ହାଇକୋର୍ଟରେ ରିପୋର୍ଟ ଦାଖଲ
କଟକ ଅଫିସ,୧୬ା୧୨: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ୩୦ଟି ଜିଲାର ଆଇନସେବା ପ୍ରାଧିକରଣ(ଡିଏଲଏସଏ) ପକ୍ଷରୁ ମୁଦା ଲଫାପା ମଧ୍ୟରେ ତଦନ୍ତ ରିପୋର୍ଟ ହାଇକୋର୍ଟଙ୍କ ନିକଟରେ ଦାଖଲ କରାଯାଇଛି। ଏହି ମାମଲାର…
ସିଙ୍ଗିଲ ଓ୍ବିଣ୍ଡୋରେ ୫୧୧ କୋଟିର ପ୍ରକଳ୍ପ ମଞ୍ଜୁର
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ୫୧୧.୧୯ କୋଟି ବ୍ୟୟରେ ୭ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି(ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକରେ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ୬୪୦୨ରୁ ଅଧିକ କର୍ମନିଯୁକ୍ତିି ସୃଷ୍ଟି ହେବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ…
ଆରମ୍ଭ ହେଲା ଇକୋ ପର୍ଯ୍ୟଟନ ପର୍ବ
ଭୁବନେଶ୍ୱର, (ବ୍ୟୁରୋ)/କୋଣାର୍କ (ଡି.ଏନ୍.ଏ.): କୋଭିଡ୍-୧୯ ଯୋଗୁ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପ ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡ଼ିଥିଲା। ଗତ କିଛିମାସ ହେବ ପର୍ଯ୍ୟଟନ ଶିଳ୍ପ ଚଳଚଞ୍ଚଳ ହେବା ଆରମ୍ଭ କରିଛି। ଚଳିତ ବର୍ଷର ଇକୋ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଛି। ରାଜ୍ୟରେ ଥିବା ୭ଟି…
କମିଶନରେଟ ପୋଲିସରେ ଖୋଲିବ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ବ୍ୟବସାୟିକ ରାଜଧାନୀ କଟକରେ ଦିନକୁ ଦିନ ଅପରାଧ ବଢିବାରେ ଲାଗିଛି। ଏହା କମିଶନରେଟ ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରୁଥିବାବେଳେ ଅପରାଧ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲିବାକୁ ରାଜ୍ୟ ସରକାର…
ଜମ୍ମୁ-କଶ୍ମୀର ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ
ଶ୍ରୀନଗର,୧୬ ।୧୨: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏକ ଏନକାଉଣ୍ଟରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ପୋଲିସ ଏହି ସୂଚନା ଦେଇଛି । ଏନକାଉଣ୍ଟର ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ…
ଓଡ଼ିଶାକୁ ନୀତି ଆୟୋଗର ପ୍ରଶଂସା
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟର ମୁଣ୍ଡପିଛା ଆୟ ବଢ଼ିଛି। କୃଷି କ୍ଷେତ୍ର ଆଗକୁ ଯାଇଛି। ଖଣି କ୍ଷେତ୍ରରେ ଉନ୍ନତି ହେବା ସହିତ ରାଜ୍ୟର ଆର୍ଥିକ ନିଅଣ୍ଟକୁ ୫ ପ୍ରତିଶତରୁ କମ୍ ପରିଚାଳନା କରିବାରେ ଓଡ଼ିଶା ସଫଳ ହୋଇଥିବା ନୀତି ଆୟୋଗ ଉପାଧ୍ୟକ୍ଷ ଡକ୍ଟର ରାଜୀବ…
୨୨ ଲକ୍ଷ ଚାଷୀ ଲାଭ ପାଇବେ: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାକୁ ଆର୍ଥତ୍କ ବର୍ଷ ୨୦୨୫-୨୬ ପର୍ଯ୍ୟନ୍ତ ଜାରି ରଖିବା ନିଷ୍ପତ୍ତିକୁ ଅନୁମୋଦନ ଦେବା ଦ୍ୱାରା ଓଡ଼ିଶା ସମେତ ଦେଶର ୨୨ ଲକ୍ଷ ଚାଷୀ ଲାଭ ପାଇବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ବଢ଼ିଛନ୍ତି ଭୋଟର କମିଛି ଓ୍ବାର୍ଡ
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଚଳିତ ମାସ ଶେଷ ସପ୍ତାହ ସୁଦ୍ଧା ଲାଗୁ ହୋଇପାରେ। ଏହା ପୂର୍ବରୁ ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ପ୍ରାୟ ଶେଷ ହୋଇସାରିଛି। ଡିସେମ୍ବର ୪ରେ ଜିଲାସ୍ତରରେ ଚୁଡାନ୍ତ ଭୋଟର ତାଲିକା…
ମାଟି ମା’ ପାଇଁ ଜୀବନ ଉତ୍ସର୍ଗ
ମାଟିର ମା’ର ସୁରକ୍ଷା ପାଇଁ ଭାରତୀୟ ସେନା ସବୁବେଳେ ଜୀବନକୁ ଉସର୍ଗ କରିଥାନ୍ତି। ୧୯୭୧ ପାକିସ୍ତାନ ସହିତ ଯୁଦ୍ଧରେ ଭାରତୀୟ ସଶସ୍ତ୍ର ବାହିନୀର ବିଜୟକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଡିସେମ୍ବର ୧୬ ରେ ବିଜୟ ଦିବସ ପାଳନ କରାଯାଇଥାଏ। ଏହି…
ଓମିକ୍ରନ୍ ଆତଙ୍କ: ମୁମ୍ବାଇରେ ୧୪୪ ଧାରା ଜାରି
ମୁମ୍ବାଇ,୧୬ ।୧୨: ଓମିକ୍ରନ୍ ବେଳକୁ ବେଳ ଦେଶରେ କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ କୌଣସି ନା କୌଣସି ରାଜ୍ୟରେ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହେବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହେଲାଣି । ଓମିକୟନ୍ ଦ୍ରୁତ…
ସଚିନଙ୍କୁ ବୁଢା କହୁଥିଲେ ଏହି କ୍ରିକେଟର୍, ସେହ୍ବାଗ ଦେଇଥିଲେ ଉଚିତ୍ ଜବାବ
ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟର ଭଗବାନ କୁହାଯାଏ। ତାଙ୍କ କ୍ୟାରିୟର୍ରେ ତେନ୍ଦୁଲକର ବିନା କାରଣରେ କୌଣସି ପ୍ରତିଦ୍ୱନ୍ଦ୍ୱୀ ଖେଳାଳିଙ୍କ ସହ ଝଗଡା କରୁ ନ ଥିଲେ। କିନ୍ତୁ ଅନେକ ଖେଳାଳି ତେନ୍ଦୁଲକରଙ୍କୁ ସ୍ଲେଜିଂ କରିବାକୁ ପଛାଉ ନ ଥିଲେ।…
ନୂଆ ଭୋଟରଙ୍କୁ ପଞ୍ଜୀକରଣ ପାଇଁ ବର୍ଷକୁ ମିଳିବ ୪ ଥର ସୁଯୋଗ
ନୂଆଦିଲ୍ଲୀ, ୧୫।୧୨: କେନ୍ଦ୍ର ସରକାର ନିର୍ବାଚନୀ ସଂସ୍କାର ପାଇଁ ଚଳିତ ଶୀତ ଅଧିବେଶନରେ ଏକ ବିଲ୍ ଆଣିବାକୁ ଯାଉଛନ୍ତି। ଉକ୍ତ ବିଲ୍କୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡ଼ିଛି। ବିଲ୍ ଗୃହୀତ ହେଲେ ଭୋଟର ପରିଚୟପତ୍ରରେ ଆଧାର ନମ୍ବର…
Archives


