ ୧୫୦ କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି କର୍ମଚାରୀ ଓ ସେମାନଙ୍କ ପରିବାର ବର୍ଗ। ସେମାନେ ରାଜରାସ୍ତା ଅବରୋଧ…
୧୦୦ କୋଟି କ୍ଲବ୍ରେ ପୁଷ୍ପା
ସାଉଥ ଫିଲ୍ମ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଓ ରଶ୍ମିକା ମନ୍ଦନ୍ନାଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା: ଦି ରାଇଜ’ ପରଦାରେ ଧମାଲ୍ କରିଛି। ଡିସେମ୍ବର ୧୭ରେ ପରଦା ଉପରକୁ ଆସିଥିବା ଏହି ଫିଲ୍ମ ଦୁଇ ଦିନରେ ୧୦୦ କୋଟି ଟଙ୍କା ରୋଜଗାର…
୭ ବିଦେଶୀ ଫେରନ୍ତା ପଜିଟିଭ୍
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭ ଜଣ ବିଦେଶୀ ଫେରନ୍ତା କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଜିନୋମ ସିକ୍ୱେନ୍ସିଂ ହୋଇଥିଲା। ସେମାନେ ‘ଓମିକ୍ରନ୍’ ପୀଡ଼ିତ ନ ଥିବା ଜଣାପଡ଼ିଛି। ଆଉ ୩ ଜଣଙ୍କ ନମୁନା ସିକ୍ୱେନ୍ସିଂ ପାଇଁ…
ଘର ଭଡା ଦେଲେ କାଜୋଲ
ବଲିଉଡର ସଫଳ ଅଭିନେତ୍ରୀମାନଙ୍କ ମଧ୍ୟରୁ କାଜୋଲ ଅନ୍ୟତମ। ସେ ତାଙ୍କ ସ୍ବାମୀ ତଥା ଅଭିନେତା ଅଜୟ ଦେବଗନଙ୍କ ସହ ଜୁହୁର ଏକ ବିଳାସପୂର୍ଣ୍ଣ ବଙ୍ଗଳାରେ ରୁହନ୍ତି। ମୁମ୍ବାଇର ପୋୱାଇରେ ଏହି ଦମ୍ପତିଙ୍କର ଆଉ ଏକ ଆପାର୍ଟମେଣ୍ଟ ଅଛି। ଏବେ କାଜୋଲ ଏହି…
ସଚିନ, ପଣ୍ଟିଂଙ୍କୁ ପଛରେ ପକାଇଲେ ରୁଟ
ଆଡିଲେଡ୍,୧୯।୧୨: ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ସୁନିଲ ଗାଭାସ୍କରଙ୍କ ଭଳି କିମ୍ବଦନ୍ତୀଙ୍କୁ ପଛରେ ପକାଇଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍। ଗୋଟିଏ ବର୍ଷରେ ଟେଷ୍ଟ ଫର୍ମାଟରେ ୧,୬୦୦ରୁ ଅଧିକ ରନ୍ କରିବାରେ ସେ ବିଶ୍ୱର ଚତୁର୍ଥ କ୍ରିକେଟର। ଆଡିଲେଡ୍ ଓଭାଲଠାରେ ଚାଲିଥିବା…
ଦୁଇ ଯୁବକଙ୍କୁ ନିର୍ଧୂମ୍ ଛେଚିଲେ
ସଜନାଗଡ଼,୧୯।୧୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ଦୁଇ ବ୍ୟାଟେରି ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ ମାରି ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ରବିବାର ଭୋରରେ ଦୁଇ ଜଣ ଯୁବକ ଏକ ବାଇକ୍ରେ ଆସିଥିଲେ।…
ଜୀବନରେ ସ୍ତ୍ରୀ ଏବଂ ପ୍ରେମିକା ଚାପ ଦିଅନ୍ତି: ଗାଙ୍ଗୁଲି
ନୂଆଦିଲ୍ଲୀ,୧୯।୧୨: ବିରାଟ କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ଭାରତ ଦିନିକିଆ ଦଳର ଅଧିନାୟକ କରାଯିବା ପରଠାରୁ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି। ଏପର୍ଯ୍ୟନ୍ତ ବିବାଦ ସୃଷ୍ଟି କରିବା ଭଳି ସେଭଳି କିଛି କହି ନ ଥିଲେ…
୬-୦ରେ ଜିତିଲା ଭାରତ
ଢାକା,୧୯।୧୨: ଡିଫେଣ୍ଡିଂ ଚାମ୍ପିୟନ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ଅପରାଜେୟ ଧାରା ଜାରି ରଖିଛି। ରବିବାର ଖେଳାଯାଇଥିବା ରାଉଣ୍ଡ ରବିନ ମ୍ୟାଚ୍ରେ ପ୍ରତିପକ୍ଷ ଜାପାନକୁ ୬-୦ ଗୋଲରେ ହରାଇ ଦେଇଛି ଟିମ୍ ଇଣ୍ଡିଆ। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା…
ବକ୍ସ ଅଫିସରେ ଧମାଲ କରୁଛି ‘ପୁଷ୍ପା’
ମୁମ୍ବାଇ,୧୯।୧୨: ବକ୍ସ ଅଫିସରେ ଧମାଲ ମଚାଉଛି ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା’। ଶୁକ୍ରବାର ୫ଟି ଭାଷାରେ ରିଲିଜ ହୋଇଥିବା ଫିଲ୍ମ ‘ପୁଷ୍ପା: ଦ ରାଇଜ’ ୨ଦିନ ମଧ୍ୟରେ ୧୦୦ କୋଟି କ୍ଲବରେ ସାମିଲ ହୋଇଛି। ଟ୍ରେଡ ଆନାଲିଷ୍ଟ ରମେଶ…
ଖୁବ୍ ଶୀଘ୍ର ପଞ୍ଚାୟତ ନିର୍ବାଚନ ପାଇଁ ଲାଗୁ ହେବ ଆଚରଣ ବିଧି
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି। ଏହା ନିର୍ବାଚନ ତାରିଖ ଘୋଷଣା ହେବା ଦିନଠାରୁ ନିର୍ବାଚନର ଫଳାଫଳ ଘୋଷଣା ହେବା ଯାଏ…
ରୁଟ୍ଙ୍କ ଉଇକେଟ ଇଂଲଣ୍ଡକୁ ପରାଜୟ ଦ୍ୱାରକୁ ଠେଲି ଦେଲା
ଆଡିଲେଡ୍,୧୯।୧୨: ଆଶେସ ସିରିଜ୍ର ଦ୍ୱିତୀୟ ତଥା ଦିବା-ରାତ୍ର ଟଷ୍ଟରେ ୪ର୍ଥ ଦିନ ସୁଦ୍ଧା ଅଷ୍ଟ୍ରେଲିଆ ତା’ର ବିଜୟ ନିଶ୍ଚିତ କରିଛି। ଅନ୍ତିମ ଦିନ ମ୍ୟାଚ୍ ଜିତିବା ପାଇଁ ଘରୋଇ ବୋଲରଙ୍କୁ ଇଂଲଣ୍ଡର ୬ ଉଇକେଟ ଦରକାର। ବର୍ତ୍ତମାନ ୪୬୯ ରନ୍ର ବିଶାଳ…
Archives


