Home Left

ବେଲ୍‌ଗାଭିରେ ତେଜିଲା ହିଂସା

ବେଲ୍‌ଗାଭି, ୧୯ା୧୨: ସୀମା ବିବାଦକୁ କେନ୍ଦ୍ର କରି ମହାରାଷ୍ଟ୍ର ଓ କର୍ନାଟକ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ବେଙ୍ଗାଲୁରୁରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଉପରେ ବୁଧବାର କାଳି ଫିଙ୍ଗିବା ଘଟଣା ପରେ ଶୁକ୍ରବାର ରାତିରେ କର୍ନାଟକର ବେଲ୍‌ଗାଭିରେ ହିଂସାକାଣ୍ଡ ଘଟିଛି।…

ଜଷ୍ଟିସ୍‌ ନାନାବତୀଙ୍କ ବିୟୋଗ

ନୂଆଦିଲ୍ଲୀ, ୧୯।୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଗିରୀଶ ଠାକୋରଲାଲ୍‌ ନାନାବତୀଙ୍କର ଶନିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ବହୁ ଚର୍ଚ୍ଚିତ ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ଏବଂ ୨୦୦୨ ଗୋଧ୍ରା ଦଙ୍ଗା ମାମଲାର ତଦନ୍ତ…

ଓଡ଼ିଶା, ଛତିଶଗଡ଼କୁ ସାକ୍ଷୀ ତାଲିକା ମାଗିଲେ ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ, ୧୯।୧୨: ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ସାକ୍ଷୀ ତାଲିକା ଆସନ୍ତା ୨ସପ୍ତାହ ମଧ୍ୟରେ ପ୍ରଦାନ କରିବାକୁ ଶନିବାର ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ବିଚାରପତି ଏ.ଏମ୍‌.ଖାନ୍‌ଓ୍ବିଲକରଙ୍କ ଅଧ୍ୟକ୍ଷତାରେ ବିଚାରପତି ଇନ୍ଦରମିତ୍‌ କୌର ଏବଂ ରବି…

୮୯ ଦେଶରେ ଓମିକ୍ରନ୍ ସଂକ୍ରମଣ: ବ୍ରିଟେନରେ ଲାଗିପାରେ ୨ ସପ୍ତାହର ଲକଡାଉନ

ଲଣ୍ଡନ,୧୯ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେସୁଦ୍ଧା ୮୯ ଦେଶରେ ପହଞ୍ଚି ସାରିଲାଣି । ହେଲେ ବ୍ରିଟେନରେ ଏହା ବେଳକୁ ବେଳ ସାଂଘାତିକ ରୂପ ଧାରଣ କରିବାରେ ଲାଗିଛି । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି ।…

ସମାଜବାଦୀ ପାର୍ଟି ନେତାଙ୍କ ଘରେ ଆୟକର ବିଭାଗର ମାରାଥନ ରେଡ: ୧୫ ଘଣ୍ଟାରେ ମିଳିଲା ୧୭ ହଜାର ଟଙ୍କା

ଲକ୍ଷ୍ନୌ,୧୯ ।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶନିବାର ସମାଜବାଦୀ ପାର୍ଟିର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ନିକଟତମ କୁହାଯାଉଥିବା ନେତାଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି । ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

ବାହା ହେଲେ ଆମିର!

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ଗୋଟିଏ ପଟେ ସେ ତାଙ୍କ ଅପକମିଂ ଫିଲ୍ମ ‘ଲାଲ ସିଂ ଚଡ୍ଡା’କୁ ନେଇ ଚର୍ଚ୍ଚାରେ ଥିବା ବେଳେ ଅନ୍ୟପଟେ ବିବାହ ଖବର ତାଙ୍କ…

ପଛରୁ ଉଡ଼ି ଆସି ଦେଲା ପାନେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଅମ୍ବାନୀଙ୍କ ଘରେ ପୁଣି ବାଜିବ ଶାହାନାଇ!

ମୁମ୍ବାଇ,୧୯ ।୧୨: ଉଦ୍ଦ୍ୟୋଗପତି ଅନିଲ ଅମ୍ବାନୀ ଓ ଟିନା ଅମ୍ବାନୀଙ୍କ ପୁଅ ଜୟ ଅନମୋଲ ଅମ୍ବାନୀଙ୍କର ଏନଗେଜମେଣ୍ଟ ସରିଛି । କୃଷ୍ଣା ଶାହାଙ୍କ ସହ ଅନମୋଲଙ୍କର ବିବାହ ହେବାକୁ ଯାଉଥିବା ବେଳେ ଏବେ ସୋସିଆଲ ମିଡିଆରେ ଏମାନଙ୍କ ଏନ୍‌ଗେଜ୍‌ମେଣ୍ଟର କିଛି ଫଟୋ…

ଶ୍ରୀନଗର ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

ଜମ୍ମୁ,୧୯ ।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ରାଜନୀତି ଓ ଟେରର ଫଣ୍ଡିଂ ନେଟୱର୍କକୁ ସମ୍ପୂର୍ଣ୍ଣ ଶେଷ କରିବାକୁ ସୁରକ୍ଷାକର୍ମୀ ଲାଗି ପଡିଛନ୍ତି । ରବିବାର ସକାଳୁ ହରୱାନ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ବେଳେ ଜଣେ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି…

ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ରାଇ’

ମାନିଲା,୧୮।୧୨: ପ୍ରଳୟଙ୍କରୀ ବାତ୍ୟା ପ୍ରଭାବରେ କେନ୍ଦ୍ରୀୟ ଫିଲିପାଇନ୍ସରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟାରେ ୩୧ ଜଣଙ୍କ ଜୀବନ ଯାଇଛି। ଏପରିକି ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେବା ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ରାଇ’ ଗୁରୁବାର…

ସ୍ବର୍ଣ୍ଣ ମନ୍ଦିରରେ ଅପବିତ୍ର ଉଦ୍ୟମ: ଯୁବକଙ୍କୁ ପିଟି ପିଟି ହତ୍ୟା

ଚଣ୍ଡିଗଡ଼,୧୮।୧୨: ଅମୃତସରର ସ୍ବର୍ଣ୍ଣ ମନ୍ଦିର ଅପବିତ୍ର କରିବାକୁ ଉଦ୍ୟମ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେଇଛନ୍ତି। ଖବର ଅନୁଯାୟୀ ଯୁବକ ଜଣଙ୍କ ଶନିବାର ସନ୍ଧ୍ୟା ପ୍ରାର୍ଥନା ସମୟରେ ରେଲିଂ ଡେଇଁ ମନ୍ଦିର ଭିତରେ ପ୍ରବେଶ କରିଥିଲେ। ଶିଖ୍‌ମାନଙ୍କ…

ଆଇପିଏଲ୍‌ରେ ମିଳିଲା ଗମ୍ଭୀରଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ପୂର୍ବରୁ ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ୍‌ର ଟିମ୍‌ ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଗମ୍ଭୀର ବର୍ତ୍ତମାନ ପାର୍ଲାମେଣ୍ଟ ସଦସ୍ୟ ଅଛନ୍ତି। ସେ ଆଇପିଏଲ୍‌ ଖେଳୁଥିବା ବେଳେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri