Home Left

ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ ପୁନର୍ଗଠିତ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ରାଜ୍ୟର ବିଭିନ୍ନ ମେଡିକାଲ କଲେଜଗୁଡ଼ିକରେ ଚିକିତ୍ସା ମୂଲ୍ୟାଙ୍କନ ବୋର୍ଡ (ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ)ର ପୁନର୍ଗଠନ କରାଯାଇଛି ା ଏହି ବୋର୍ଡଗୁଡ଼ିକ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନରେ ଦେଖାଦେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ଅପିଲ୍‌ ପ୍ରାଧିକରଣଙ୍କୁ ସହାୟତା ଦେବେ ା ଭିନ୍ନକ୍ଷମ ପ୍ରମାଣପତ୍ରର…

ଥରକରେ ୬,୧୩୧ ଶିକ୍ଷକଙ୍କୁ ନିଯୁକ୍ତି

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ପିଲାମାନେ ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କ କଳ୍ପନାକୁ ଶକ୍ତିଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ସହିତ ଆତ୍ମବିଶ୍ୱାସ…

ଫେରାର ହୋଇ ନ ଥିବା ଅଡିଓ ଜାରି କଲେ ସୁମିତ

ଆସିକା,୧୭ା୧୨(ଡି.ଏନ୍‌.ଏ.):ବ୍ରହ୍ମପୁର ବ୍ରହ୍ମାନଗରର ଡାକ୍ତର ସୁମିତ ସାହୁ ଓ ସ୍ତ୍ରୀ ତପସ୍ବିନୀ ଦାଶଙ୍କ ମଧ୍ୟରେ ଚାଲିଥିବା ବିବାଦ ତୁଟିବା ନାଁ ଧରୁନି । ଏହି ପାରିବାରିକ ବିବାଦ ଅଦାଲତରେ ବିଚାରାଧୀନ ରହିଛି। ଆସିକା ଚିନିଶିଳ୍ପ ଅତିଥି ଭବନରୁ ଗତ ୧୦ ତାରିଖରୁ ତପସ୍ବିିନୀଙ୍କୁ…

ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ୍‌ ସେବା ବାଧାପ୍ରାପ୍ତ

ଭୁବନେଶ୍ୱର,୧୭ା୧୨:କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗୁରୁବାର ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟର ପ୍ରଥମ ଦିନ ଶାନ୍ତିଶୃଙ୍ଖଳାର ସହ ଶେଷ…

ଇସ୍ପାତ ଓ ଖଣି ବିଭାଗର ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୭ା୧୨(ବ୍ୟୁରୋ):ରାଜ୍ୟରୁ କରୋନା କଟକଣା ଏକ ପ୍ରକାର କୋହଳ ହୋଇସାରିଛି। ହେଲେ କିଛିଦିନ ହେବ ସ୍କୁଲ ଶିକ୍ଷକ ଏବଂ ଚାତ୍ରୀଛାତ୍ରମାନେ କେତେଗୁଡିଏ ସ୍ଥାନରେ କରୋନା ପଜେଟିଭ ହେଉଥିବା ଲକ୍ଷ୍ୟ କରାଯାଇଛି। ସେହିପରି ରାଜ୍ୟ ସରକାର ଷ୍ଟିଲ୍‌ ଏବଂ ମାଇନ୍ସ ବିଭାଗର ୧୫…

ସ୍ପାଇଡରମ୍ୟାନ୍‌ଙ୍କ ଆଗରେ ହାତ ଯୋଡିଲେ ଶିଳ୍ପା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ କିଛି ନା କିଛି କାରଣ ପାଇଁ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସେ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ ସେହି ଭିଡିଓରେ ଏକ ସ୍ପାଇଡରମ୍ୟାନ୍‌ଙ୍କ ଆଗରେ ହାତ ଯୋଡିଛନ୍ତି। ପ୍ରକୃତରେ ହଲିଉଡ…

ଭାଜପା ଜିଲା ସଭାପତିଙ୍କ ଆପତ୍ତିଜନକ ଫଟୋ ଭାଇରାଲ

ବାଲେଶ୍ୱର ଅଫିସ, ୧୭।୧୨:ବାଲେଶ୍ୱର ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ସହ ଜଣେ ମହିଳାଙ୍କ ଆପତ୍ତିଜନକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ମହିଳା ଜଣକ କିଏ, କେଉଁ ଉଦ୍ଦେଶ୍ୟରେ ଏହି ଫଟୋ ପୋଷ୍ଟ କରାଯାଇଛି…

ଥାନାର ଦ୍ବାରସ୍ଥ ଦ୍ବିତୀୟ ସ୍ତ୍ରୀ

କାଳିଆପାଣି,୧୭ା୧୨(ଡି.ଏନ.ଏ.):ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ କାଙ୍କଡ଼ପାଳ ଗ୍ରାମର ଜଣେ ଯୁବକ ଦ୍ବିତୀୟ ବିବାହ କରି ଏବେ ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ ପ୍ରଥମ ସ୍ତ୍ରୀ ଦ୍ୱିତୀୟ ସ୍ତ୍ରୀଙ୍କୁ ଘରେ ପୂରାଇ ନ ଦେବରୁ ଦ୍ବିତୀୟ ସ୍ତ୍ରୀ ଥାନା ଦ୍ବାରସ୍ଥ ହୋଇଛନ୍ତି। ସମ୍ପୃକ୍ତ…

କ୍ୟାଟ୍ରିନାଙ୍କ ଫଟୋକୁ ଜୁମ୍‌ କରି ଦେଖନ୍ତି ସଲମାନ୍‌

ବଲିଉଡ୍‌ ଅଭିନେତା ସଲମାନ୍‌ ଖାନଙ୍କ ନାମ ଅନେକ ଅଭିନେତ୍ରୀଙ୍କ ସହ ଜୋଡ଼ା ଯାଇଛି। ବାର୍ବୀ ଡଲ୍‌ କ୍ୟାଟ୍ରିନା କୈଫ୍‌ଙ୍କ ସହିତ ତାଙ୍କ ଘନିଷ୍ଠତା ଥିବା ସମସ୍ତେ ଜାଣନ୍ତି। ତାଙ୍କ ପାଇଁ ସଲମାନଙ୍କ ହୃଦୟରେ ଏକ ବିଶେଷ ସ୍ଥାନ ରହିଛି । ଦେବଙ୍ଗ…

ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତି ଅବହେଳା

ଜଗତ୍‌ସିଂହପୁର ଅଫିସ, ୧୭ା୧୨:ଜଗତ୍‌ସିଂହପୁର ବ୍ଲକ ମହିରାସ୍ଥିତ ରଥ ସରକାରୀ ଉଚ୍ଚ ବିଦ୍ୟାଳୟ ଏବେ ଅବହେଳିତ ହୋଇପଡ଼ିଛି। ଏହି ଉଚ୍ଚ ବିଦ୍ୟାଳୟ ୧୯୯୩ରୁ ସରକାରୀ ବିଦ୍ୟାଳୟର ମାନ୍ୟତା ପାଇଥିଲେ ସୁଦ୍ଧା ସରକାରଙ୍କ ୫-ଟି ଅନ୍ତର୍ଗତ ଆକାଂକ୍ଷିତ ବିଦ୍ୟାଳୟ ତାଲିକାରେ ସ୍ଥାନ ପାଇନାହିଁ। କେବଳ…

ଆଶା, ଆଶଙ୍କା ମଧ୍ୟରେ ଡଲ୍‌ଫିନ ସଂଖ୍ୟା ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ, ୧୭ା୧୨:ଭିତରକନିକା ସାମୁଦ୍ରିକ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ଗୁରୁବାରଠାରୁ ଡଲଫିନଙ୍କ ସଂଖ୍ୟା ଗଣନା ଆରମ୍ଭ ହୋଇଛି। କ୍ରମାଗତ ଭାବେ ୪ ବର୍ଷର ଡଲଫିନ୍‌ ସଂଖ୍ୟାର ବିଶ୍ଳେଷଣ କଲେ ଏମାନଙ୍କ ବୃଦ୍ଧିକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କ୍ରମାଗତ ଭାବେ…

ବଳାତ୍କାରକୁ ନେଇ କଂଗ୍ରେସ ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ବେଙ୍ଗାଲୁରୁ,୧୭ ।୧୨: କଂଗ୍ରେସ ବିଧାୟକ ତଥା କର୍ନାଟକ ବିଧାନସଭାର ପୂର୍ବତନ ଅଧ୍ୟକ୍ଷ ରମେଶ କୁମାର ମହିଳାଙ୍କୁ ନେଇ ବଡ ଆପତ୍ତିଜନକ ବୟାନ ଦେଇଛନ୍ତି । ବୟାନ ଏପରି ଯେ ଶୁଣିଲେ ବି ଲାଜ ଲାଗିବ । କୁମାର କହିଛନ୍ତି ଯେତେବେଳେ ବଳାତ୍କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri