ଟୁଇଟରରେ ଟ୍ରେଣ୍ଡ କରୁଛି #ଓ୍ବାଲର୍ଡଷ୍ଟାଣ୍ଡ୍ସଓ୍ବିଥ୍କୋହଲି
ନୂଆଦିଲ୍ଲୀ,୧୭।୧୨: ଦିନିକିଆ ଦଳର ନେତୃତ୍ୱ ପରିବର୍ତ୍ତନ ପରେ ଟେଷ୍ଟ ଅଧିନାୟକ ବିରାଟ କୋହଲି ଓ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ମୁହଁାମୁହିଁ ସ୍ଥିତି ସୃଷ୍ଟି ହୋଇଛି। କୋହଲି ଟି୨୦ ଦଳର ଅଧିନାୟକ ପଦ ଛାଡ଼ି ଥିବାରୁ ଦିନିକିଆ ଦଳର ନେତୃତ୍ୱ…
ଭାଜପା ପ୍ରସ୍ତୁତ କଲା ପଞ୍ଜାବ ବିଧାନସଭା ନିର୍ବାଚନ ଜିତିବାର ପ୍ଲାନ, ଅମରିନ୍ଦରଙ୍କ ସହ ସିଟ୍ ଶେୟାରିଂ ଫର୍ମୁଲା ଶେଷ!
ନୂଆଦିଲ୍ଲୀ,୧୭ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପଞ୍ଜାବ ବିଧାନସଭା ନିର୍ବାଚନ ଜିତିବାର ସମସ୍ତ ଯୋଜନା ପ୍ରସ୍ତୁତ କରି ସାରିଲାଣି । ଶୁକ୍ରବାର ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ପଞ୍ଜାବ ଲୋକ କଂଗ୍ରେସ’ର ନେତା କ୍ୟାପଟେନ ଅମରିନ୍ଦର ସିଂ ଏଥିରେ ଏକ ପ୍ରକାର…
ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ
ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା ଏସ୍ପିଙ୍କ…
ପୁଣି ଥରେ ବାଂଲାଦେଶ ଦଳକୁ କ୍ୱାରେଣ୍ଟିନ ପଠାଗଲା
ଅକ୍ଲାଣ୍ଡ,୧୭।୧୨: ନ୍ୟୁଜିଲାଣ୍ଡର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶକ୍ରମେ ବାଂଲାଦେଶ ଦଳକୁ ପୁଣି ଥରେ କ୍ୱାରେଣ୍ଟିନରେ ରଖାଯାଇଛି। ବାଂଲାଦେଶ ଦଳର ସ୍ପିନ ବୋଲିଂ କୋଚ୍ ରଙ୍ଗନା ହେରାଥଙ୍କ କୋଭିଡ୍-୧୯ ରିପୋର୍ଟ ପଜିଟିଭ ଆସିବା ପରେ ନ୍ୟୁଜିଲାଣ୍ଡର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିର୍ଦ୍ଦେଶ ଜାରି…
ମହାବୋଧି ମନ୍ଦିର ବିସ୍ଫୋରଣ: ୮ ଦୋଷୀଙ୍କୁ ଦଣ୍ଡବିଧାନ, ୩ଙ୍କୁ ଆଜୀବନ, ୫ଙ୍କୁ ୧୦ ବର୍ଷ ଜେଲ
ପାଟନା,୧୭ ।୧୨: ବିହାରର ବୋଧ ଗୟା ସ୍ଥିତ ମହାବୋଧି ମନ୍ଦିରରେ ୨୦୧୮ରେ ହୋଇଥିବା ବିସ୍ଫୋରଣ ମାମଲାରେ ପାଟନାର ବିଶେଷ ଏନ୍ଆଇଏ ଅଦାଲତ ଶୁକ୍ରବାର ଦୋଷୀଙ୍କୁ ସଜା ଶୁଣାଇଛନ୍ତି । ବିଶେଷ ଅଦାଲତ ୩ ଜଣଙ୍କୁ ଆଜୀବନ କାରାଦଣ୍ଡ ସହ ଅନ୍ୟ ୫…
ସଂକ୍ରମଣ ବଢ଼ିଲେ ଖୋଲିବ କୋଭିଡ୍ ହସ୍ପିଟାଲ
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ବରୂପ…
‘ପଞ୍ଜାବରେ ୧୦୧% ଜିତିବୁ’
ଚଣ୍ଡିଗଡ଼,୧୭।୧୨: ଆଗାମୀ ବର୍ଷ ହେବାକୁ ଥିବା ପଞ୍ଜାବର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ସହ ମେଣ୍ଟ ଘୋଷଣା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ। ଦିଲ୍ଲୀରେ ଭାଜପା ନେତାଙ୍କ ସହ ଶୁକ୍ରବାର ବୈଠକ ପରେ ଏକ ଫଟୋ ଟୁଇଟ୍ କରି…
ହାତ ଛାଡ଼ି ଶଙ୍ଖ ଧରିଲେ ଧର୍ମରାଜ
ଗୋପାଳପୁର,୧୭।୧୨(ଡି.ଏନ.ଏ.): କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ଏସ୍.ଧର୍ମରାଜ ରେଡ୍ଡୀ ଓ ତାଙ୍କର ସମର୍ଥକ ଶୁକ୍ରବାର ହାତ ଛାଡ଼ି ଶଙ୍ଖ ଧରିଛନ୍ତି। କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ…
ଶ୍ରୀକାନ୍ତ ଆଣିଲେ ପ୍ରଥମ ପଦକ
ମାଡ୍ରିଡ୍,୧୭।୧୨: ପ୍ରଥମ ଭାରତୀୟ ଭାବେ କିଡାମ୍ବି ଶ୍ରୀକାନ୍ତ ଚଳିତ ବର୍ଷ (୨୦୨୧) ବିଡବ୍ଲ୍ୟୁଏଫ୍ ବିଶ୍ୱ ଚାମ୍ପିୟନଶିପ୍ରେ ପଦକ ନିଶ୍ଚିତ କରିଛନ୍ତି। ଶୁକ୍ରବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲରେ ମାର୍କ କାଲଜୋଙ୍କୁ ହରାଇ ଏହି ସଫଳତା ପାଇଛନ୍ତି ବିଶ୍ୱର ପୂର୍ବତନ ନମ୍ବର ଓ୍ବାନ ଖେଳାଳି।…
କୁକୁରଙ୍କ କବଳରୁ କୁଟୁରା ଉଦ୍ଧାର
ଆର.ଉଦୟଗିରି,୧୭।୧୨(ଡି.ଏନ.ଏ.): ଖାଦ୍ୟ ଅନ୍ବେଷଣରେ ଶୁକ୍ରବାର ଗଜପତି ଜିଲା ଆର୍.ଉଦୟଗିରି ବସ୍ତି ଅଞ୍ଚଳକୁ ଏକ କୁଟୁରା ଚାଲି ଆସିଥିଲା। କୁଟୁରାକୁ ଦେଖି କେତେକ ବୁଲା କୁକୁର ଗୋଡାଇଥିଲେ। ଏହା ଦେଖି ସ୍ଥାନୀୟ ଅଞ୍ଚଳବାସୀ କୁକୁରଙ୍କ କବଳରୁ କୁଟୁରାକୁ ଉଦ୍ଧାର କରି ବନ ବିଭାଗକୁ…
ପାକିସ୍ତାନ ଉପରେ ଭାରତର ବଡ଼ ବିଜୟ
ନୂଆଦିଲ୍ଲୀ,୧୭।୧୨: ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ଭାରତୀୟ ଦଳ ୩-୧ ଗୋଲରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ ଦେଇଛି। ଏହି ବିଜୟ ସହ ଚଳିତ ଇଭେଣ୍ଟରେ ଅପରାଜେୟ ଧାରା ଜାରି ରଖିଛି ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକଧାରୀ ଟିମ୍ ଇଣ୍ଡିଆ।…
ଖରସ୍ରୋତାରେ ଭାସିଗଲେ ଯୁବକ
ସିଂହପୁର,୧୭ା୧୨(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଓଳେଇ ଚନ୍ଦନପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମର ରବିନ୍ଦ୍ର ସାମଲଙ୍କ ପୁଅ ସୌମେନ୍ଦ୍ର (୨୬) ଶୁକ୍ରବାର ସକାଳେ ନଦୀରେ ଗାଧୋଉଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ…
Archives


