ଅନୁରାଗ କଶ୍ୟପଙ୍କ ସହ ସିକ୍ରେଟ୍ ଆଫେୟାରକୁ ନେଇ ଏମିତି କହିଲେ ମନ୍ଦାନା
ଅଭିନେତ୍ରୀ ତଥା ମଡେଲ ମନ୍ଦାନା କରିମି କଙ୍ଗନା ରାଣାଓ୍ବତଙ୍କ ଶୋ’ ‘ଲକ୍ ଅପ’ରେ ଓ୍ବାଇଲ୍ଡ କାର୍ଡ ଏଣ୍ଟ୍ରି କରିଥିଲେ। ବର୍ତ୍ତମାନ ସେ ଶୋ’ରୁ ବିଦାୟ ନେଇଛନ୍ତି । ଶୋ’ ରେ ଥିବାବେଳେ ସେ ତାଙ୍କ ଗର୍ଭପାତ ଏବଂ ସିକ୍ରେଟ୍ ଆଫେୟାର ସହ…
ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ହସ୍ପିଟାଲରେ ଆଡ୍ମିଶନ ସଂଖ୍ୟା କମ୍ ରହୁଛି
ନୂଆଦିଲ୍ଲୀ,୨୧।୪: ଦିଲ୍ଲୀରେ କୋଭିଡ୍ର ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ଲାଗିଛି। ତେବେ ଡାକ୍ତରଖାନାର ଆଡ୍ମିଶନ କମ ରହିଥିବା ବେଳେ ୯୯% ଶଯ୍ୟା ଖାଲି ରହିଥିବା ଲୋକ ନାୟକ ହସ୍ପିଟାଲର ନିର୍ଦ୍ଦେଶକ ଡା. ସୁରେଶ କୁମାର କୁମାର କହିଛନ୍ତି। ସେ କହିଛନ୍ତି, ଯଦି…
ସିଏସ୍କେ ଦଳରେ ନୂଆ ବିଦେଶୀ ପେସର
ମୁମ୍ବାଇ,୨୧।୪: ଆହତ ସମସ୍ୟା କାରଣରୁ ଚଳିତ ଆଇପିଏଲରୁ ଆଡାମ ମିଲନେ ବାଦ୍ ପଡ଼ିଛନ୍ତି। ତାଙ୍କ ବଦଳ ଖେଳାଳି ଭାବେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଶ୍ରୀଲଙ୍କା ପେସର ମାଥିଶା ପାଥିରାନାଙ୍କ ନାମ ଘୋଷଣା କରିଛି। ନ୍ୟୁଜିଲାଣ୍ଡ ପେସର ଚଳିତ ସିଜନରେ ସିଏସ୍କେ…
ବୁଲଡୋଜର ଉପରେ ଚଢିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ଗାନ୍ଧୀନଗର,୨୧।୪: ଦେଶରେ ବୁଲଡୋଜରକୁ ନେଇ ଜୋରଦାର ଚର୍ଚ୍ଚା ଜାରି ରହିଛି। ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସହ ପଞ୍ଚମହଲରେ ଜେସିବି ଫ୍ୟାକ୍ଟ୍ରୀ ପରିଦର୍ଶନ କରିଥିଲେ। ତେବେ ଫ୍ୟାକ୍ଟ୍ରୀ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୦୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
୨୪ ପରେ ବଢ଼ିବ ତାତି
ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୪ ତାରିଖ ପରେ ତାତି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୩ ଡିଗ୍ରୀରୁ ୪୬ ଡିଗ୍ରୀ ମଧ୍ୟରେ ରହିବାର ସମ୍ଭାବନା ରହିଛି। ଏହା ସହ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବା…
୨ ପରିବର୍ତ୍ତନ ସହ ଓହ୍ଲାଇଲା ଚେନ୍ନାଇ
ମୁମ୍ବାଇ,୨୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ୩୩ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ରବୀନ୍ଦ୍ର ଜାଡେଜା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବ୍ୟାଟିଂ କରିବ। ହେଲେ ଚେନ୍ନାଇ ୨ଟି ପରିବର୍ତ୍ତନ…
ଅଟୋକୁ ଧକ୍କା ଦେଲା ହାଇଓ୍ବା: ୩ ମୃତ, ଜଣେ ଗୁରୁତର
ଆନନ୍ଦପୁର,୨୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କୋଡ଼ପଡ଼ା ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଚିପ୍ସ ବୋଝେଇ ହାଇଓ୍ବା ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହା…
ଏକା ସାଙ୍ଗରେ ୮୩ ପିଲାଙ୍କ ବ୍ରତୋପନୟନ
କବିସୂର୍ଯ୍ୟନଗର,୨୧ା୪(ଡି.ଏନ୍.ଏ.): ନିଖିଳ ଉତ୍କଳ ଶୈବ ପାଞ୍ଚାଳ ବିଶ୍ୱ ବ୍ରାହ୍ମଣ ସମାଜ, ପୂର୍ବ ଖଣ୍ଡ ତାଲୁକା ପକ୍ଷରୁ କିଛି ବର୍ଷ ହେଲା ଗରିବ ବ୍ରାହ୍ମଣ ପିଲାଙ୍କ ସାମୁହିକ ବ୍ରତୋପନୟନ କାର୍ଯ୍ୟ ଜାରି ରହିଛି। କିଛି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗରେ ସଂଘ ଏହି କାର୍ଯ୍ୟକ୍ରମ…
ବିବାହକୁ ନେଇ ଗୁଜବ କହିଲେ ବନ୍ଧୁ
ବଲିଉଡ୍ ଅଭିନେତା ସୁନୀଲ ସେଟ୍ଟୀଙ୍କ ଝିଅ ଆଥିଆ ଶେଟ୍ଟୀ ଓ କ୍ରିକେଟର୍ କେ.ଏଲ ରାହୁଲଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଛି। ଦୁହେଁ ଅନେକ ଦିନରୁ ଡେଟ୍ କରି ଆସୁଛନ୍ତି। ଦୁହିଁଙ୍କୁ ଏକାଠି ମଧ୍ୟ ଅନେକ ଥର ଦେଖିବାକୁ ମିଳିଛି। ନିକଟରେ ଆଥିଆ…
ବ୍ରିଟେନର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ସାବରମତି ଆଶ୍ରମ ଗସ୍ତ କଲେ ବୋରିସ ଜନସନ
ଗାନ୍ଧିନଗର,୨୧ ।୪: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ଗୁଜରାଟରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ ସେ ମହାତ୍ମାଗାନ୍ଧୀଙ୍କୁ ‘ଅସାଧାରଣ ବ୍ୟକ୍ତି’ ବୋଲିି କହିଛନ୍ତି । ସେ କହିଛନ୍ତି ବିଶ୍ୱକୁ ସୁନ୍ଦର କରିବା…
ଉତ୍ତରପ୍ରଦେଶରୁ ଉଠାଇ ଆଣିଲା ପୋଲିସ
ପାରଳାଖେମୁଣ୍ଡି,୨୧ା୪(ଡି.ଏନ୍.ଏ.): ଗଜପତି ପୋଲିସ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉତ୍ତରପ୍ରଦେଶ ଆଲିଗଡ଼ ଜିଲା ଡୋରିନଗର ଗ୍ରାମର ଯଶୋବନ୍ତ ସିଂ। ଗଜପତି ପୋଲିସର ଏକ ସ୍ବତନ୍ତ୍ର ଟିମ୍ ଉତ୍ତରପ୍ରଦେଶରୁ ତାଙ୍କୁ ଉଠାଇ ଆଣିଛି। ଗତ ଅକ୍ଟୋବର ୩ରେ…

