Home Left

ପଶ୍ଚିମବଙ୍ଗର ତଦନ୍ତ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ, ୧୮।୧୨: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଗଠିତ ଜଷ୍ଟିସ୍‌ ଲୋକୁର କମିଶନ ଦ୍ୱାରା ପେଗାସସ୍‌ ଗୁପ୍ତଚରଗିରି ମାମଲାର ତଦନ୍ତ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ସ୍ଥଗିତାଦେଶ ଦେଇଛନ୍ତି। ଫଳରେ ମମତା ବାନାର୍ଜୀ ସରକାରଙ୍କୁ ଶକ୍ତ ଝଟ୍‌କା ଲାଗିଛି। ସର୍ବୋଚ୍ଚ ଅଦାଲତ ମାମଲାର ନିରପେକ୍ଷ…

କୃଷକ ନେତା ଗୁରନାମ ସିଂ ଗଢିବେ ନୂଆ ରାଜନୈତିକ ଦଳ

ଚଣ୍ଡିଗଡ଼,୧୮ ।୧୨: କୃଷକ ନେତା ଗୁରନାମ ସିଂ ଚାରୁଣି ଶନିବାର ଚଣ୍ଡିଗଡ଼ଠାରେ ଏକ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଥିବା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦୀର୍ଘ ପ୍ରାୟ ଦେଢ…

ବଦଳି ଦାବିକୁ ଛାତ୍ରୀଛାତ୍ରଙ୍କ ବିରୋଧ

ରସୁଲପୁର,୧୮।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ ଆଦାମପୁରସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶୁକ୍ରବାର କେତେଜଣ ଅଣଅଭିଭାବକ ବିଦ୍ୟାଳୟ ଫାଟକରେ ତାଲା ପକାଇ ପ୍ରଧାନଶିକ୍ଷୟିତ୍ରୀ କୃଷ୍ଣାରାଣୀ ବେହେରଙ୍କ ବଦଳି ଦାବି କରିଥିଲେ।…

ଚାଷୀଙ୍କ ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ

ଯାଜପୁର ଅଫିସ,୧୮ା୧୨: ଚାଷୀ ଓ ଚାଷର ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ। ବିଶେଷକରି ଚଳିତ ବର୍ଷ ୟାସ୍‌ ଓ ଏହାର ୬ ମାସ ପରେ ଜୱାଦ ଚାଷୀଙ୍କ ଜୀବନଜୀବିକାକୁ ଅତିମାତ୍ରାରେ ପ୍ରଭାବିତ କରିଛି। ନଦୀବନ୍ଧରେ ଘାଇ ସୃଷ୍ଟି ଏବଂ ବିଲରେ ବର୍ଷା…

ବିଗୁଡୁଛି ଗହୀରମଥା ପରିବେଶ

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ପ୍ରତିରକ୍ଷା ବିଭାଗ ପାଇଁ ସୁପର ସୋନିକ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ(ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ଗତ ୧୩ ତାରିଖରେ ହୁଇଲର ଦ୍ୱୀପରୁ କରାଯାଇଛି। ଡିସେମ୍ବରରେ ଏହି ପରୀକ୍ଷା ବ୍ୟତୀତ ଦି’ ଡିଫେନସ୍‌ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ…

୬ ପ୍ରକଳ୍ପ ଲାଗି ୨୬ ଲକ୍ଷ ଟଙ୍କା ପ୍ରସ୍ତାବ

ଖୋର୍ଦ୍ଧା ଅଫିସ,୧୮।୧୨: ମୁଖ୍ୟମନ୍ତ୍ରୀ କର୍ମତପତ୍ର ଅଭିଯାନ ଯୋଜନା(ମୁକ୍ତା)ରେ ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୬ଟି ପ୍ରକଳ୍ପ ନିର୍ମାଣ ପାଇଁ ୨୬ଲକ୍ଷ ଟଙ୍କା ପ୍ରସ୍ତାବ ଦିଆଯାଇଛି। ଏଥିରେ ୪ଟି ପାଦଚଲା ରାସ୍ତା, ଗୋଟିଏ ଶୌଚାଳୟ ଏବଂ ମୁକ୍ତ ଜିମ୍‌ ରହିଛି। ଶୁକ୍ରବାର ଜିଲାପାଳଙ୍କ…

ନୂତନ ବ୍ଲୁ ଫ୍ଲାଗ୍‌ ବିଚ୍‌କୁ ଜୋରଦାର ବିରୋଧ

ପୁରୀ ଅଫିସ, ୧୮ା୧୨: ପୁରୀ ଚକ୍ରତୀର୍ଥରୋଡ୍‌ ନିକଟରେ ହେବାକୁ ଥିବା ନୂତନ ବ୍ଲୁ ଫ୍ଲାଗ୍‌ ବିଚ୍‌କୁ କ୍ଷୁଦ୍ର ବ୍ୟବସାୟୀ, ମତ୍ସ୍ୟଜୀବୀ ଏବଂ ଉଠାଦୋକାନୀ ଜୋରଦାର ବିରୋଧ କରିଛନ୍ତି। ଶୁକ୍ରବାର ଚକ୍ରତୀର୍ଥ ବେଳାଭୂମି କାର୍ଯ୍ୟସ୍ଥଳରେ କ୍ଷୁଦ୍ର ବ୍ୟବସାୟୀ, ମତ୍ସ୍ୟଜୀବୀ ଏବଂ ଉଠାଦୋକାନୀମାନେ ଧାରଣା…

ଜଙ୍ଗଲରୁ ଗଛ କାଟି ୨୬ ଗିରଫ

କେନ୍ଦୁଝର,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଧୀନ ଅଟେଇ ଜଙ୍ଗଲରୁ ଗଛ କାଟିବା ଅଭିଯୋଗରେ ୨୬ଜଣଙ୍କୁ ବନ ବିଭାଗ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କଠାରୁ କାଠ, ଗଛକଟା ସରଞ୍ଜାମ ଆଦି ଜବତ କରାଯାଇଛି। ସେମାନଙ୍କ ଘର ଘଟଗାଁ…

ଜଗନ୍ନାଥଙ୍କ ଭଡ଼ାଘରେ କ୍ରାଇମ୍‌ବ୍ରାଞ୍ଚ ଯାଞ୍ଚ

ପୁରୀ ଅଫିସ,୧୮।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଚିତ୍ତରଞ୍ଜନଙ୍କ ସହଯୋଗୀ ତଥା ଅଭିଯୁକ୍ତ ଜଗନ୍ନାଥ…

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟର ଆଶାକର୍ମୀମାନଙ୍କର ଦରମା ବୃଦ୍ଧି ନେଇ ନୂଆଦିଲ୍ଲୀର ନିର୍ମାଣ ଭବନ କାର୍ଯ୍ୟାଳୟରେ ଶୁକ୍ରବାର ରାଜ୍ୟ ସଭା ସଦସ୍ୟ ସୁବାସ ସିଂଙ୍କ ନେତୃତ୍ୱରେ ୫ ଜଣ ବିଜେଡି ଏମ୍‌ପି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ସାକ୍ଷାତ୍‌ କରି ଏକ ସ୍ମାରକପତ୍ର ପ୍ରଦାନ…

୩୧ ପର୍ଯ୍ୟନ୍ତ ଇଞ୍ଜିନିୟରିଂ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ (ଓପେକା) ପକ୍ଷରୁ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଏହାର ଶୁଣାଣି…

ଶାଶୁଘର ଆଗରେ ପୁଣି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri